Posted inଜାତୀୟ

ସାକେତ କୋର୍ଟ ଗୁଳିକାଣ୍ଡ ଘଟଣାରେ ଏଲଜିଙ୍କୁ ଘେରିଲା ଏଏପି

ନୂଆଦିଲ୍ଲୀ,୨୧।୪: ରାଜଧାନୀ ଦିଲ୍ଲୀର ସାକେତ କୋର୍ଟରେ ଗୁଳି ଚାଳନା ପରେ ଜଣେ ମହିଳା ଆହତ ହାଇଛନ୍ତି। ଏବେ ଏହି ଘଟଣାକୁ ନେଇ ଦିଲ୍ଲୀର ଆମ ଆଦମି ପାର୍ଟି(ଏଏପି) ସରକାର ଉପରାଜ୍ୟପାଳ ଭିକେ ସାକ୍ସେନାଙ୍କୁ ଟାର୍ଗେଟ କରିଛନ୍ତି। ଏହି ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ କହିଛନ୍ତି, ଦିଲ୍ଲୀରେ ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପୂର୍ଣ୍ଣ ଭାବେ ନଷ୍ଟ ହୋଇଯାଇଛି। ଅନ୍ୟ କଥାରେ ମୁଣ୍ଡ ପୁରାଇବା ଓ ହୀନ ରାଜନୀତି କରିବା ବଦଳରେ ସମସ୍ତଙ୍କୁ ନିଜ ନିଜ କାମ ଉପରେ ଧ୍ୟାନ ଦେବା ଭଲ। ଯଦି ସମ୍ଭାଳି ନ ପାରୁଛନ୍ତି ତେବେ ଇସ୍ତଫା ଦେଇ ଦିଅନ୍ତୁ। ଅନ୍ୟ କେହି କରିଦେବେ। ଲୋକଙ୍କ ସୁରକ୍ଷାକୁ ରାମ ଭରସାରେ ଛାଡିଦେବା ଠିକ ନୁହେଁ।
ଅନ୍ୟପଟେ ସାକେତ କୋର୍ଟ ଗୁଳିକାଣ୍ଡ ଘଟଣାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ସୌରଭ ଭରଦ୍ୱାଜ କହିଛନ୍ତି, ଉପରାଜ୍ୟପାଳ ଆସିବା ପରେ ଦିଲ୍ଲୀର ଆଇନ ଶୃଙ୍ଖଳା ପରିସ୍ଥିତି ବେଳକୁ ବେଳ ବିଗିଡିବାରେ ଲାଗିଛି। କୋର୍ଟରେ ଗୁଳି ଫୁଟୁଛି। ପୋଲିସ ୩୬୫ କୋଟି ଭ୍ରଷ୍ଟାଚାରରେ ବୁଡି ଯାଇଛି। ସୂଚନାଯୋଗ୍ୟ, ଶୁକ୍ରବାର ସକାଳେ ଜଣେ ବ୍ୟକ୍ତି ଓକିଲ ପୋଷାକରେ ଆସି ସାକ୍ଷୀ ଦେବାକୁ ଆସିଥିବା ଜଣେ ମହିଳାଙ୍କୁ ଗୁଳି କରିଥିଲେ। ଏହାପରେ ଦିଲ୍ଲୀର ରାଜନୀତି ହୋଇଛି ସରଗରମ।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥା ଘେରରେ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଛାତ୍ରାବାସରୁ ଛାତ୍ର ନିଖୋଜ

ଦାରିଙ୍ଗବାଡି, ୮।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପୁଣି ଆଉ ଏକ ଅଘଟଣ ଘଟିଛି । ଜଣେ ନବମ ଶ୍ରେଣୀ…

ମାର୍ଚ୍ଚ ପୂର୍ବରୁ ବୋତୋସ୍ବାନାରୁ ଆସିବେ ଚିତା

ନୂଆଦିଲ୍ଲୀ,୮|୨(ପି.ଟି.): ବୋତୋସ୍ବାନାରୁ ପ୍ରଥମ ପର୍ଯ୍ୟାୟରେ କେତେକ ଚିତାବାଘ ଚଳିତ ମାସ ଶେଷ ସୁଦ୍ଧା ଭାରତରେ ଆସି ପହଞ୍ଚତ୍ବେ ବୋଲି ଆଶା କରାଯାଉଥିବା କେନ୍ଦ୍ର ପରିବେଶ ମନ୍ତ୍ରୀ ଭୂପେନ୍ଦ୍ର…

T20 World Cup : ପ୍ରଥମ ମ୍ୟାଚ୍‌ରେ ଜବରଦସ୍ତ ଟକ୍କର: ବାଜି ମାରିଲା ଟିମ୍‌ ଇଣ୍ଡିଆ, ୨୯ ରନ୍‌ରେ ହାରିଲା ଆମେରିକା

ମୁମ୍ବାଇ,୭।୨: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତ ପ୍ରଥମ ମ୍ୟାଚ୍‌ରେ ଆମେରିକାକୁ ଭେଟିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

T20 World Cup: ଆରମ୍ଭରୁ ଆଣ୍ଠେଇଲାଣି ଟିମ୍‌ ଇଣ୍ଡିଆ, ବଡ଼ ସ୍କୋର କରିବା ମୁସ୍କିଲ; ବାଜି ମାରି ନେଇପାରେ USA 

ମୁମ୍ବାଇ,୭।୨ଁ: ଆରମ୍ଭ ହୋଇଛି ୨୦୨୬ ଟି୨୦ ବିଶ୍ୱକପ । ଟିମ ଇଣ୍ଡିଆ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ଖେଳୁଛି। ଏଥିରେ ଆମେରିକା…

ଚାଲିଥିଲା ବାର୍ଷିକୋତ୍ସବ: ଅଣଛାତ୍ର ପଶି କଲେଜ ଛାତ୍ରଙ୍କୁ କଲେ ଲହୁଲୁହାଣ

ବଲାଙ୍ଗୀର,୭ା୨(ସୁନିଲ କୁମାର ମହାନ୍ତି): ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ପ୍ରକାଶ ପାଇଛି। ଅଣଛାତ୍ରଙ୍କ ମାଡ଼ରେ ଦୁଇ କଲେଜ ଛାତ୍ର ଗୁରୁତର ହୋଇପଡ଼ିଛନ୍ତି। ବଲାଙ୍ଗୀର ସହର ଉପକଣ୍ଠରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri