Posted inଜାତୀୟ

ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ରାଜଧାନୀରେ ବଢିଲା ସୁରକ୍ଷା ବ୍ୟବସ୍ଥା

ନୂଆଦିଲ୍ଲୀ,୧୦।୧୦: ମଧ୍ୟ ପୂର୍ବରେ ଇସ୍ରାଏଲ ଏବଂ ପାଲେଷ୍ଟାଇନ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ଧ୍ୟାନରେ ରଖି ଦିଲ୍ଲୀ ପୋଲିସ ଇସ୍ରାଏଲ ଦୂତାବାସ ଚାରିପାଖରେ ସୁରକ୍ଷାକୁ କଡାକଡି କରିଛି। ମଙ୍ଗଳବାର ଜଣେ ଅଧିକାରୀ ଏହି ସୂଚନା ଦେଇଛନ୍ତି। ଏହି ଅଧିକାରୀ କହିଛନ୍ତି ଯେ ଇସ୍ରାଏଲ-ହମାସ ବିବାଦକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ ଇସ୍ରାଏଲ ଦୂତାବାସ ଏବଂ ଚାବଡ ହାଉସ ଚାରିପାଖରେ ସୁରକ୍ଷା ବୃଦ୍ଧି କରିଛି।
ଏଥିସହ ସେ କହିଛନ୍ତି ଯେ ନୂଆଦିଲ୍ଲୀରେ ଇସ୍ରାଏଲ ଦୂତାବାସ ଏବଂ କେନ୍ଦ୍ରୀୟ ଦିଲ୍ଲୀର ଚାନ୍ଦନୀ ଚୌକରେ ଥିବା ଚାବଡ ହାଉସରେ ନିୟୋଜିତ ସ୍ଥାନୀୟ ପୋଲିସକୁ କଡା ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଇସ୍ରାଏଲ ଦୂତାବାସ ଏବଂ ଭାରତରେ ଇସ୍ରାଏଲ ରାଷ୍ଟ୍ରଦୂତ ନୋର ଗିଲୋଙ୍କ ସରକାରୀ ବାସଭବନ ବାହାରେ ଅତିରିକ୍ତ ପୋଲିସ ନିୟୋଜିତ କରାଯାଇଛି। ଏହା ବ୍ୟତୀତ ନୂଆଦିଲ୍ଲୀର ପହରଗଞ୍ଜ ଅଞ୍ଚଳରେ ଥିବା ୟିହୁଦୀ ଧାର୍ମିକ ସ୍ଥାନ ଚାବଡ ହାଉସ ନିକଟରେ ସୁରକ୍ଷା ମଧ୍ୟ ବୃଦ୍ଧି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ନାବାଳିକଙ୍କ ହେଲା ପ୍ରସବ ବେଦନା: ମେଡିକାଲ ନେବାରୁ…

ଫୁଲବାଣୀ,୨୬ା୬(ରାକେଶ କୁମାର ରାଉତ):କନ୍ଧମାଳ ଜିଲା ଟିକାବାଲି ବ୍ଲକ ଅଞ୍ଚଳରେ ଜଣେ ନାବାଳିକା କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି I ୧୭ ବର୍ଷୀୟା ଏହି ନାବାଳିକା ଜଣକ ଭୁବନେଶ୍ୱର…

ଷ୍ଟାଣ୍ଡିଙ୍ଗ କମିଟି ଗଠନ କଲେ ବାଚସ୍ପତି: କେଉଁ ନେତାଙ୍କୁ କି ଦାୟିତ୍ୱ ମିଳିଲା, ଦେଖନ୍ତୁ ଲିଷ୍ଟ…

ଭୁବନେଶ୍ୱର,୨୬।୬: ବିଧାନସଭା ଷ୍ଟାଣ୍ଡିଙ୍ଗ କମିଟି ଓ ପିଏସି କମିଟି ଗଠନ କଲେ ବାଚସ୍ପତି। ୩୫ରୁ ଅଧିକ ପିଏସି କମିଟି ଓ ୧୦ଟି ଷ୍ଟାଣ୍ଡିଂ କମିଟି ଗଠନ କରାଯାଇଛି।…

ମା’ଙ୍କୁ କାଠଫାଳିଆରେ ପିଟିପିଟି ଲହୁଲୁହାଣ କଲେ ପୁଅ: ଆଉ ତା’ପରେ ଘଟିଲା…

ଉଦଳା,୨୬।୬(ସନ୍ତୋଷ କୁମାର ବାଛିନି): ଜନ୍ମ କଲା ପୁଅ ସାଜିଲା ଅମଣିଷ। ଅତି ନିର୍ମମ ଭାବେ ମା’ଙ୍କୁ ବାଡେଇ ଲହୁଲୁହାଣ କଲେ ପୁଅ। ନିଶା ଖାଇ ଆସି କାଠ…

ସୁନା ଦର ବୃଦ୍ଧିରୁ ‘ଫିଫା ଟ୍ରଫି’ ମୂଲ୍ୟ ୨ ଗୁଣରୁ ଅଧିକ

ନୂଆଦିଲ୍ଲୀ,୨୬।୬(ପି.ଟି.): ବିଶ୍ୱ ବଜାରରେ ସୁନା ଦରର ପ୍ରବଳ ବୃଦ୍ଧି ଯୋଗୁ ଫିଫା ବିଶ୍ୱକପ୍‌ ଟ୍ରଫିର ଧାତବ ବଜାର ମୂଲ୍ୟରେ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି । ଆର୍ଥିକ…

କବାଟ ବନ୍ଦ କରି ମିଶ୍ରଣ: ସୁଜାତା ପାଣ୍ଡିଆନ୍‌ ବିଜେଡିରେ ମିଶିବା ପଛରେ ଅଛି…

ଭୁବନେଶ୍ୱର,୨୬ା୬(ସୁନିତ୍‌ ମିଶ୍ର):ଶଙ୍ଖ ଭବନ ଅଡିଟୋରିୟମ ଭିତରେ ଖୁବ୍‌ କମ୍‌ ଲୋକଙ୍କୁ ନେଇ ଏକ କବାଟ ବନ୍ଦ ମିଶ୍ରଣ ପର୍ବ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଗୁରୁବାର…

ଧର୍ମେନ୍ଦ୍ର ପ୍ରଧାନକୁ ଜନ୍ମଦିନ ଉପହାର ପଠାଇଲେ ଅଭିଜିତ୍ ଦୀପକେ, ପ୍ଲିଜ ଆପଣ…

ନୂଆଦିଲ୍ଲୀ, ୨୬।୬: ‘କକ୍ରୋଚ୍ ଜନତା ପାର୍ଟି’ ଲଗାତାର ଷଷ୍ଠ ଦିନ ପାଇଁ ପେପର୍ ଲିକ୍ ପ୍ରସଙ୍ଗକୁ ନେଇ ପ୍ରତିବାଦ ଜାରି ରଖିଛି । CJP ପ୍ରତିଷ୍ଠାତା ଅଭିଜିତ୍…

ପାପ କରିନ୍ତି ଧର୍ମେନ୍ଦ୍ର ପ୍ରଧାନ, ଇସ୍ତଫା ଦିଅନ୍ତୁ: ଖେରା

ଭୁବନେଶ୍ୱର,୨୬।୬(ରବିନାରାୟଣ ଜେନା):ସାଧାରଣ ପରୀକ୍ଷା କିଭଳି କରାଯାଏ ତାହା ଜଣା ନ ଥିବା ଲୋକ ଛାତ୍ରୀଛାତ୍ରଙ୍କୁ ପରୀକ୍ଷା ଜ୍ଞାନ ବାଣ୍ଟୁଛନ୍ତି। ପୁଣି ଯାହାଙ୍କ ଡିଗ୍ରୀ ଉପରେ ପ୍ରଶ୍ନବାଚୀ ଚି଼ହ୍ନ…

ମୁହଁ ଖୋଲିଲେ ସିୟା ଅଗ୍ରଓ୍ବାଲ୍‌ଙ୍କ ପିତା: ଯଦି ମୋ ଝିଅ କେତନଙ୍କୁ ମାରିଛି ତେବେ…

ପୁଣେ,୨୬।୬: ମହାରାଷ୍ଟ୍ରର ପୁଣେରେ ବ୍ୟବସାୟୀ କେତନ ଅଗ୍ରୱାଲଙ୍କ ମୃତ୍ୟୁ ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ଏହି ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ପ୍ରେମିକା ସିୟା ଗୋୟଲ ଏବଂ ତାଙ୍କ ପ୍ରେମିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri