Posted inଜାତୀୟ

କେନ୍ଦ୍ରର ଅଧ୍ୟାଦେଶ ମାମଲାକୁ ୫ ଜଣିଆ ସମ୍ବିଧାନ ବେଞ୍ଚକୁ ପଠାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୦।୭: ଦିଲ୍ଲୀର ଅଧିକାରୀମାନଙ୍କ ଉପରେ ନିୟନ୍ତ୍ରଣ ସହ ଜଡିତ କେନ୍ଦ୍ରର ଅଧ୍ୟାଦେଶର ମାମଲାକୁ ସୁପ୍ରିମକୋର୍ଟ ୫ ଜଣିଆ ସମ୍ବିଧାନ ବେଞ୍ଚକୁ ପଠାଇଛନ୍ତି। ପ୍ରଧାନ ବିଚାରପତି କହିଛନ୍ତି ଯେ, ଏକ ଅଧ୍ୟାଦେଶ ମାଧ୍ୟମରେ ଦିଲ୍ଲୀ ବିଧାନସଭା ପରିସରରୁ ସେବାକୁ ବାଦ ଦେବା ଠିକ କି ନୁହେଁ ତାହା ଉପରେ ଏକ ଦୀର୍ଘ ଶୁଣାଣି ଆବଶ୍ୟକ।

ଏଲଜିଙ୍କ ପାଇଁ ହାଜର ହୋଇଥିବା ବରିଷ୍ଠ ଓକିଲ ହରିଶ ସାଲଓ୍ବେ କହିଛନ୍ତି ଯେ, ସଂସଦରେ ଏହି ବିଲ ଆଗତ ହେବା ପରେ ଏହି ଅଧ୍ୟାଦେଶକୁ ବିଚାର କରିବାର କୌଣସି ଆବଶ୍ୟକତା ନାହିଁ। ଏହା ଉପରେ ସିଜେଆଇ କହିଛନ୍ତି, ଆମେ ସେ ପର୍ଯ୍ୟନ୍ତ ଅପେକ୍ଷା କରିପାରିବୁ ନାହିଁ।

ଦିଲ୍ଲୀ ସରକାରଙ୍କ ଓକିଲ ଅଭିଷେକ ମନୁ ସିଂଘବି ସମ୍ବିଧାନ ବେଞ୍ଚରେ ଶୀଘ୍ର ଶୁଣାଣି କରିବାକୁ ଦାବି କରିଛନ୍ତି। ସା ସୁଦ୍ଧା ଏହି ନିର୍ଦ୍ଦେଶ ଅପଲୋଡ ହେବ ବୋଲି ପ୍ରଧାନ ବିଚାରପତି କହିଛନ୍ତି। ଏଥିରେ ଶୁଣାଣି ତାରିଖ ମଧ୍ୟ ଉଲ୍ଲେଖ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଧନୀ ହେବା ପୂର୍ବରୁ ବୁଢ଼ା ହେବ ଭାରତ: ଗବେଷଣାରୁ ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୮ା୮(ପି.ଟି.):ଭାରତରେ ହାରାହାରି ପ୍ରତି ୫ ଜଣରେ ଜଣେ ବ୍ୟକ୍ତିଙ୍କ ବୟସ ୬୦ ବର୍ଷରୁ ଅଧିକ ହେବ ଏବଂ ପ୍ରାୟ ୧୦ ଜଣଙ୍କ ମଧ୍ୟରୁ ୭ ଜଣ ବୟସ୍କ…

ଦାୟିତ୍ୱରେ ଅବହେଳା ପଡ଼ିଲା ମହଙ୍ଗା:ଫାଣ୍ଡି ଅଧିକାରୀ ନିଲମ୍ବିତ

ଲୋଇସିଂହା,୮ା୮(ସୁଶାନ୍ତ ବାରିକ):ଦାୟିତ୍ୱରେ ଅବହେଳା କରିବା ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ସାଲେଭଟା ଫାଣ୍ଡି ଅଧିକାରୀ ଭରତ ସାହୁଙ୍କୁ ମହଙ୍ଗା ପଡ଼ିଛି। ଗୁରୁବାର ସନ୍ଧ୍ୟାରେ ତାଙ୍କୁ ବଲାଙ୍ଗୀର…

ଆଜିଠାରୁ ‘ମେଟଲ ମିଟ୍‌’ କୁଇଜ୍‌ ମହାକୁମ୍ଭ

ଭୁବନେଶ୍ୱର,୮ା୮(ସୁଚିସ୍ମିତା ସାହୁ): ଦୈନିକ ଇଂଲିଶ ଖବରକାଗଜ ‘ଓଡିଶା ପୋଷ୍ଟ’ ପକ୍ଷରୁ କୁଇଜ୍‌ ମହାକୁମ୍ଭ ‘ମେଟଲ ମିଟ୍‌’ର ଦଶମ ସଂସ୍କରଣ ଶନିବାର ଉଦ୍‌ଘାଟନ ହେବ। ଭୁବନେଶ୍ୱରସ୍ଥିତ ଏକ ହୋଟେଲରେ…

୨୪ ଘଣ୍ଟାରେ ଲଘୁଚାପ: ସପ୍ତାହେ ଯାଏ ପ୍ରବଳ ବର୍ଷା, ଆଜି ୬ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୭ା୮(ବନ୍ଦନା ସେଠୀ) – ରାଜ୍ୟରେ ଲଗାଣ ବର୍ଷା ପାଇଁ ବିଭିନ୍ନ ଅଞ୍ଚଳରେ ଜଳବନ୍ଦୀ ଓ ବନ୍ୟା ପରିସ୍ଥିତି ଲାଗି ରହିଥିବାବେଳେ ଆସୁଛି ଆଉ ୨ ଲଘୁଚାପ।…

ବରଗଡ଼ରେ ଶନିବାର ସକାଳ ୮ଟାରୁ ବିଦ୍ୟୁତ୍ କାଟ୍: ଏସବୁ ଅଞ୍ଚଳରେ ୬ ଘଣ୍ଟା ବନ୍ଦ ରହିବ ବିଦ୍ୟୁତ୍ ସେବା

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଡିଭିଜନ୍-୨ ଗ୍ରୀଡ୍ ଅନ୍ତର୍ଗତ ୧୧କେଭି ଟେଲିଫୋନ୍ ଏକ୍ସଚେଞ୍ଜ୍ ଫିଡର୍ରେ ଜରୁରୀକାଳୀନ ମରାମତି କାର୍ଯ୍ୟ ଯୋଗୁ ଆସନ୍ତାକାଲି (ଶନିବାର) ସକାଳ ୮ଟାରୁ ଅପରାହ୍ନ ୨ଟା…

ଭଞ୍ଜନଗରରେ ପ୍ରବଳ ବର୍ଷା: ଜନଜୀବନ ଅସ୍ତବ୍ୟସ୍ତ, କୁଲାଡରେ ଗୁହାଳ ଘର ଭୁଶୁଡ଼ି ୧୫ରୁ ଅଧିକ ଛେଳି ମୃତ

ଭଞ୍ଜନଗର,୭।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବିଗତ କିଛି ଦିନ ହେବ ଅପରାହ୍ନ ଏବଂ ରାତିରେ ଲାଗିରହିଥିବା ପ୍ରବଳ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି।…

ଜିଆର୍‌ପି କନଷ୍ଟେବଳ ସୌମ୍ୟ ହତ୍ୟା ମାମଲା: ପ୍ରମାଣ ଅଭାବରୁ ୬ ଅଭିଯୁକ୍ତଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର,୭।୮: ଚର୍ଚ୍ଚିତ ଜିଆର୍‌ପି (GRP) କନଷ୍ଟେବଳ ସୌମ୍ୟ ରଞ୍ଜନ ମହାପାତ୍ର ହତ୍ୟା ମାମଲାରେ କୋର୍ଟଙ୍କ ପକ୍ଷରୁ ୬ ଅଭିଯୁକ୍ତଙ୍କୁ ଜାମିନ ପ୍ରଦାନ କରାଯାଇଛି। ଏହି ମାମଲାରେ ପୂର୍ବରୁ…

କେଉଁ ଦଳରେ ଯୋଗଦେବେ ହାର୍ଦ୍ଦିକ ପାଣ୍ଡ୍ୟା? କେତେ ମୂଲ୍ୟରେ…ଅଶ୍ୱିନ୍ କଲେ ବଡ଼ ଖୁଲାସା

ଚେନ୍ନାଇ,୭।୮: ଆଇପିଏଲ୍ ୨୦୨୬ ପରଠାରୁ ହାର୍ଦ୍ଦିକ ପାଣ୍ଡ୍ୟା ମୁମ୍ବାଇ ଇଣ୍ଡିଆନ୍ସ ଛାଡ଼ି ଅନ୍ୟ କୌଣସି ଦଳରେ ଯୋଗଦେବା ନେଇ କଳ୍ପନାଜଳ୍ପନା ଜାରି ରହିଛି। କିଛି ଲୋକଙ୍କ ମତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri