Posted inଜାତୀୟ

ଦିଲ୍ଲୀରେ ସ୍ଥାନେ ସ୍ଥାନେ ଲଗାଯାଇଛି ଆତଙ୍କବାଦୀଙ୍କ ପୋଷ୍ଟର

ନୂଆଦିଲ୍ଲୀ,୨୫।୧: ରାଜଧାନୀର କନଟ ଅଞ୍ଚଳରେ ହନୁମାନ ମନ୍ଦିର ପାଖରେ ୪ ସନ୍ଦିଗ୍ଧ ଆତଙ୍କବାଦୀଙ୍କ ପୋଷ୍ଟର ମଙ୍ଗଳବାର ଲଗାଯାଇଛି। ଦିଲ୍ଲୀ ପୋଲିସ ପକ୍ଷରୁ ଲଗାଯାଇଥିବା ୪ଟି ପୋଷ୍ଟରରେ ୪ ସନ୍ଦିଗ୍ଧଙ୍କ ସମ୍ପର୍କରେ ଉଲ୍ଲେଖ କରାଯାଇଛି। ସେମାନେ ସୁନ୍ନି ଇସ୍ଲାମିଷ୍ଟ ଆତଙ୍କବାଦୀ ଗୋଷ୍ଠୀ ଅଲ-କାଏଦା ସହ ଲିଙ୍କ୍‌ରେ ଅଛନ୍ତି।

ସେହି ୪ ସନ୍ଦିଗ୍ଧଙ୍କ ସମ୍ପର୍କରେ ଯେ କୌଣସି ସୂଚନା ଦେଲେ ପୁରସ୍କୃତ କରାଯିବ। ସୂଚନା ଦେଇଥିବା ବ୍ୟକ୍ତିଙ୍କର ନାମ ଓ ଠିକଣା ସମ୍ପୂର୍ଣ୍ଣ ଗୋପନ ରଖାଯିବ ବୋଲି ଦିଲ୍ଲୀ ପୋଲିସ ପକ୍ଷରୁ କୁହାଯାଇଛି।

ଦିଲ୍ଲୀ ପୋଲିସ ପକ୍ଷରୁ ସୋମବାର ୩୦ଟି ଭିନ୍ନ ଭିନ୍ନ ସ୍ଥାନରେ ଫେସିଆଲ ରେକଗନାଇଜେଶନ ସିଷ୍ଟମ (ଏଫ୍‌ଆର୍‌ଏସ୍‌) ଏବଂ ସିସିଟିଭି କ୍ୟାମେରା ଲଗାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ୍‌ ଯିବା ପୂର୍ବରୁ ଚିଦାମ୍ବରମ୍‌ଙ୍କୁ ଘାରିଲା ଭାରତର ଅର୍ଥନୀତି ଚିନ୍ତା

ନୂଆଦିଲ୍ଲୀ,୬।୯: ଆଇଏନଏକ୍ସ ମିଡିଆ ମାମଲାରେ ଗିରଫ ଚିଦାମ୍ବରମଙ୍କୁ ଶେଷରେ କୋର୍ଟ ତିହାର ଜେଲକୁ ପଠାଇ ଦେଇଛନ୍ତି। ସେ ଦୀର୍ଘ ୧୪ ଦିନ କାଳ ଅର୍ଥାତ ସେପ୍ଟେମ୍ବର...

ପ୍ରଧାନମନ୍ତ୍ରୀ ମଣିପୁର ଆସିବାକୁ ଶର୍ମିଲାଙ୍କ ଅପିଲ୍‌

ଇମ୍ଫାଲ, ୭।୫: ମଣିପୁରରେ ହିଂସା ଜାରି ରହିଥିବାବେଳେ ଶାନ୍ତି ରକ୍ଷା ପାଇଁ ଧର୍ମମତ ନିର୍ବିଶେଷରେ ସବୁ ମହିଳା ଆଗେଇ ଆସିବାକୁ ସିଭିଲ ରାଇଟ୍ସ କର୍ମୀ ଇରୋମ...

ଆହୁରି ମହଙ୍ଗା ହେଲା ସୁନା ଦର

ନୂଆଦିଲ୍ଲୀ,୨୪।୨: ଆହୁରି ମହଙ୍ଗା ହେଲା ସୁନା ଓ ରୂପା। ଭାରତରେ ୧୦ ଗ୍ରାମ ପିଛା ସୁନା ଦର ପାଖାପାଖି ୧୪୦୦ ଟଙ୍କା ବଢିିଛି। ସେପଟେ ଏକ...

ରାମ ମନ୍ଦିର ଉପରେ ଆତଙ୍କବାଦୀ ଆକ୍ରମଣ ଯୋଜନା…ଜୈଶ-ଏ-ମହମ୍ମଦ ରଚିଛି ପ୍ଲାନ

ନୂଆଦିଲ୍ଲୀ,୧୬ ।୧: ଗଣତନ୍ତ୍ର ଦିବସ ଅବସରରେ ଦେଶର ରାଜଧାନୀ ଦିଲୀ ସମେତ କିଛି ବଡ ବଡ ସହର ଉପରେ ନଜର ରଖିଛନ୍ତି ଆତଙ୍କବାଦୀ । ଇଣ୍ଟଲିଜେନ୍ସ...

୩୦ ଜାନୁୟାରୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲ୍‌ ବନ୍ଦ…

ଲକ୍ଷ୍ନୌ, ୨୨।୧ : ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଉତ୍ତରପ୍ରଦେଶରେ ୩୦ ଜାନୁୟାରୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲ୍‌ ବନ୍ଦ ରଖିବାକୁ ରାଜ୍ୟ ସରକାର ଘୋଷଣା...

ସତ କହି ନାହାନ୍ତି ରାହୁଲ: ଉପରାଷ୍ଟ୍ରପତି…

ନୂଆଦିଲ୍ଲୀ,୧୧।୩ : ଗଣତାନ୍ତ୍ରିକ ମୂଲ୍ୟବୋଧକୁ ଗୁରୁତ୍ୱ ଦେଇ ଉପରାଷ୍ଟ୍ରପତି ଜଗଦୀପ ଧନକର ଶନିବାର କହିଛନ୍ତି ଯେ ଗଣତନ୍ତ୍ରର ମନ୍ଦିରର ସମ୍ମାନ ହ୍ରାସ କରିବାକୁ ଅନୁମତି ଦିଆଯାଇପାରିବ...

ଦେଶରେ ଗତ ୨୪ ଘଣ୍ଟାରେ ୧,୦୩୫ ନୂଆ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ,୧୧।୪: ଦେଶରେ ଦ୍ରୁତ ଗତିରେ ବଢି ଚାଲିଛି କରୋନା ସଂକ୍ରମିତ ଓ ମୃତକଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ୧,୦୩୫ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ...

ପାଣି ପାଇଁ ସ୍କୁଲ, ହୋଟେଲ ବନ୍ଦ ହେବା ମିଥ୍ୟା ଖବର: ପଲାନିସ୍ବାମୀ

ଚେନ୍ନାଇ,୨୧।୬: ତାମିଲନାଡୁରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ସହ ଉତ୍କଟ ଜଳ ସମସ୍ୟା ଦେଖାଦେଇଛି। ହେଲେ ପାଣି ପାଇଁ ସ୍କୁଲ ଓ ହୋଟେଲ ବନ୍ଦ ହେବା ଖବର...

Advertisement
Archives

Model This Week