Posted inଜାତୀୟ

ହିଂସା ମାମଲାକୁ ନେଇ କୃଷକ ନେତାଙ୍କୁ ନୋଟିସ ଜାରି କଲା ଦିଲ୍ଲୀ ପୋଲିସ!

ନୂଆଦିଲ୍ଲୀ,୨୯ ।୧: ରାଜଧାନୀ ଦିଲ୍ଲୀରେ ୨୬ ଜାନୁୟାରୀରେ ହୋଇଥିବା ହିଂସା ମାମଲାକୁ ନେଇ ଦିଲ୍ଲୀ ପୋଲିସ କ୍ରାଇମବ୍ରାଞ୍ଚ ପ୍ରାୟ ୧୨ ଜଣ କୃଷକ ନେତାଙ୍କୁ ନୋଟିସ ଜାରି କରି ଶୁକ୍ରବାର କ୍ରାଇମ ବ୍ରାଞ୍ଚ କାର୍ଯ୍ୟାଳୟ ଡାକିଥିବା ଜଣାପଡିଛି । ତେବେ ଦିଲ୍ଲୀ ପୋଲିସର ନୋଟିସକୁ ନେଇ କୃଷକ ନେତାଙ୍କର କୌଣସି ପ୍ରତିକ୍ରିୟା ଏପର୍ଯ୍ୟନ୍ତ ମିଳି ପାରି ନାହିଁ । ମିଳିଥିବା ସୂନଚାରୁ ଜଣାପଡିଛି କି ୨୬ ଜାନୁୟାରୀରେ ଦିଲ୍ଲୀରେ ଯେଉଁ ହିଂସାର ବାତାବରଣ ସୃଷ୍ଟି ହୋଇଥିଲା ସେ ସମ୍ପର୍କରେ କୃଷକ ନେତାଙ୍କୁ ପଚରା ଉଚରା କରିବ । କୃଷକ ନେତା ରାକେଶ ଟିକୈତ, ବୁଟା ସିଂ ବୁର୍ଜଗିଲ, ଦର୍ଶନ ପାଲ ସିଂ, ସମସେର ପନ୍ଧେର ଓ ସତନାମ ପନ୍ନୁଙ୍କ ସମେତ ୧୨ ଜଣ ନେତାଙ୍କୁ ଯାଞ୍ଚରେ ସାମିଲ କରିବାକୁ ନୋଟିସ ଜାରି କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

ଟଙ୍କା ହେରଫେର, ପୂର୍ବତନ ସମିତି ସମ୍ପାଦକ ଗିରଫ

ହାଟଡିହୀ,୩୦।୭(ଶୁଭକାନ୍ତ ନାୟକ): ଟଙ୍କା ହେରଫେର ଅଭିଯୋଗରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସଢା ସେବା ସମବାୟ ସମିତିର ପୂର୍ବତନ ସମ୍ପାଦକ ଦୀନବନ୍ଧୁ ଜେନାଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri