Posted inଜାତୀୟ

୨ ଖଲିସ୍ତାନୀ ଆତଙ୍କବାଦୀ ଗିରଫ

ନୂଆଦିଲ୍ଳୀ,୨୯।୧: ଦେଶର ରାଜଧାନୀ ଦିଲ୍ଲୀରୁ ଦୁଇ ଖଲିସ୍ତାନୀ ଆତଙ୍କବାଦୀଙ୍କୁ ଦିଲ୍ଲୀ ପୋଲିସ ଗିରଫ କରିଛି। ଉଭୟ ଖାଲିସ୍ତାନୀ ଆତଙ୍କବାଦୀ ସଂଗଠନ ଶିଖ ଫର ଜଷ୍ଟିସ (ଏସ୍‌ଏଫ୍‌ଜେ)ର ସଦସ୍ୟ ବୋଲି କୁହାଯାଉଛି। ସାଧାରଣତନ୍ତ୍ର ଦିବସ ପୂର୍ବରୁ ସେମାନେ ଦିଲ୍ଲୀର ଅନେକ ଅଞ୍ଚଳରେ କାନ୍ଥରେ ଖଲିସ୍ତାନୀ ବାର୍ତ୍ତା ଲେଖିଥିଲେ।
ଏଥିସହିତ ଦେଶର ଗୁପ୍ତଚର ଏଜେନ୍ସିମାନେ ଖଲିସ୍ତାନୀ ସମର୍ଥକଙ୍କ ସକ୍ରିୟ ଥିବା ସୂଚନା ଦେବା ସହ ଏକ ବଡ ଆକ୍ରମଣ ବିଷୟରେ ଚେତାବନୀ ଦେଇଛନ୍ତି। ସେବେଠାରୁ ସମଗ୍ର ଦିଲ୍ଲୀ ପୋଲିସ ସତର୍କ ମୋଡରେ ଅଛି ଏବଂ ପ୍ରତ୍ୟେକ ପଦକ୍ଷେପ ଉପରେ ନଜର ରଖାଯାଉଛି। ସେପଟେ ପୋଲିସ ଦୁଇ ଅଭିଯୁକ୍ତଙ୍କୁ ଗିରଫ ପଚରାଉଚରା କରୁଛି।
ଉଭୟ ଅଭିଯୁକ୍ତ ଦିଲ୍ଲୀର ବାସିନ୍ଦା ବୋଲି କୁହାଯାଉଛି। ସେଥିମଧ୍ୟରୁ ଜଣେ ଶିଖ ସମ୍ପ୍ରଦାୟର ଅଛନ୍ତି। ସୁରକ୍ଷା ଏଜେନ୍ସି ଅନୁଯାୟୀ ଦେଶର ରାଜଧାନୀ ଦିଲ୍ଲୀରେ ଦେଶବିରୋଧୀ କାର୍ଯ୍ୟକଳାପ ପାଇଁ ଉଭୟଙ୍କୁ ଅର୍ଥ ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

ପରକୀୟା ପ୍ରୀତିକୁ କେନ୍ଦ୍ରକରି ଯୁବକଙ୍କୁ ହତ୍ୟା ଉଦ୍ୟମ: କାତି ଜବତ, ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୧୬|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଉଡ଼ିଆ ଗ୍ରାମରେ ପରକୀୟା ପ୍ରୀତିକୁ କେନ୍ଦ୍ରକରି ଶୁକ୍ରବାର ସନ୍ଧ୍ୟାରେ ଗ୍ରାମର ବଳରାମ ପ୍ରଧାନ(୨୬)ଙ୍କ ବେକକୁ କାତିରେ ଚୋଟ…

ଚେକ୍‌ ଡ୍ୟାମ୍‌ ନିର୍ମାଣକୁ ଚାଷୀଙ୍କ ବିରୋଧ

ଲାଠୋର,୧୬।୫(ଭୁବନେଶର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଟଙ୍କପାଣି ପଞ୍ଚାୟତ ପତ୍ରାପାଲି ଗ୍ରାମ ଏବଂ ବରଗଡ଼ ଜିଲା ପାଇକମାଲ ବ୍ଲକ ଝାରବନ୍ଧ ପଞ୍ଚାୟତ ମେନକାମୁଣ୍ଡା ଗ୍ରାମର ଚାଷୀମାନେ…

ଚିତା ବାଘ ଛାଲ, ଅଫୁଟା ବୋମା,ଅସ୍ତ୍ରଶସ୍ତ୍ର ଜବତ: ତିନି ଗିରଫ

ପାତ୍ରପୁର, ୧୬।୫ (ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅଞ୍ଚଳରେ ପୋଲିସ ଚଢ଼ାଉ କରି ଚିତା ବାଘ ଛାଲ ସହ ଅଫୁଟା ବୋମା ଓ…

ବାହାଘରକୁ ହୋଇଥିଲା ବର୍ଷେ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ: ବାହୁନି ବାହୁନି କାନ୍ଦୁଛି …

ଚାନ୍ଦବାଲି, ୧୬/୦୫ (ଅଶୋକ ପଣ୍ଡା/କିଷାନ )ପାତ୍ର: ସାବିତ୍ରୀ ବ୍ରତ ଦିନ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri