Posted inଜାତୀୟ

ଶ୍ରଦ୍ଧାଙ୍କ ମୁଣ୍ଡକୁ ପୋଖରୀରେ ପକାଇଛନ୍ତି ଅଭିଯୁକ୍ତ ଅଫ୍‌ତାବ!

ନୂଆଦିଲ୍ଲୀ,୨୦।୧୧: ଶ୍ରଦ୍ଧା ୱାଲ୍‌କର ହତ୍ୟା ମାମଲାର ଯାଞ୍ଚ କରୁଥିବା ଦିଲ୍ଲୀ ପୋଲିସ ଅଭିଯୁକ୍ତ ଅଫ୍‌ତାବ ପୁନାୱାଲାଙ୍କୁ ପଚରାଉଚରା ବେଳେ କିଛି ଗୁରୁତ୍ୱପୂର୍ଣ୍ଣ ତଥ୍ୟ ହାସଲ କରିଛି। ରବିବାର ଦକ୍ଷିଣ ଦିଲ୍ଲୀର ମଇଦାନ ଗଢିରେ ଅବସ୍ଥିତ ଏକ ପୋଖରୀକୁ ପୋଲିସ ଶୁଖାଉଛି। ଅଫ୍‌ତାବ ଶ୍ରଦ୍ଧାଙ୍କ ମୁଣ୍ଡକୁ ଏହି ପୋଖରୀରେ ପକାଇ ଦେଇଥିବା କୁହାଯାଉଛି। ମ୍ୟୁନିସିପାଲିଟି କର୍ପୋରେସନ ଟିମ ଘଟଣାସ୍ଥଳରେ ପହଞ୍ଚି ପୋଖରୀର ଜଳ ନିଷ୍କାସନ ପ୍ରକ୍ରିୟାରେ ନିୟୋଜିତ ଅଛନ୍ତି।
ଏହାପୂର୍ବରୁ ମେହରୁଲି ଜଙ୍ଗଲରେ ପୋଲିସର ସର୍ଚ୍ଚ ଅପରେଶନ୍‌ ଜାରି ରଖିଥିଲା। ଜଙ୍ଗଲରୁ ମିଳିଥିବା ଏକ ଏକ ଲମ୍ବା ହାଡ଼, ଯାହା ଶ୍ରଦ୍ଧାଙ୍କ ଜଙ୍ଘର ହାଡ଼ ବା ଫେରମ ବୋନ୍‌ ହୋଇଥିବା ପୋଲିସ କହିଛି। ଛତରପୁର ଅଞ୍ଚଳକୁ ଲାଗିଥିବା ମେହରୁଲି ଜଙ୍ଗଲରୁ ହାତ ହାଡ଼, ପାଟେଲା (ନି କ୍ୟାପ୍‌) ପୋଲିସ ଜବତ କରିଛି। ମିଳିଥିବା ହାଡ଼ରେ କଟା ଦାଗ ଦେଖିବାକୁ ମିଳିଛି, ଯାହାକୁ ଏକ ବଡ଼ ଧାରୁଆ ଅସ୍ତ୍ରରେ ଖଣ୍ଡ ଖଣ୍ଡ କରାଯାଇଥିବା ପୋଲିସ ସନ୍ଦେହ କରୁଛି। ହାଡ଼ ସବୁ ଶ୍ରଦ୍ଧାଙ୍କ କି ନୁହେଁ ତାହା ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନ ଥିବାବେଳେ ଫୋରେନ୍ସିକ୍‌ ଟେଷ୍ଟ ପରେ ହାଡ଼ର ଚିହ୍ନଟ ସମ୍ଭବ ବୋଲି ପୋଲିସ ଉଚ୍ଚାଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଦେଖା ଚାପ

ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ରାକେଶ ମେହେଟ୍ଟାଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ। କିନ୍ତୁ ଜଣେ ପ୍ରତିଷ୍ଠିତ ପୂର୍ବତନ ସରକାରୀ ଅଧିକାରୀ ଏଭଳି ଏକ ଚରମ ପଦକ୍ଷେପ…

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

BRICSରେ ସାମିଲ ହେବାକୁ ବାଡେଇଛାଟି ହେଉଛି ପାକିସ୍ତାନ: ବାଟ ଓଗାଳିଛି ଭାରତ!

ନୂଆଦିଲ୍ଲୀ,୧୨।୯: BRICSରେ ସାମିଲ ହେବା ପାଇଁ ଦୀର୍ଘଦିନ ଧରି ପାକିସ୍ତାନ ଉଦ୍ୟମ କରିଆସୁଛି। ୨୦୨୩ରେ ଇସଲାମାବାଦ ଏହି ଗୋଷ୍ଠୀର ସଦସ୍ୟତା ପାଇଁ ଔପଚାରିକ ଭାବେ ଆବେଦନ କରିଥିଲା।…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

ସେପ୍ଟେମ୍ବର ୧୭ ପରେ ଏହି ୨ ରାଶିର ଭାଗ୍ୟ ଚମକାଇବେ ସୂର୍ଯ୍ୟ: ଚାକିରିରେ ପଦୋନ୍ନତି ସହ ହେବେ ମାଲାମାଲ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ନେତୃତ୍ୱ, ପଦ-ପ୍ରତିଷ୍ଠା ଓ କ୍ୟାରିୟରର ପ୍ରମୁଖ କାରକ ବୋଲି ମନେ କରାଯାଏ। ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନର ପ୍ରଭାବ ଅନେକ ରାଶିର…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

ଏବେ ଅଭିଜିତ ଦୀପକେଙ୍କ ମିଶି କ’ଣ କରିବାକୁ ଯାଉଛନ୍ତି ସୋନମ ୱାଙ୍ଗଚୁକ? କଲେ ବଡ଼ ଘୋଷଣା, ସେପ୍ଟେମ୍ବର ୧୯…

ନୂଆଦିଲ୍ଲୀ,୧୨।୯: ଲଦାଖରେ ସେପ୍ଟେମ୍ବର ୧୯ରୁ ହେବାକୁ ଥିବା ସୋନମ ୱାଙ୍ଗଚୁକଙ୍କ ପଦଯାତ୍ରାକୁ ନେଇ ଏବେ ପ୍ରତିକ୍ରିୟା ଆସିଛି। ସୋନମ ୱାଙ୍ଗଚୁକ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଭିଡିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?