Posted inଜାତୀୟ

ଦିଲ୍ଲୀରେ ସ୍ଥାନେ ସ୍ଥାନେ ଲଗାଯାଇଛି ଆତଙ୍କବାଦୀଙ୍କ ପୋଷ୍ଟର

ନୂଆଦିଲ୍ଲୀ,୨୫।୧: ରାଜଧାନୀର କନଟ ଅଞ୍ଚଳରେ ହନୁମାନ ମନ୍ଦିର ପାଖରେ ୪ ସନ୍ଦିଗ୍ଧ ଆତଙ୍କବାଦୀଙ୍କ ପୋଷ୍ଟର ମଙ୍ଗଳବାର ଲଗାଯାଇଛି। ଦିଲ୍ଲୀ ପୋଲିସ ପକ୍ଷରୁ ଲଗାଯାଇଥିବା ୪ଟି ପୋଷ୍ଟରରେ ୪ ସନ୍ଦିଗ୍ଧଙ୍କ ସମ୍ପର୍କରେ ଉଲ୍ଲେଖ କରାଯାଇଛି। ସେମାନେ ସୁନ୍ନି ଇସ୍ଲାମିଷ୍ଟ ଆତଙ୍କବାଦୀ ଗୋଷ୍ଠୀ ଅଲ-କାଏଦା ସହ ଲିଙ୍କ୍‌ରେ ଅଛନ୍ତି।

ସେହି ୪ ସନ୍ଦିଗ୍ଧଙ୍କ ସମ୍ପର୍କରେ ଯେ କୌଣସି ସୂଚନା ଦେଲେ ପୁରସ୍କୃତ କରାଯିବ। ସୂଚନା ଦେଇଥିବା ବ୍ୟକ୍ତିଙ୍କର ନାମ ଓ ଠିକଣା ସମ୍ପୂର୍ଣ୍ଣ ଗୋପନ ରଖାଯିବ ବୋଲି ଦିଲ୍ଲୀ ପୋଲିସ ପକ୍ଷରୁ କୁହାଯାଇଛି।

ଦିଲ୍ଲୀ ପୋଲିସ ପକ୍ଷରୁ ସୋମବାର ୩୦ଟି ଭିନ୍ନ ଭିନ୍ନ ସ୍ଥାନରେ ଫେସିଆଲ ରେକଗନାଇଜେଶନ ସିଷ୍ଟମ (ଏଫ୍‌ଆର୍‌ଏସ୍‌) ଏବଂ ସିସିଟିଭି କ୍ୟାମେରା ଲଗାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅମ୍ଫନ୍‌ ମୁକାବିଲା: କୋଲକାତା ବିମାନ ବନ୍ଦରରେ ଉଡ଼ାଣ ବନ୍ଦ

କୋଲକାତା,୨୦।୫: ମହାବାତ୍ୟା ଅମ୍ଫନ୍‌ ଅପରାହ୍ନ ଅବା ସନ୍ଧ୍ୟାରେ ପଶ୍ଚିମବଙ୍ଗର ଦିଘା ଏବଂ ବାଂଲାଦେଶର ହାତିଆ ଦ୍ୱୀପ ମଧ୍ୟବର୍ତ୍ତୀ ଅଞ୍ଚଳରେ ସ୍ଥଳଭାଗକୁ ଛୁଇଁବ। ସୁରକ୍ଷା ଦୃଷ୍ଟିରୁ କୋଲକାତା...

ରାଜ୍ୟପାଳ ପୁରସ୍କାରପ୍ରାପ୍ତ ପ୍ରଧାନ ଶିକ୍ଷକ କଶ୍ମୀରକୁ କହିଲେ ନାଗାଲାଣ୍ଡର ରାଜଧାନୀ !

ଲକ୍ଷ୍ନୌ,୨୮।୧୧: ଉତ୍ତରପ୍ରଦେଶରେ ରାଜ୍ୟପାଳ ପୁରସ୍କାରପ୍ରାପ୍ତ ଜଣେ ପ୍ରଧାନ ଶିକ୍ଷକ କଶ୍ମୀରକୁ ନାଗାଲାଣ୍ଡ ରାଜଧାନୀ କହି ହଟହଟା ହୋଇଛନ୍ତି। ପ୍ରତାପଗଡ଼ର ଡିଏମ୍‌ ମାର୍କେଣ୍ଡେୟ ଶାହି ସ୍ଥାନୀୟ କୁଣ୍ଡା...

