Posted inଜାତୀୟ

ରାଜଧାନୀରେ ଶୀତ ଲହରି ଭିତରେ ରେକର୍ଡ ଭାଙ୍ଗିଲା ଗ୍ରୀଷ୍ମ, ୪ ବର୍ଷ ପରେ ୨୩ ଜାନୁୟାରୀରେ ସର୍ବାଧିକ ତାପମାତ୍ରା

ନୂଆଦିଲ୍ଲୀ,୨୪ ।୧: ଚଳିତ ବର୍ଷର ହାଡଭଙ୍ଗା ଶୀତରେ ସାଧାରଣ ଜୀବନଯାତ୍ରା ବେଶ ପ୍ରଭାବିତ ହୋଇଛି । ଜାନୁୟାରୀର ଶୀତ ମଧ୍ୟରେ ଗରମ ବି ତା’ର ରେକର୍ଡ ଭାଙ୍ଗିଛି । ବିଶ୍ୱାସ ହେଉ ନ ଥିଲେ ବି ଜାନୁୟାରୀ ୨୩ ଅର୍ଥାତ୍ ସୋମବାର ରାଜଧାନୀ ଦିଲ୍ଲୀର ସର୍ବାଧିକ ତାପମାତ୍ରା ଥିଲା ୨୫.୯ ଡିଗ୍ରୀ ସେଲସିୟସ । ଏହା ୪ ବର୍ଷର ପୁରୁଣା ରେକର୍ଡକୁ ଭାଙ୍ଗିଛି । ଗତଥର ୨୧ ଜାନୁୟାରୀ ୨୦୧୯ରେ ଦିଲ୍ଲୀର ସର୍ବାଧିକ ତାପମାତ୍ରା ହୋଇଥିଲା ୨୮.୭ ଡିଗ୍ରୀ ସେଲସିୟସ ।
ଭାରତୀୟ ପାଇପାଗ ବିଭାଗ(ଆଇଏମଡି)ର ସୂଚନା ଅନୁଯାୟୀ, ମଙ୍ଗଳବାର ରାଜଧାନୀର ଆକାଶରେ ବାଦଲ ଦେଖାଯିବା ସହ ହାଲକା ବର୍ଷା ହୋଇପାରେ । ଏହାସହ ମଙ୍ଗଳବାର ପୁଣିଥରେ ତାପମାତ୍ରା ହ୍ରାସ ପାଇପାରେ ବୋଲି ଆଇଏମଡି ଭବିଷ୍ୟବାଣୀ କରିଛି । ବୁଧବାର ଓ ଗୁରୁବାର ବି ଦିଲ୍ଲୀରେ ହାଲକା ବର୍ଷା ହୋଇପାରେ ।


Enter your email to get our daily news in your inbox.

All Right Reserved By Dharitri.Com

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ନେଲେ ବିନୟତୋଷ ମିଶ୍ର, ଆସୁଆସୁ କଲେ ବଡ଼ ଘୋଷଣା…

କଟକ,୧୬।୮: ୧୯୯୩ ବ୍ୟାଚ୍‌ ଆଇପିଏସ୍‌ ଅଫିସର ବିନୟତୋଷ ମିଶ୍ର ରବିବାରେ ଅନ୍ତରୀଣ ପୋଲିସ ଡିଜିପି ଭାବେ କଟକ ସ୍ଥିତ ପୋଲିସ ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟୀତ୍ୱ…

ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟ ସେବାର ସମୀକ୍ଷା କଲେ ସ୍ବାସ୍ଥ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ କହିଲେ…

କୋରାପୁଟ/ଜୟପୁର,୧୬ା୮(ଅମିତାଭ ବେହେରା/ପବନ ପାଣିଗ୍ରାହୀ): କୋରାପୁଟ ଜିଲାର ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ନୂତନ କ୍ରିଟିକାଲ କେୟାର ୟୁନିଟ୍‌ ଉଦ୍‌ଘାଟିତ ହୋଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

କୂଳ ଲଙ୍ଘିଲା ବ୍ରାହ୍ମଣୀ ନଦୀ, ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା

ପଟ୍ଟାମୁଣ୍ଡାଇ,୧୬।୮(କଳ୍ପତରୁ ନାୟକ): ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା । ଏଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ୍ କୁଳସାହି…

ତାତିଲେ ଚାଷୀ, ଜେସିବି ଲଗାଇ କାଟିଦେଲେ ଘାଇ, ପାଣିରେ ବୁଡ଼ିଲା ଶହଶହ ଏକର ଚାଷଜମି

ମହାକାଳପଡ଼ା,୧୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାନଦୀରେ ବନ୍ୟା ଓ ବର୍ଷା ଜଳ ଖରିଫ ଋତୁରେ ଧାନ ଫସଲ ପ୍ରଭାବିତ ହୋଇଛି। ଫଳରେ ୫ ହଜାରରୁ ଅଧିକ ହେକ୍ଟର ଜମିରେ…

କାଲି ଏହି ଜିଲାରେ ସ୍କୁଲ ଛୁଟି, ଜାଣନ୍ତୁ…

କେନ୍ଦୁଝର,୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ ବଙ୍ଗୋପସାଗର…

ସ୍କୁଲ ଛୁଟି ପରେ ମଧ୍ୟାହ୍ନଭୋଜନ ଚାଉଳ ଅଟୋରେ ନେବା ଘଟଣା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷୟିତ୍ରୀ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାର ଝରିଗାଁ ବ୍ଲକ ଅନ୍ତର୍ଗତ ମାଝୀଗୁଡ଼ା ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଗତ ଶୁକ୍ରବାର ବିଦ୍ୟାଳୟ ଛୁଟି ହେବା ପରେ ଏକ ଅଟୋରେ…

ତାରିକ ରହମାନଙ୍କ ଭାରତ ଗସ୍ତ ପୂର୍ବରୁ ବାଂଲାଦେଶ ରଖିଛି ବଡ଼ ସର୍ତ୍ତ

ଢାକା,୧୬।୮: ବାଂଲାଦେଶ ରବିବାର କହିଛି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏବଂ ଢାକା ଦ୍ୱାରା ଚାହୁଁଥିବା ଅନ୍ୟ ପଳାତକଙ୍କୁ ଭାରତ ସରକାର ପ୍ରତ୍ୟାର୍ପଣ ପ୍ରକ୍ରିୟାକୁ ଆଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri