Posted inଜାତୀୟ

ଭିସ୍ତାରା ବିମାନକୁ ବୋମାରେ ଉଡାଇ ଦେବାକୁ ମିଳିଲା ଧମକ

ନୂଆଦିଲ୍ଲୀ,୧୮।୮: ଭିସ୍ତାରା ବିମାନକୁ ବୋମାରେ ଉଡାଇ ଦେବାକୁ ଧମକ ମିଳିବା ପରେ ଦିଲ୍ଲୀ ବିମାନବନ୍ଦରରେ ଉତ୍ତେଜନା ଦେଖାଦେଇଛି। ଶୁକ୍ରବାର ଦିଲ୍ଲୀ-ପୁଣେ ବିମାନକୁ ବୋମା ଧମକ ଦିଆଯାଇଛି। ବିମାନ ପହଞ୍ଚିବା ମାତ୍ରେ ଏଥିରେ କୌଣସି ବୋମା ଅଛି କି ନାହିଁ ତଦନ୍ତ ଆରମ୍ଭ ହୋଇଥିଲା। ସମସ୍ତ ଯାତ୍ରୀଙ୍କୁ ବିମାନରୁ ସୁରକ୍ଷିତ ଭାବେ ଓହ୍ଲାଯାଇଛି।

ବିମାନବନ୍ଦରର ଆଇସୋଲେଶନ ବେ’ରେ ବିମାନର ଯାଞ୍ଚ ଚାଲିଛି। ସମସ୍ତ ଯାତ୍ରୀ ସେମାନଙ୍କ ସାମଗ୍ରୀ ସହିତ ସୁରକ୍ଷିତ ଭାବେ ଅବତରଣ କରିଛନ୍ତି। ଜିଏମଆର କଲ ସେଣ୍ଟର ଶୁକ୍ରବାର ସକାଳ ୮.୫୩ରେ ବିମାନରେ ଏକ ବୋମା ଥିବା ବିଷୟରେ କଲ ପାଇଥିଲା। ବିମାନର ଭିତର ଓ ବାହାରେ ପୁଙ୍ଖାନୁପୁଙ୍ଖ ଯାଞ୍ଚ କରାଯାଇଛି, କିନ୍ତୁ କୌଣସିି ବିସ୍ଫୋରକ କିମ୍ବା ସନ୍ଦେହଜନକ ଜିନିଷ ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି କିମ୍‌ ଯଙ୍ଗ୍‌ ଉନ୍‌ ବିଜୟୀ

ପୋଙ୍ଗୟାଙ୍ଗ୍‌ ,୧୯ା୩: ଉତ୍ତର କୋରିଆ ଶାସକ କିମ୍‌ ଯଙ୍ଗ୍‌ ଉନ୍‌ ଜାତୀୟ ନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି। ୧୫ତମ ସୁପ୍ରିମ ପିପୁଲ୍ସ ଆସେମ୍ବ୍ଲି ପାଇଁ ଗତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଘୋଷଣା ହେଲା ତାରିଖ ଏବଂ ସ୍ଥାନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୩: ରାଜ୍ୟଗୋଷ୍ଠୀ କ୍ରୀଡ଼ାର ୮ମ ସଂସ୍କରଣ ୨୦୨୭ ଅକ୍ଟୋବର ୨୯ରୁ ନଭେମ୍ବର ୪ ମାଲ୍‌ଟା ଓ ଗୋଜୋରେ ହେବ। ଉଦ୍‌ଘାଟନୀ ଉତ୍ସବ ଅକ୍ଟୋବର ୨୯ରେ ଏହାପଛକୁ ଅକ୍ଟୋବର…

ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’…

IPL 2026 ପୂର୍ବରୁ CSKକୁ ବଡ଼ ଝଟ୍‌କା, ପୁରା ସିଜନ୍‌ରୁ ବାଦ୍‌ ପଡ଼ିଲେ ଘାତକ ବୋଲର୍‌…

ନୂଆଦିଲ୍ଲୀ,୧୯।୩: ଗତ ସିଜନର ଖରାପ ପ୍ରଦର୍ଶନକୁ ପଛରେ ପକାଇ ଆଇପିଏଲ୍‌ ୨୦୨୬ରେ ନୂଆ ଆଶା ଓ ଉତ୍ସାହ ସହ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଥିବା ଚେନ୍ନାଇ ସୁପର…

କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା, ମଣ୍ଡିରେ ଭିଜିଲା ଧାନ

ମାଥିଲ,୧୯।୩(ସୁବାଷ ଚନ୍ଦ୍ର ଖୁଡୁପିଆ) ମାଲକାନଗିରି ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ପବନ ସାଙ୍ଗକୁ କୁଆପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ବର୍ଷା ଯୋଗୁ ମାଲକାନଗିରି ଜିଲା…

ଭତ୍ତା ନେବାକୁ ଆସିଥିଲେ ଲୋକେ, ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଆଉ ତା’ ପରେ…

ଦିଗପହଣ୍ଡି,୧୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଜକର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଅପରାହ୍ନରେ ମହୁମାଛି ଆକ୍ରମଣରେ ୪ ଜଣ ଆହତ…

ଦୁଇ ବସ୍‌ ମୁହାଁମୁହିଁ, ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ…

ମୋହନା,୧୯ା୩(ମନ୍ମଥ ମିଶ୍ର): ଘରୋଇ ଯାତ୍ରୀବାହୀ ବସ୍‌ ସହ ମୁଖ୍ୟମନ୍ତ୍ରୀ ବସ୍‌ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୪ ଜଣ ଆହତ ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ…

ଓଡ଼ିଶାର ଏହି ଜିଲାରେ ରହିଛି ହୀରାଖଣି, ସୂଚନା ଦେଇ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୯ା୩: ଓଡ଼ିଶାରେ ମିଳିଛି ହୀରାଖଣିର ସନ୍ଧାନ। ତେବେ ରାଜ୍ୟର ନୂଆପଡ଼ା ଜିଲାରେ ଏହି ଖଣିର ସନ୍ଧାନ ମିଳିଛି। ନୂଆପଡ଼ାର କାଲମିଦାଦରଠାରେ ହୀରା ପଥର ଚିହ୍ନଟ କରାଯାଇଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri