Posted inଜାତୀୟ

୨୦୧୮ ପରେ ସବୁଠୁ ବଡ଼ ଝଡ଼: ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି

ନୂଆଦିଲ୍ଲୀ,୩୧।୫: ଦିଲ୍ଲୀରେ ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ସୋମବାର ୨ଜଣଙ୍କ ମୃତଦେହ ଉଦ୍ଧାର ହୋଇଥିବା ବେଳେ ମଙ୍ଗଳବାର ଆଉଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ଫଳରେ ମୃତ୍ୟୁ ସଂଖ୍ୟା ତିନିକୁ ବୃଦ୍ଧି ପାଇଛି। ଅନ୍ୟପକ୍ଷେ କିଛି ଲୋକ ଆହତ ହୋଇଥିବା ଜଣାପଡିଛି। ୨୦୧୮ ପରେ ଦିଲ୍ଲୀରେ ଏହା ସବୁଠୁ ବଡ଼ ଝଡ଼ ବୋଲି ପାଣିପାଗ ବିଭାଗ କହିଛି।
a
ଦିଲ୍ଲୀ ଜାମା ମସଜିଦ ଅଞ୍ଚଳରେ ଜଣେ ୫୦ ବର୍ଷୀୟ ବ୍ୟକ୍ତି ବାଲକୋନିରୁ ଖସିପଡ଼ି ପ୍ରାଣ ହରାଇ ଥିବା ବେଳେ ଉତ୍ତର ଦିଲ୍ଲୀରେ ଜଣେ ୬୫ ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେହିପରି ପଶ୍ଚିମ ଦିଲ୍ଲୀରୁ ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି।

ଝଡ଼ ତୋଫାନରେ ପ୍ରାୟ ୩୦୦ରୁ ଊର୍ଦ୍ଧ୍ୱ ଗଛ ଉପୁଡ଼ି ବିଭିନ୍ନ ଅଞ୍ଚଳରେ ଟ୍ରାଫିକ ଜାମ୍‌ ସୃଷ୍ଟି ହୋଇଛି। ଏପରି କିି ଦିଲ୍ଲୀର ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ୍‌ ସରବରାହ ବାଧାପ୍ରାପ୍ତ ହୋଇଛି। ଝଡ଼ବର୍ଷା ସମୟରେ ପବନର ଘଣ୍ଟାପ୍ରତି ବେଗ ୧୦୦ କି.ମି ରହିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ବାୟୋଟେକ୍‌ରେ ସେନା ଛାଉଣୀ…

ହାଇଦ୍ରାବାଦ୍‌,୯।୬: କରୋନା ମହାମାରୀ ଭୂତାଣୁ ବିରୋଧରେ ଭାକ୍ସିନ୍‌ ପ୍ରସ୍ତୁତ କରିଥିବା ଭାରତ ବାୟୋଟେକ୍‌ର ହାଇଦ୍ରାବାଦ୍‌ ସ୍ଥିତ କ୍ୟାମ୍ପସ୍‌ ଏବେ କେନ୍ଦ୍ରୀୟ ସୁରକ୍ଷାକର୍ମୀଙ୍କ ଛାଉଣୀରେ ପରିଣତ ହୋଇଛି।...

ବୈଷୟିକ ଶିକ୍ଷାରେ ଛାତ୍ରୀଙ୍କ ସଂଖ୍ୟା ବୃଦ୍ଧି ଭାରତର ପ୍ରଗତିକୁ ଗତିଶୀଳ କରାଇବ

ଚଣ୍ଡିଗଡ଼,୧୦।୧୦(ପି.ଟି.): ଦେଶର ବିକାଶକୁ ତ୍ୱରାନ୍ବିତ କରିବାକୁ ହେଲେ ଅଧିକରୁ ଅଧିକ ଛାତ୍ରୀ ବୈଷୟିକ ଶିକ୍ଷାନୁଷ୍ଠାନରେ ନାମଲେଖାଇବା ଆବଶ୍ୟକ ବୋଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି। ରବିବାର...

ନିର୍ଭୟା ମାମଲା: ଫାଶୀରୁ ବଞ୍ଚିବାକୁ ଦ୍ୱିତୀୟଥର କ୍ଷମା ଆବେଦନ କଲେ ଅକ୍ଷୟ

ନୂଆଦିଲ୍ଲୀ,୯।୨: ନିର୍ଭୟା ଗଣବଳାତ୍କାର ମାମଲାର ୪ ଦୋଷୀଙ୍କୁ ଆସନ୍ତା ମାର୍ଚ୍ଚ ୩ ସକାଳ ୬ଟାରେ ଫାଶୀ ଦେବାକୁ ନେଇ ତୃତୀୟ ଥର ଲାଗି ଡେଥ୍‌ ଓ୍ବାରେଣ୍ଟ...

ମୋଦି ଦେଉଛନ୍ତି ୧୫ ଲକ୍ଷ: ଏମିତି ମେସେଜ୍‌ ଦେଖି ପୋଷ୍ଟ ଅଫିସ ସାମ୍ନାରେ ଲାଗିଲା ଲମ୍ବା ଲାଇନ୍‌

ନୂଆଦିଲ୍ଲୀ,୧।୮: ସୋସିଆଲ ମିଡିଆରେ ଭାଇରାଲ ହେଲା ଏକ ମେସେଜ୍‌। ଯେଉଁଥିରେ ଉଲ୍ଲେଖ ଥିଲା ମୋଦି ୧୫ ଲକ୍ଷ ଟଙ୍କା ପଠାଉଛନ୍ତି। ଆଉ ଏହାକୁ ଦେଖିବା ପରେ...

ଗୁପ୍ତଚର କାର୍ଯ୍ୟ ଲାଗି କଡ଼ା ଆଭିମୁଖ୍ୟ: ପାକିସ୍ତାନ ଦୂତାବାସରୁ ୫୦% କର୍ମଚାରୀ କମାଇବାକୁ କହିଲା ଭାରତ

ନୂଆଦିଲ୍ଲୀ,୨୩।୬: ପାକିସ୍ତାନ ପ୍ରତି କଡ଼ା ଆଭିମୁଖ୍ୟ ଗ୍ରହଣ କଲା ଭାରତ। ନିକଟରେ ଗୁପ୍ତଚର କାର୍ଯ୍ୟ ପାଇଁ ୨ ପାକ୍‌ ଦୂତାବାସ କର୍ମଚାରୀଙ୍କୁ ସ୍ବଦେଶ ପଠାଯାଇଥିଲା। ଏବେ...

ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଯୋଗୀ: ବିଧାନସଭା ନିର୍ବାଚନ-କ୍ୟାବିନେଟ ସମ୍ପ୍ରସାରଣକୁ ନେଇ ହୋଇପାରେ ଆଲୋଚନା

ନୂଆଦିଲ୍ଲୀ,୧୧।୬: ଆସନ୍ତା ବର୍ଷ ଉତ୍ତରପ୍ରଦେଶରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଲକ୍ଷ୍ନୌରୁ ଦିଲ୍ଲୀ ପର୍ଯ୍ୟନ୍ତ ସବୁଠି ଏବେ ରାଜନୈତିକ ହଇଚଇ ସୃଷ୍ଟି ହୋଇଛି। ଏଥିପାଇଁ...

ପାଣ୍ଠି ସଂଗ୍ରହ କରୁଥିବା ୧୦୦ରୁ ଅଧିକ ଟିଏମ୍‌ସି ନେତାଙ୍କ ନାମ ଶାହାଙ୍କୁ କହିଲେ ଶୁଭେନ୍ଦୁ…

ନୂଆଦିଲ୍ଲୀ, ୨।୮ : ପଶ୍ଚିମବଙ୍ଗର ବିରୋଧୀ ଦଳର ନେତା ଶୁଭେନ୍ଦୁ ଅଧିକାରୀ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ମଙ୍ଗଳବାର ଭେଟିଛନ୍ତି। ଏହି ସମୟରେ ଶୁଭେନ୍ଦୁ ଅମିତ ଶାହାଙ୍କୁ...

କଶ୍ମୀରରେ ୨୫୦ ଆତଙ୍କବାଦୀ ସକ୍ରିୟ: ୨ ମାସରେ ୧୨ ଅପରେଶନ, ମଲେଣି ୨୫

ଶ୍ରୀନଗର,୨୨ା୨(ପି.ଟି.): କଶ୍ମୀରରେ ଏବେ ବି ଆଙ୍କବାଦୀମାନେ ସକ୍ରିୟ ଅଛନ୍ତି। ତାଲିକାଭୁକ୍ତ ଆତଙ୍କବାଦୀଙ୍କ ସଂଖ୍ୟା କମି ୨୫୦ରେ ପହଞ୍ଚିଛି। ୨୦୨୦ରେ ଅର୍ଥାତ ଗତ ୨ ମାସ ମଧ୍ୟରେ...

Advertisement
Archives

Model This Week