Posted inଜାତୀୟ

ହାଇ ଆଲର୍ଟରେ ଦିଲ୍ଲୀ

ନୂଆଦିଲ୍ଲୀ,୨୯।୧: ନୂଆଦିଲ୍ଲୀ ସ୍ଥିତ ଇସ୍ରାଏଲ ଦୂତାବାସ ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଆଇଇଡି ବିସ୍ଫୋରଣ ପରେ ଦିଲ୍ଲୀରେ ଜାରି ହୋଇଛି ହାଇ ଆଲର୍ଟ। ଘଟଣା ପରେ ଏପିଜେ ଅବଦୁଲ କାଲାମ ରୋଡ୍‌କୁ ସିଲ୍‌ କରିଦିଆଯାଇଛି। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଦିଲ୍ଲୀ ବିମାନ ବନ୍ଦର, ରେଳ ଷ୍ଟେଶନ, ଗହଳି ପୂର୍ଣ୍ଣ ମାକେର୍ଟ, ସରକାରୀ କାର୍ଯ୍ୟାଳୟକୁ ହାଇ ଆଲର୍ଟ କରାଯିବା ସହ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି।
ସୂଚନା ଯୋଗ୍ୟ, ବିସ୍ଫୋରଣରେ କିଛି କାର କ୍ଷତିଗ୍ରସ୍ତ ହୋଇଥିବା ବେଳେ କେହି ମୃତାହତ ହୋଇ ନ ଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

T20 World Cup 2026: ସୁପର ୮ରେ ପ୍ରଥମେ କେଉଁ ଟିମ୍‌ ସହ ଖେଳିବ ଟିମ୍‌ ଇଣ୍ଡିଆ ଜାଣନ୍ତୁ

ନୂଆଦିଲ୍ଲୀ,୧୭।୨: ଟିମ ଇଣ୍ଡିଆ ଗ୍ରୁପ ପର୍ଯ୍ୟାୟ ମ୍ୟାଚରେ ହ୍ୟାଟ୍ରିକ ବିଜୟ ସହିତ ICC T20 ବିଶ୍ୱକପ 2026ର ସୁପର ୮ ପର୍ଯ୍ୟାୟରେ ପହଞ୍ଚିଛି। ଭାରତ ତା’ର ତୃତୀୟ…

କବିତା ପାଠୋତ୍ସବ, ବରିଷ୍ଠ ନାଗରିକଙ୍କ ସମ୍ମାନ-ସୁରକ୍ଷା ସୁନିଶ୍ଚିତ ଲକ୍ଷ୍ୟ

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ପ୍ରଶାସନ ବରିଷ୍ଠ ନାଗରିକଙ୍କ ସମ୍ମାନ, ସୁରକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟ ନେଇ ଏକ ଅଭିନବ ପ୍ରୟାସ ଇତିମଧ୍ୟରେ ଆରମ୍ଭ କରିଛି ।…

ଆଜିଠାରୁ ଆରମ୍ଭ ହେଲା ସିବିଏସଇ ଦଶମ-ଦ୍ୱାଦଶ ବୋର୍ଡ ପରୀକ୍ଷା

ନୂଆଦିଲ୍ଲୀ,୧୭।୨: ମଙ୍ଗଳବାର ବା ଆଜିଠାରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଆରମ୍ଭ ହେଉଛି, ଯେଉଁଥିରେ ୪୩ ଲକ୍ଷରୁ ଅଧିକ ଛାତ୍ରୀଛାତ୍ର ପରୀକ୍ଷା ଦେଉଛନ୍ତି, ପ୍ରାୟ…

ଛାତିଥରା… ପ୍ରେମିକାକୁ ହତ୍ୟା କରି ଯୌନ ସମ୍ପର୍କ ରଖିଲେ ପ୍ରେମିକ, ତନ୍ତ୍ର କରି ଆତ୍ମାକୁ କହିଲେ Sorry

ଭୋପାଳ,୧୭ା୨: ମଧ୍ୟପ୍ରଦେଶର ଇନ୍ଦୋରର ଦ୍ୱାରକାପୁରୀ ପୋଲିସ ଷ୍ଟେସନ ଅଞ୍ଚଳରେ ଜଣେ ଏମବିଏ ଛାତ୍ରୀଙ୍କ ହତ୍ୟା ମାମଲାରେ, ପୋଲିସ ଅଭିଯୁକ୍ତ ପ୍ରେମିକ ପୀୟୁଷକୁ ମୁମ୍ବାଇରୁ ଗିରଫ କରିଛି ।…

ନାବାଳିକା ବଳାତ୍କାର, ଗର୍ଭପାତ ମାମଲା: ମିଳିଲା ନବଜାତକ

ଯାଜପୁରରୋଡ଼, ୧୭ା୨(ପବିତ୍ର ରଞ୍ଜନ ମହାନ୍ତି): ଯାଜପୁରରୋଡ ଥାନା ପୋଲିସ ନାବାଳିକା ଗର୍ଭପାତ ଘଟଣାରେ ୨ ଜଣଙ୍କୁ ଗିରଫ କରିଛି। ଏହି ଘଟଣାରେ ନାବାଳିକାଙ୍କୁ ଗର୍ଭବତୀ କରିଥିବା କୋପଣ୍ଡ…

ଆଜି ବର୍ଷର ପ୍ରଥମ ସୂର୍ଯ୍ୟୋପରାଗ, ଭାରତରେ ଦୃଶ୍ୟମାନ…

ଭୁବନେଶ୍ୱର,୧୭ା୨ (ସୁଚିସ୍ମିତା ସାହୁ): ବର୍ଷର ପ୍ରଥମ ବଳୟ ସୂର୍ଯ୍ୟୋପରାଗ ମଙ୍ଗଳବାର ସଙ୍ଗଠିତ ହେବ । ଆଫ୍ରିକାର ଦକ୍ଷିଣ ପାର୍ଶ୍ୱ, ଦକ୍ଷିଣ ଆମେରିକାର ଦକ୍ଷିଣ ପାର୍ଶ୍ୱ, ପ୍ରଶାନ୍ତ ମହାସାଗର,…

ପାକିସ୍ତାନକୁ ଧୂଳି ଚଟାଇ ସ୍ବଦେଶ ଫେରିଲେ ମେନ ଇନ ବ୍ଲୁ, ଜାଣନ୍ତୁ ପରବର୍ତ୍ତି ମ୍ୟାଚ କାହା ସହ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୭।୨: ଗତ ରବିବାର (୧୫ ଫେବୃଆରୀ) କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ଟିମ ଇଣ୍ଡିଆ ପାକିସ୍ତାନକୁ ୬୧ ରନରେ ପରାସ୍ତ କରିଥିଲା। ପରଦିନ, ସୋମବାର…

Delhi Accident: ରିଲ ନିଶାରେ ଦୌଡାଇଲେ ସ୍କର୍ପିଓ, ଚାଲିଗଲା ବାଇକ ଚାଳକଙ୍କ ଜୀବନ, ନ୍ୟାୟ ପାଇଁ ଗୁହାରି କରୁଛନ୍ତି ମାଆ

ନୂଆଦିଲ୍ଲୀ,୧୭।୨: ଦିଲ୍ଲୀର ଦ୍ୱାରକା ଦକ୍ଷିଣ ପୋଲିସ ଷ୍ଟେଶନ ଅଞ୍ଚଳରେ ଫେବୃଆରୀ ୩,୨୦୨୬ ରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଥିଲା, ଯାହା ଫଳରେ ଜଣେ ଯୁବକଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri