Posted inଜାତୀୟ

୫ ବର୍ଷର ରେକର୍ଡ ଭାଙ୍ଗିଲା ରାଜଧାନୀର ପ୍ରଦୂଷଣ

ନୂଆଦିଲ୍ଲୀ,୬ ।୧୧: ଦୀପାବଳିରେ ନିୟମ ନ ମାନି ବାଣ ଫୁଟାଇବା ପରେ ଏବେ ଦିଲ୍ଲୀ ଓ ଦିଲ୍ଲୀ ଏନ୍‌ସିଆର୍‌ର ବାୟୁ ପ୍ରଦୂଷିତ ହୋଇଯାଇଛି । ଯାହା ୫ ବର୍ଷର ରେକର୍ଡ ଭାଙ୍ଗିଛି । ଏବେ ରାଜଧାନୀରେ ଏୟାର କ୍ୱାଲିଟି ଇଣ୍ଡେକ୍ସ ସବୁ ବର୍ଷଠାରୁ ଅଧିକ ହୋଇଥିବା କୁହାଯାଉଛି । ତେବେ ଶନିବାର ୧୨-୧୫ କିଲୋମିଟର ବେଗରେ ପ୍ରତି ଘଣ୍ଟା ପବନ ବହିବାକୁ ଥିବା ବେଳେ ଏୟାର କ୍ୱାଲିଟିରେ ସାମନ୍ୟ ପରିବର୍ତ୍ତନ ହୋଇପାରେ ବୋଲି ପାଣିପାଗ ବିଶେଷଜ୍ଞମାନେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଯେବେ ପେପର୍‌ ଲିକ୍‌କୁ ନେଇ ଧର୍ମେନ୍ଦ୍ର ନିଜେ ଖାଇଥିଲେ ମାଡ଼; ୨୯ ବର୍ଷ ପରେ ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୩।୭: ନୀଟ୍-ୟୁଜି (NEET-UG) ପ୍ରଶ୍ନପତ୍ର ଲିକ୍ ମାମଲାକୁ ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜିକାଲି ବିରୋଧୀ ଦଳ ଏବଂ ଆନ୍ଦୋଳନରତ ଛାତ୍ରମାନଙ୍କ ନିଶାଣରେ ଅଛନ୍ତି।…

ଆନ୍ଦୋଳନ ଭିତରେ ଆକ୍ସନ ମୋଡକୁ ଆସିଲେ ଧର୍ମେନ୍ଦ୍ର ପ୍ରଧାନ: ନେଲେ ଏହି ପଦକ୍ଷେପ, ଓଡ଼ିଶାର ସାଂସଦଙ୍କ ସହିତ…

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

ଆଦିମାନବରୁ ଆଧୁନିକ ଭାରତୀୟ

ଲୋକଙ୍କୁ ଠିକ୍‌ ଭାବେ ବୁଝିଲେ ଆମେ ସେମାନଙ୍କ ସଂସ୍କୃତିକୁ ଜାଣିିପାରିବା। ଭାରତ ସମ୍ପର୍କରେ ସବିଶେଷ ଜାଣିବାକୁ ହେଲେ ଆମକୁ ଭାରତୀୟଙ୍କ ଜୀବନ ଧାରା, ଭାଷା ତଥା ସଂସ୍କୃତିକୁ…

କିଏ ସେହି ସୋନିଆ ସେହରାୱତ, ଯାହାଙ୍କ ଏକ ଇନଷ୍ଟାଗ୍ରାମ ଷ୍ଟୋରୀ ଉପରେ ହେଲା ହଙ୍ଗାମା, CJPକୁ କହିଲେ…

ନୂଆଦିଲ୍ଲୀ,୨୩।୭: ଦିଲ୍ଲୀରେ ଚାଲିଥିବା କକ୍ରୋଚ ଜନତା ପାର୍ଟି (CJP) ର ବିରୋଧ-ପ୍ରଦର୍ଶନ ମଧ୍ୟରେ ରାପିଡ ଆକ୍ସନ ଫୋର୍ସ (RAF)ର ଜଣେ ଅଧିକାରୀ ସୋନିଆ ସେହରାୱତ ଆଲୋଚନାର ବିଷୟ…

ଛାତ୍ର ଆନ୍ଦୋଳନକୁ ନେଇ ମୁହଁ ଖୋଲିଲେ ସଲମାନ ଖାନ୍‌, ଏମିତି କହିଲେ ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୩।୭: ବଲିଉଡ୍ ସୁପରଷ୍ଟାର୍ ସଲମାନ ଖାନ୍ ଛାତ୍ର ଆନ୍ଦୋଳନକୁ ନେଇ ପ୍ରଥମ ଥର ପାଇଁ ଖୋଲାଖୋଲି ଭାବେ ନିଜର ମତ ରଖିଛନ୍ତି। ସେ ସୋସିଆଲ ମିଡିଆରେ ଲେଖିଛନ୍ତି…

ସ୍ମାର୍ଟ ଓଡ଼ିଶା ହାକାଥନ ୩.୦ କାର୍ଯ୍ୟକ୍ରମ ଉଦ୍‌ଯାପିତ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ); ବରଗଡ଼ ଜିଲାସ୍ତରୀୟ ସ୍ମାର୍ଟ ଓଡ଼ିଶା ହାକାଥନ ୩.୦ କାର୍ଯ୍ୟକ୍ରମ ସୋମବାର ବରଗଡ଼ ବିଜ୍ଞାନ କେନ୍ଦ୍ର ଟୁକୁର୍ଲାରେ ଉଦ୍‌ଯାପିତ ହୋଇଯାଇଛି। ଜିଲା ଶିକ୍ଷା ଅଧିକାରୀ ସରୋଜ…

ଶିକ୍ଷାନୁଷ୍ଠାନ ନିକଟରୁ ମଦ ଦୋକାନ ବନ୍ଦ ନିର୍ଦ୍ଦେଶ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ବୁଧବାର ଷଷ୍ଠ ଜିଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ…

ଚାଷକାର୍ଯ୍ୟ ଆରମ୍ଭରୁ ସାର କଳାବଜାର: ଚାଷୀ ହଟହଟା

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସରୁ ଖରିଫ ଚାଷକାର୍ଯ୍ୟ ଆରମ୍ଭ ହୋଇଛି। ଜମିରେ ଧାନ ବିହୁଡ଼ା, ପହ୍ଲାରୁଆ କାର୍ଯ୍ୟ ଏବେ ଜୋରସୋର୍‌ରେ ଚାଲିଛି। ଅନ୍ୟପଟେ ଚାଷ ଆରମ୍ଭରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri