Posted inଜାତୀୟ

ଦିଲ୍ଲୀ ପୋଲିସ କମିଶନରଙ୍କୁ ମିଳିଲା ବଡ଼ କ୍ଷମତା

ନୂଆଦିଲ୍ଲୀ,୨୩ା୭: ଦିଲ୍ଲୀରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି)ର ବିକ୍ଷୋଭ ହିଂସାତ୍ମକ ରୂପ ନେଉଥିବାରୁ କେନ୍ଦ୍ର ସରକାର ଦିଲ୍ଲୀ ପୋଲିସ କମିଶନରଙ୍କୁ ଜାତୀୟ ସୁରକ୍ଷା ଆଇନ (ଏନ୍‌ଏସ୍‌ଏ) ବଳରେ ଅଟକ ରଖିବା କ୍ଷମତା ପ୍ରଦାନ କରିଛନ୍ତି।

ଦିଲ୍ଲୀ କମିଶନର ଅନୁରାଗ କୁମାର ଏନ୍‌ଏସ୍‌ଏ ବଳରେ ଅଟକ କ୍ଷମତାର ଉପଯୋଗ କରିପାରିବେ। ଏନେଇ ବୁଧବାର ପ୍ରକାଶ ପାଇଥିବା ଦିଲ୍ଲୀ ଗେଜେଟ୍‌ରେ ଆନୁଷ୍ଠାନିକ ଭାବେ ଏହା ଘୋଷଣା କରାଯାଇଛି। ଅନୁରାଗ କୁମାରଙ୍କୁ ନିକଟରେ ଦିଲ୍ଲୀ ପୋଲିସ କମିଶନର ଭାବେ ନିଯୁକ୍ତି ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ଅର୍ଣ୍ଣବ ପ୍ରଭାବ, ଉପୁଡ଼ି ପଡ଼ିଲା ଗଛ, ଛିଣ୍ଡିଲା ବିଦ୍ୟୁତ୍‌ ତାର

ଲାଞ୍ଜିଗଡ଼, ୨୯ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକର ବିଭିନ୍ନ ସ୍ଥାନରେ ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଗଛ ପଡି ରାସ୍ତା ଅବରୋଧ ହୋଇଥିବା ବେଳେ ବିଦ୍ୟୁତ…

ତପ୍ତପାଣି ଘାଟିରେ ପ୍ରଳୟଙ୍କରୀ ରୂପ: ପାହାଡ଼ ଧସି ଭାସିଗଲା କଲଭର୍ଟ, ୩୨୬ ନମ୍ବର NHରେ ଗାଡ଼ି ଚଳାଚଳ ଠପ୍

ଦିଗପହଣ୍ଡି, ୨୯।୧୦ (ଅଶେଷ ନାଥ ମିଶ୍ର): ଲଗାଣ ବର୍ଷା ଯୋଗୁ ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିର ବେଲଗଡ଼ ନିକଟରେ ଥିବା ଏକ କଲଭର୍ଟ ପାହାଡ଼ିଆ ପାଣିର ପ୍ରବଳ…

ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ନେଇ ଚାଞ୍ଚଲ୍ୟକର ବୟାନ ଦେଲେ ୟୁସୁଫ ପଠାନ

ନୂଆଦିଲ୍ଲୀ,୨୯।୧୦: ପଶ୍ଚିମବଙ୍ଗର ମୁର୍ସିଦାବାଦରେ ସିଇସି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରି ଏନସିପି ସାଂସଦ ୟୁସୁଫ ପଠାନ କହିଛନ୍ତି ଯେ ଏହି ଦେଶର ଯୁବକ ଏବଂ…

ହସିନା ସରକାରଙ୍କୁ ଗାଦିଚ୍ୟୁତ କରିବାର ଯୋଜନା ଆଗୁଆ ପ୍ରସ୍ତୁତ କରାଯାଇଥିଲା: ୟୁନୁସଙ୍କ ପୂର୍ବତନ ସଚିବ ଦେଲେ ଚମକାଇବା ଭଳି ତଥ୍ୟ

ଢାକା,୨୯।୧୦: ବାଂଲାଦେଶରେ ଛାତ୍ରମାନଙ୍କ ହିଂସାତ୍ମକ ବିକ୍ଷୋଭ ପରେ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା ଢାକା ଛାଡ଼ିବା ପୂର୍ବରୁ, ଦେଶର ଦାୟିତ୍ୱ ମହମ୍ମଦ ୟୁନୁସଙ୍କୁ ହସ୍ତାନ୍ତର କରାଯାଇଥିଲା।…

ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବ: ଫସଲ କ୍ଷତି ଆଶଙ୍କାରେ ଚାଷୀ

ରିଷିଡା,୨୯ା୧୦(ସୁଶାନ୍ତ ମଲ୍ଲିକ)- ବାତ୍ୟା ଅର୍ଣ୍ଣବ ପ୍ରଭାବରେ କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକର ରିଷିଡା ସମେତ ତେରେସିଂହା, ଗଜବାହାଲ, ପୌରକେଲା, ରେଗେଡ଼ା, ରାଜପୁର, ସରଗୁଲମାଲପଡା, ଯୋରାଡ୍ରବରା, ସାପଲହରା, ରିଞ୍ଜା…

‘ଟେଷ୍ଟ କ୍ରିକେଟରେ ଏବେ ବି ବହୁତ କିଛି ପ୍ରମାଣ କରିବାର ଅଛି’ ଯଶପ୍ରୀତ ବୁମରାଙ୍କ ସମ୍ପର୍କରେ ଏମିତି କହିଲେ ପାକିସ୍ତାନ କ୍ରିକେଟର

ନୂଆଦିଲ୍ଲୀ,୨୯।୧୦: ଯେତେବେଳେ ଜସପ୍ରୀତ ବୁମରାଙ୍କ ହାତରେ ବଲ ଥାଏ, ସେତେବେଳେ ଶ୍ରେଷ୍ଠ ବ୍ୟାଟରମାନଙ୍କ ପାଇଁ ମଧ୍ୟ ରନ ସଂଗ୍ରହ କରିବା କଷ୍ଟକର ହୋଇପଡ଼େ। ନିଜର ଦମଦାର ବୋଲିଂ…

ବାତ୍ୟାରେ ଉଜୁଡିଗଲା ମକା ଫସଲ

ବରଗଡ଼,୨୯।୧୦(ପ୍ରେମାନନ୍ଦ ଖମାରୀ): ବାତ୍ୟା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ବଢ଼ାଇ ଦେଇଛି। ବାତ୍ୟା ପ୍ରଭାବରେ ଧାନ ସମେତ ଅଣଧାନ ଫସଲ ମଧ୍ୟ ବ୍ୟାପକ ଭାବେ ପ୍ରଭାବିତ ହୋଇଛି।…

ଋଷିକୁଲ୍ୟାର କରାଳ ରୂପ: ବାହ୍ୟଜଗତରୁ ବିଚ୍ଛିନ୍ନ ପୁରୁଷୋତ୍ତମପୁର, ବୁଡ଼ିଲା ସରକାରୀ କାର୍ଯ୍ୟାଳୟ-ବଜାରଘାଟ, ରିଲିଫ୍ ଅପେକ୍ଷାରେ…

ପୁରୁଷୋତ୍ତମପୁର, ଅକ୍ଟୋବର ୨୯ (ସବିତା ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକରେ ବନ୍ୟା ଏକ ଭୟବହ ରୂପ ନେଇଛି। ତିନି ଦିନର ଲଗାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?