ମାନ୍ଦାବସ୍ଥାକୁ ଆର୍‌ବିଆଇ ବୁଷ୍ଟର

ମୁମ୍ବାଇ,୧୮।୪: କୋଭିଡ୍‌-୧୯ ଯୋଗୁ ବଜାରରେ ଉପୁଜିଥିବା ମାନ୍ଦାବସ୍ଥା ଲଢ଼େଇ ଲାଗି ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଆଗେଇ ଆସିଛି। ଏଥିଲାଗି କେନ୍ଦ୍ରୀୟ ବ୍ୟାଙ୍କ ପକ୍ଷରୁ ଅତିରିକ୍ତ ପଦକ୍ଷେପ...

ଦିନେ ବଢିଲେ, ଦିନେ କମୁଛି

ନୂଆଦିଲ୍ଲୀ,୮।୧୦: ଦେଶରେ କରୋନା ସଂକ୍ରମିତଙ୍କ ସଖ୍ୟର ଦିନେ ବଢିଲେ ଦିନେ କମୁଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ...

୩ ଭଉଣୀଙ୍କୁ କାମୁଡ଼ିଲା ସାପ, ରାତି ସାରା ଚାଲିଲା ଝଡ଼ାଫୁଙ୍କା; ଆଉ ସକାଳେ…

ରାଞ୍ଚି, ୨୦।୧୦: ଝାଡ଼ଖଣ୍ଡର ସିମଡେଗାଠାରେ ସାପ କାମୁଡ଼ିବା ପରେ ଅନ୍ଧବିଶ୍ୱାସ ହେତୁ ୩ ଭଉଣୀଙ୍କ ଜୀବନ ଚାଲିଯାଇଛି। ରାତିରେ ଚଟାଣରେ ଶୋଇଥିବାବେଳେ ୩ ଭଉଣୀଙ୍କୁ ସାପ...

ବ୍ୟାଙ୍କରୁ ଟଙ୍କା ଉଠାଇବାକୁ ପହଞ୍ଚି ଗଲେ ମୃତବ୍ୟକ୍ତି, ଚକିତ ହେଲେ କର୍ମଚାରୀ; ଆଉ ତା’ ପରେ..

ପାଟଣା: କେବେ ଆପଣ ଶୁଣିଛନ୍ତି ଅଥବା ଦେଖିଛନ୍ତି କି ମୃତଦେହ(ଶବ) ଟଙ୍କା ଉଠାଇବା ପାଇଁ ବ୍ୟାଙ୍କରେ ପହଞ୍ଚିଛି। ହୁଏତ ନା। କିନ୍ତୁ ଏପରି ଏକ ସତ୍ୟ...

ମହାରାଷ୍ଟ୍ର ମନ୍ତ୍ରିମଣ୍ଡଳରେ ବିଭାଗ ବଣ୍ଟନ: ଏନ୍‌ସିପିକୁ ମିଳିଲା ଅର୍ଥ ଓ ଗୃହ

ମୁମ୍ବାଇ,୫।୧ପି.ଟି.): ମହାରାଷ୍ଟ୍ର ମନ୍ତ୍ରିମଣ୍ଡଳର ବିଭାଗ ବଣ୍ଟନ କରାଯାଇଛି। ଏହି ତାଲିକା ଶନିବାର ସନ୍ଧ୍ୟାରେ ରାଜ୍ୟପାଳ ଭଗତ୍‌ ସିଂ କୋଶିୟାରୀଙ୍କ ନିକଟକୁ ପଠାଯାଇଥିବା ଏନ୍‌ସିପି ନେତା ତଥା...

ଲୋକ ସଭାରେ ଏମିତି କହିଲେ ଶାହା, ସମସ୍ତେ ହସିଲେ

ନୂଆଦିଲ୍ଲୀ,୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଲୋକ ସଭାରେ ଏକ ମଜାଳିଆ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ଲୋକ ସଭାରେ ତୃଣମୂଳ କଂଗ୍ରେସ ଏମ୍‌ପି...

Advertisement
Archives

Model This Week