Posted inଜାତୀୟ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜ୍‌ରିଓ୍ବାଲଙ୍କ ଘରେ କ୍ରାଇମ୍‌ବ୍ରାଞ୍ଚର ଟିମ୍‌

ନୂଆଦିଲ୍ଲୀ,୨।୨: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଏଏପି ମୁଖ୍ୟ ଅରବିନ୍ଦ କେଜ୍‌ରିୱାଲଙ୍କ ଅଡ଼ୁଆ ବଢ଼ିଛି। ଶୁକ୍ରବାର ଅପରାହ୍ନରେ ତାଙ୍କ ବାସଭବନରେ ଦିଲ୍ଲୀ ପୋଲିସର କ୍ରାଇମବ୍ରାଞ୍ଚ ଟିମ ପହଞ୍ଚି ଥିଲା। ଭାଜପା ଏଏପିର କିଛି ବିଧାୟକଙ୍କୁ କିଣିବାର ଚେଷ୍ଟା କରୁଥିବା ଅଭିଯୋଗର ତଦନ୍ତ କ୍ରାଇମବ୍ରାଞ୍ଚ ଆରମ୍ଭ କରିଛି। ତେଣୁ ଟିମ ପକ୍ଷରୁ ଆଜି କେଜ୍‌ରିୱାଲଙ୍କୁ ଏ ସମ୍ପର୍କରେ ନୋଟିସ କରାଯାଇଛି। ନୋଟିସ ଦେବାକୁ କ୍ରାଇମବ୍ରାଞ୍ଚର ଟିମ କେଜ୍‌ରିୱାଲଙ୍କ ବାସଭବନରେ ପହଞ୍ଚିଥିବା ଜଣାପଡ଼ିଛି।

ଗତ ସପ୍ତାହରେ ଦିଲ୍ଲୀର ମନ୍ତ୍ରୀ ଆତିଶୀ ଖବରଦାତା ସମ୍ମିଳନୀ କରି ଆପର ୭ ଜଣ ବିଧାୟକଙ୍କୁ ଭାଜପା ୨୫ କୋଟି ଟଙ୍କା ଲେଖାଏ ଲାଞ୍ଚ ଦେଇ ଦଳ ଛାଡ଼ିବାକୁ ପ୍ରସ୍ତାବ ଦେଇଥିବା ଦାବି କରିଥିଲେ। ଏଥିସହ ଭାଜପା କେଜ୍‌ରିୱାଲ ସରକାରଙ୍କୁ ଭାଙ୍ଗିବାକୁ ଚେଷ୍ଟା କରୁଛି ବୋଲି କହିଥିଲେ। ଏବେ ଦିଲ୍ଲୀ ପୋଲିସ ପ୍ରମାଣ ଦେବାକୁ କହିଥିବା କୁହାଯାଉଛି। ହେଲେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କ୍ରାଇମବ୍ରାଞ୍ଚର ଅଧିକାରୀ ନୋଟିସ୍‌ ନଦେଇ ଚାଲିଯାଇଥିବା କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନପତ୍ର ଦାଖଲ କଲେ ରାହୁଲ

ଲକ୍ଷ୍ନୌ,୩ା୫: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶୁକ୍ରବାର ରାଏବରେଲି ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ସମୟରେ ମା’ ସୋନିଆ ଗାନ୍ଧୀ, ଭଉଣୀ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ଭବିଷ୍ୟବାଣୀ: ଏତିକି କେତେ ଆସନରେ ଜିତିବ କଂଗ୍ରେସ

କୋଲକାତା,୩।୫: ପଶ୍ଚିମବଙ୍ଗର ବଦ୍ଧମାନ-ଦୁର୍ଗାପୁରରେ ଏକ ସାଧାରଣ ସଭାରେ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଯଦି ମୋଦି...

କହୁଥିଲେ ଡର ନାହିଁ କି ପଳାୟନ କର ନାହିଁ, ଏବେ ଡରିଯାଇ ଓ୍ବାୟନାଡରୁ ରାଏବରେଲି ଯାଉଛନ୍ତି

ନୂଆଦିଲ୍ଲୀ,୩।୫: ହିମାଚଳ ପ୍ରଦେଶର ଧର୍ମଶାଳାରେ କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ରାଏବରେଲି ଲୋକ ସଭା ଆସନରୁ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ପ୍ରାର୍ଥୀତ୍ୱକୁ ନେଇ ଟାର୍ଗେଟ...

ହେମନ୍ତ ସୋରେନଙ୍କୁ ହାଇକୋର୍ଟରୁ ଲାଗିଲା ବଡ ଝଟ୍‌କା

ରାଞ୍ଚି,୩।୫: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଝାଡ଼ଖଣ୍ଡ ହାଇକୋର୍ଟରୁ ଏକ ବଡ଼ ଝଟ୍‌କା ଲାଗିଛି। ହେମନ୍ତ ସୋରେନଙ୍କ ଗିରଫଦାରୀକୁ ଚ୍ୟାଲେଞ୍ଜ କରି ଏହି ଆବେଦନକୁ...

ରାହୁଲ ରାଏବରେଲିରୁ ପ୍ରାର୍ଥୀ ହେବା ପରେ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ସୋନିଆ ଗାନ୍ଧୀଙ୍କ ନାଁ ନ ନେଇ ବର୍ଷିଛନ୍ତି। ରାଏବରେଲିରୁ ରାହୁଲ ଗାନ୍ଧୀଙ୍କ...

‘ମୁଁ ମଉଜ କରିବାକୁ ଜନ୍ମ ହୋଇନାହିଁ’

ନୂଆଦିଲ୍ଲୀ,୩ା୫: ଲୋକ ସଭା ନିର୍ବାଚନ-୨୦୨୪ ପାଇଁ  ୭ ମେ’ରେ ତୃତୀୟ ପର୍ଯ୍ୟାୟରେ ଭୋଟ୍‌ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ନିର୍ବାଚନ ପ୍ରଚାର ଜୋର୍‌ଦାର ହୋଇଛି। ଏହି...

କୋଭିଶିଲ୍ଡ ଟିକା ନେବାରୁ ଯାଇଥିଲା ଝିଅର ଜୀବନ, ଆଷ୍ଟ୍ରା ଜେନେକା ବିରୋଧରେ ମାମଲା କରିବାକୁ ପ୍ରସ୍ତୁତ ହେଉଛନ୍ତି ପିତା

ନୂଆଦିଲ୍ଲୀ,୩।୫: କୋଭିଶିଲ୍ଡ ଟିକା ନେବାରୁ ଜଣେ ଝିଅର ଜୀବନ ଯିବାରୁ ଏବେ ତାଙ୍କର ମାତାପିତା ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ (ଏସଆଇଆଇ) ଏବଂ ବ୍ରିଟିଶ ଫାର୍ମା...

‘ରାଏବରେଲିରୁ ହାରିବେ ରାହୁଲ’

ନୂଆଦିଲ୍ଲୀ,୩।୫: ଉତ୍ତରପ୍ରଦେଶର ରାଏବରେଲି ଲୋକ ସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ କଂଗ୍ରେସ ଘୋଷଣା କରିଛି। ଶେଷ ମୁହୂର୍ତ୍ତରେ ଦଳ ନିଷ୍ପତ୍ତି ନେଇଛି ଯେ ରାହୁଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri