Posted inଜାତୀୟ

ଅଗଷ୍ଟ ୧୫ ପୂର୍ବରୁ ଦିଲ୍ଲୀରେ ସୁରକ୍ଷା ବ୍ୟବସ୍ଥା କଡାକଡି: ପୋଲିସ ଜାରି କଲା ୬ ମୋଷ୍ଟୱାଣ୍ଟେଡ ଆତଙ୍କବାଦୀଙ୍କ ପୋଷ୍ଟର

ନୂଆଦିଲ୍ଲୀ,୭ ।୮: ସ୍ୱାଧିନତା ଦିବସକୁ ନେଇ ଦିଲ୍ଲୀରୁ କଶ୍ମୀର ପର୍ଯ୍ୟନ୍ତ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ଦିଲ୍ଲୀର ଲାଲ କିଲା ନିକଟରେ ବହୁ ସଂଖ୍ୟାରେ ସୁରକ୍ଷାକର୍ମୀଙ୍କୁ ମୁତୟନ କରାଯାଇଛି । ଗୁରୁତ୍ୱପୂର୍ଣ୍ଣ କଥା ହେଲା ଦିଲ୍ଲୀ ପୋଲିସ ଲାଲକିଲା ନିକଟରେ ମୋଷ୍ଟୱାଣ୍ଟେଡ ଆତଙ୍କବାଦୀଙ୍କ ପୋଷ୍ଟର ଲଗାଇଛି । ଉକ୍ତ ପୋଷ୍ଟରରେ ୬ ଆତଙ୍କବାଦୀଙ୍କ ଫଟୋ ରହିଛି । ଯେଉଁଥିରେ ସେମାନଙ୍କ ନାମ, ଠିକଣା ଲେଖାଯାଇଛି । ଏହା ସହ ଦିଲ୍ଲୀ ପୋଲିସ କହିଛି କେହି ଏମାନଙ୍କ ସନ୍ଧାନ ପାଇଲେ ତୁରନ୍ତ ପୋଲିସକୁ ଜଣାନ୍ତୁ । ପୋଲିସ ଦାବି କରିଛି କି ଏମାନେ ସମସ୍ତେ ଆତଙ୍କବାଦୀ ସଙ୍ଗଠନ ଅଲକାଏଦାର ହୋଇଥିବା ବେଳେ ସ୍ୱାଧିନତା ଦିବସରେ ଆକ୍ରମଣ ଯୋଜନା ସହ ସମ୍ପୃକ୍ତ । ଏମାନେ କେବଳ ଦିଲ୍ଲୀ ନୁହେଁ ସାରା ଦେଶରେ ଆତଙ୍କବାଦୀ କାର୍ଯ୍ୟକଳାପ ଯୋଜନା କରୁଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

ଘର ବାରିପଟେ କ୍ରିକେଟ ଖେଳୁଥିଲେ, ଆକାଶରୁ ଖସିଲା ମୃତ୍ୟୁ; ବଜ୍ରପାତରେ ଚାଲିଗଲା ୧୭ ବର୍ଷୀୟ…

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଅନ୍ତର୍ଗତ ଦଶିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆକସ୍ମିକ ବଜ୍ରପାତ କାରଣରୁ…

ଭାଜପା ଶାସିତ ରାଜ୍ୟର ସବୁ କୋଇଲା ବିଦ୍ୟୁତ ଟେଣ୍ଡର ହାତେଇଲା ଆଦାନୀ ଗ୍ରୁପ; ୨୫ ବର୍ଷରେ କମାଇବ ୧୩.୨୭ ଲକ୍ଷ କୋଟି

ନୂଆଦିଲ୍ଲୀ,୧୬।୬: ୨୦୨୪ରୁ ଭାରତ ସରକାର ଦୀର୍ଘକାଳୀନ କୋଇଲା ବିଦ୍ୟୁତ କ୍ରୟ ଚୁକ୍ତି (PPA) ପୁଣି ଆରମ୍ଭ କରିବା ପରେ, ଆଦାନୀ ଗ୍ରୁପ ଏକ ବଡ଼ ବ୍ୟବସାୟିକ ସଫଳତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri