ଚିନ୍ତା ବଢାଇଲାଣି ରାଜଧାନୀର ସଂକ୍ରମଣ, ୨୪ ଘଣ୍ଟାରେ ୧୦୯୪ ନୂଆ ସଂକ୍ରମିତ, ୨ ମୃତ

ନୂଆଦିଲ୍ଲୀ,୨୪ ।୪: ରାଜଧାନୀରେ ଦ୍ରୁତ ଗତିରେ ବଢି ଚାଲିଥିବା କରୋନା ସଂକ୍ରମଣ ଚିନ୍ତା ବଢାଇଲାଣି । ଗତ ୨୪ ଘଣ୍ଟାରେ ୧୦୯୪ ନୂଆ ସଂକ୍ରମିତ ଚିହ୍ନଟ ହେବା ଏକ ରେକର୍ଡ ବୋଲି କୁହାଯାଉଛି । ଏହାସହ ଗତ ୨୪ ଘଣ୍ଟାରେ କରୋନା ସଂକ୍ରମଣ ଯୋଗୁ ୨ ଜଣଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି । ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଶନିବାର ଜାରି କରାଯାଇଥିବା ଏକ ରିପୋର୍ଟ ଅନୁଯାୟ, ଗତ ପ୍ରାୟ ଅଢେଇ ମାସ ପରେ ହଠାତ୍ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଏବେ ଦିଲ୍ଲୀରେ ସଂକ୍ରମିତଙ୍କ ସଂଖ୍ୟା ୩ ହଜାର ଅତିକ୍ରମ କରିଥିବା ବେଳେ ଗତ ୨୪ ଘଣ୍ଟାରେ ୧୦୯୪ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୧୦ ଫେବୃୟାରୀ ପରେ ଏହା ସବୁଠାରୁ ଅଧିକ । ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ ଶନିବାର ସୁଦ୍ଧା କରୋନା ସଂକ୍ରମଣ ହାର ୪.୮୨ ରହିଛି । ତେବେ ପୂର୍ବ କରୋନା ନିୟମକୁ କଡାକଡି ପାଳନ କରିବା ସହ ମାସ୍କ ପିନ୍ଧିବା ଜରୁରୀ ବୋଲି ସରକାର କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଇଜିପ୍ଟ ରାଷ୍ଟ୍ରପତିଙ୍କ ଗସ୍ତ ବେଳେ ୬ ଚୁକ୍ତି ସ୍ବାକ୍ଷର ହେବ

ନୂଆଦିଲ୍ଲୀ,୨୧।୧: ଆସନ୍ତା ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ରୂପେ ଇଜିପ୍ଟ ରାଷ୍ଟ୍ରପତି ଅବ୍‌ଦେଲ ଫତ୍ତାହ ଏଲ୍‌-ସିସି ଯୋଗଦେବେ। ସେ ଜାନୁୟାରୀ ୨୪ରେ ନୂଆଦିଲ୍ଲୀରେ ପହଞ୍ଚତ୍ବେ। ଭାରତର...

ହାଇଦ୍ରାବାଦ ନିର୍ବାଚନ ଭାଜପା ପାଇଁ କାହିଁକି ଗୁରୁତ୍ୱପୂର୍ଣ୍ଣ

ହାଇଦ୍ରାବାଦ,୪ ।୧୨: ଗ୍ରେଟର ହାଇଦ୍ରାବାଦ ନଗର ନିଗମ(ଜିଏଚ୍‌ଏମ୍‌ସି) ପାଇଁ ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ଦିନ । ନଗରନିଗମ ପାଇଁ ହୋଇଥିବା ନିର୍ବାଚନର ମତ ଗଣନା ଶୁକ୍ରବାର...

‘ମୋ ସପକ୍ଷରେ ଅଧିକାଂଶ ବିଧାୟକ’, କଂଗ୍ରେସ ମୁଖିଆଙ୍କ ଚିନ୍ତା ବଢାଇଲା ସିଦ୍ଦାରାମାୟାଙ୍କ ବୟାନ

ବେଙ୍ଗାଲୁରୁ,୧୫।୫: କର୍ନାଟକ ବିଧାନସଭା ନିର୍ବାଚନରେ କଂଗ୍ରେସର ବିପୁଳ ବିଜୟ ପରେ ଏବେ ମୁଖ୍ୟମନ୍ତ୍ରୀ କିଏ ହେବ ତା’ର ଘୋଷଣା ଖୁବଶୀଘ୍ର କରାଯିବ। କିଛି ଦିନ ହେବ...

୫-ଜି ସ୍ପେକ୍ଟ୍ରମ ନିଲାମୀକୁ ମଞ୍ଜୁରୀ, ଦୀପାବଳି ସୁଦ୍ଧା ସେବା ମିଳିବା ସମ୍ଭାବନା…

ନୂଆଦିଲ୍ଲୀ, ୧୫।୬ : ଦେଶରେ ୫-ଜି ଟେଲିକମ ସେବା ଆରମ୍ଭ କରିବା ନେଇ କେନ୍ଦ୍ର କ୍ୟାବିନେଟ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ୫-ଜି...

ଉଚ୍ଚତା ମାତ୍ର ୨ ଫୁଟ, ୨ ବର୍ଷରେ ୬୦ଟି କାର୍‌ ଚୋରିର ମାଷ୍ଟରମାଇଣ୍ଡ୍‌

ଗାଜିଆବାଦ୍‌,୨୪।୧୦: ଉତ୍ତର ପ୍ରଦେଶର ଗାଜିଆବାଦରେ ପୋଲିସ ଏକ କାର୍‌ ଚୋରି ଗ୍ୟାଙ୍ଗ୍‌କୁ ଧରିଛି। ସେମାନଙ୍କଠାରୁ ୯ଟି କାର୍‌ ଜବତ କରିଛି ପୋଲିସ। ସବୁଠୁ ରୋଚକ କଥା...

ସିଆଚେନ ହସ୍ପିଟାଲକୁ ଉପହାରରେ ମିଳିଲା ଅକ୍ସିଜେନ ପ୍ଲାଣ୍ଟ

ଜମ୍ମୁ,୫।୧୦: ବିଶ୍ୱର ସବୁଠାରୁ ଉଚ୍ଚ ଯୁଦ୍ଧକ୍ଷେତ୍ର ସିଆଚେନ ଗ୍ଲାସିୟରରେ ଭାରତୀୟ ଯବାନ ଜୀବନକୁ ବାଜି ଲଗାଇ ମାତୃଭୂମୀର ରକ୍ଷା କରିଥାଆନ୍ତି। ପ୍ରାୟ ୨୨ହଜାର ଫୁଟ ଉପରେ...

ଲକ୍‌ଡାଉନ ବେଳେ ୫୯୩ ମାମଲାର ଶୁଣାଣି

ନୂଆଦିଲ୍ଲୀ,୨୭ା୪(ପି.ଟି.): ଦେଶବ୍ୟାପୀ ଲକ୍‌ଡାଉନର ଏକମାସ ମଧ୍ୟରେ ସୁପ୍ରିମକୋର୍ଟ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ୫୯୩ ମାମଲାର ଶୁଣାଣି କରିଥିବାବେଳେ ୨୧୫ଟିର ରାୟ ପ୍ରଦାନ କରିଛନ୍ତି। କୋଭିଡ୍‌-୧୯ ସଂକ୍ରମଣକୁ...

ଭାରତୀୟ ଯାତ୍ରୀଙ୍କୁ ଅଷ୍ଟ୍ରେଲିଆ ମନା: ଉଲ୍ଲଂଘନ କଲେ ଜେଲଦଣ୍ଡ-ଜରିମାନା…

ସିଡ୍‌ନୀ,୧।୫: କରୋନା ମହାମାରୀ ସଂକ୍ରମଣ ଯୋଗୁ ଭାରତରେ ଅବସ୍ଥା ଅସମ୍ଭାଳ ହେବାରେ ଲାଗିଛି। ଏପରିସ୍ଥଳେ କେତେକ ଦେଶ ସୁରକ୍ଷା ଦୃଷ୍ଟିରୁ ଭାରତୀୟ ଯାତ୍ରୀଙ୍କ ଉପରେ କଟକଣା...

Advertisement
Archives

Model This Week