Posted inଜାତୀୟ

ଲୋକ ସଭାରେ ଦିଲ୍ଲୀ ଅଧ୍ୟାଦେଶ ବିଲ ପାରିତ

ନୂଆଦିଲ୍ଲୀ,୩।୮: ଦିଲ୍ଲୀର ଅଧିକାରୀଙ୍କ ସ୍ଥାନାନ୍ତର ଏବଂ ପୋଷ୍ଟିଂ ସହ ଜଡିତ ଅଧ୍ୟାଦେଶ ବିଲ ଗୁରୁବାର ଲୋକ ସଭାରେ ପାରିତ ହୋଇଛି। ବର୍ତ୍ତମାନ ଏବେ ରାଜ୍ୟ ସଭାରେ ଆଗତ କରାଯିବ। ଲୋକ ସଭାରେ ବିଲ ଉପରେ ଚର୍ଚ୍ଚା ଉପରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଜବାବ ଦେଇଛନ୍ତି। ଏହି ସମୟରେ ତାଙ୍କୁ କଂଗ୍ରେସ, ଟିଏମସି ଏବଂ ଡିଏମକେ ସମେତ ଅନେକ ବିରୋଧୀ ଦଳ ବିରୋଧ କରିଛନ୍ତି।

ଏହି ବିଧେୟକ ସପକ୍ଷରେ ଯୁକ୍ତି କରି ଅମିତ ଶାହା ଗୃହରେ କହିଛନ୍ତି ଯେ, ଅଧ୍ୟାଦେଶ ସୁପ୍ରିମକୋର୍ଟଙ୍କ ଏହି ଆଦେଶକୁ ଦର୍ଶାଉଛି ଯେଉଁଥିରେ କୁହାଯାଇଛି ଯେ ଦିଲ୍ଲୀ ସମ୍ବନ୍ଧୀୟ କୌଣସି ପ୍ରସଙ୍ଗରେ ସରକାର ଆଇନ କରିବାର ଅଧିକାର ରହିଛି। ସେ କହିଛନ୍ତି ଯେ, ସମ୍ବିଧାନରେ ମଧ୍ୟ ଆମକୁ ଏହି ଅଧିକାର ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

India-US Trade Deal: ‘ବନ୍ଧୁ ଆଉ ବନ୍ଧୁ ହୋଇ ରହିଲେ ନାହିଁ…’, ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିକୁ ନେଇ…

ନୂଆଦିଲ୍ଲୀ,୭।୨: ଭାରତ ଏବଂ ଆମେରିକା ମଧ୍ୟରେ ଘୋଷଣା ହୋଇଥିବା ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତି ଜାତୀୟ ରାଜନୀତିକୁ ଉଷ୍ମ କରିଛି। ବରିଷ୍ଠ କଂଗ୍ରେସ ନେତା ଜୟରାମ ରମେଶ ପ୍ରଧାନମନ୍ତ୍ରୀ…

ଜିଲାକୁ ରହିଛି ପ୍ରାକୃତିକ ବିପର୍ଯ୍ୟୟ ଭୟ: ସାମୁଦ୍ରିକ ପ୍ରାଚୀର, ହେନ୍ତାଳ ବଣ ପ୍ରସ୍ତାବରେ ସୀମିତ

କେନ୍ଦ୍ରାପଡ଼ା, ୭ା୨ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ପ୍ରାକୃତିକ ବିପର୍ଯ୍ୟୟପ୍ରବଣ। ଏହି ଜିଲାକୁ ପ୍ରତିବର୍ଷ ବନ୍ୟା, ବାତ୍ୟା ସହିତ ସୁନାମି ଭୟ ରହିଛି। ଏପରି ପ୍ରାକୃତିକ ବିପର୍ଯ୍ୟୟ…

କାନ୍ଦିଲାଣି ପାକିସ୍ତାନ, ଚିନ୍ତାରେ ଚାଇନା! ଆମେରିକାର ଜବାବକୁ ନେଇ…

ନୂଆଦିଲ୍ଲୀ,୭।୨: ପାକିସ୍ତାନର ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ସମ୍ପ୍ରତି ପିଓକେର ମାଟିରୁ ‘କଶ୍ମୀର ପାକିସ୍ତାନ ହେବ’ ସ୍ଲୋଗାନ ଦେଇଥିଲେ। ମଞ୍ଚ ପ୍ରସ୍ତୁତ ଥିଲା, କରତାଳି ହୋଇଥିଲା, ଏବଂ ଇସଲାମାବାଦ…

ଅଳଙ୍କାର ଦେକାନରୁ ଚେନ୍ ଚୋରି କଲା ପାରା; ଥଣ୍ଟରେ ନେଇ ବେକରେ ପିନ୍ଧିଲା, ତାପରେ…

ଜୟପୁର,୭।୨: ରାଜସ୍ଥାନର ନାଗୌର ଜିଲାରୁ ଏକ ଅତ୍ୟନ୍ତ ଆଶ୍ଚର୍ଯ୍ୟଜନକ ଏବଂ ମଜାଦାର ଖବର ସାମ୍ନାକୁ ଆସିଛି। ସାଧାରଣତଃ ଲୋକମାନେ ଚୋରି ଏବଂ ଡକାୟତି ରିପୋର୍ଟରେ ମଣିଷଙ୍କ କାର୍ଯ୍ୟ…

ରାସ୍ତାରେ ଷ୍ଟଣ୍ଟ୍‌ କରୁଥିଲେ ଯୁବକ: ମାଡ଼ିବସିଲା ପୋଲିସ

ସମ୍ବଲପୁର,୭।୨(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ହୀରାକୁଦ ଜଳଭଣ୍ଡାର ଦକ୍ଷିଣ(ରାଇଟ) ଡାଇକ ରାସ୍ତାରେ ବେପରୁଆ ଓ ବିପଦପୂର୍ଣ୍ଣ ଭାବରେ କାର୍‌ ଚାଳନା(ଷ୍ଟଣ୍ଟ) କରିଥିବା ଅଭିଯୋଗରେ ୭ ଯୁବକଙ୍କୁ…

ପଣ୍ୟାଗାର କେମିକାଲ ଗୋଦାମରୁ ଧୂଆଁ ନିର୍ଗତ: ସ୍ଥାନୀୟ ବାସିନ୍ଦାଙ୍କ ଆଖି, ନାକ ଜଳାପୋଡ଼ା

ମହାକାଳପଡ଼ା, ୭ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପାରାଦୀପ-ଚଣ୍ଡିଖୋଲ ୫୩ ନଂ. ଜାତୀୟ ରାଜପଥ ପାର୍ଶ୍ୱ ମଶାକଣି ବଡ଼ଦଣ୍ଡାଠାରେ କେନ୍ଦ୍ରୀୟ ପଣ୍ୟାଗାର ନିଗମ ଗୋଦାମ…

ବିଶ୍ୱ ଚାମ୍ପିୟନ ଟିମ ପାଇଁ ଭଣ୍ଡାର ଖୋଲିଦେଲା BCCI: ଏତିକି କୋଟି ଟଙ୍କାର ପୁରସ୍କାର ଘୋଷଣା

ନୂଆଦିଲ୍ଲୀ,୭।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି। ଶୁକ୍ରବାର ଅନୁଷ୍ଠିତ ଫାଇନାଲରେ ଭାରତ…

ଆଇନମନ୍ତ୍ରୀଙ୍କ ବଡ଼ ସୂଚନା: ବଡି କ୍ୟାମେରା ପିନ୍ଧିବେ ଚଢ଼ାଉ ଟିମ୍‌, ପ୍ରମାଣ ଅଭାବରୁ ଖସି ପାରିବେନି ଅଭିଯୁକ୍ତ

ଭୁବନେଶ୍ୱର,୭ା୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ନୂଆ ଅବକାରୀ ଆଇନ। ପ୍ରକ୍ରିୟା ଶେଷ ହେବା ପରେ ଅବକାରୀ ଆଇନ ଅନୁପାଳନ କରାଯିବ। ଏନେଇ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri