Posted inଜାତୀୟ

ପ୍ରଥମ ମହଲାରୁ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଫିଙ୍ଗିଦେଲେ ଶିକ୍ଷୟିତ୍ରୀ

ଦିଲ୍ଲୀ,୧୬।୧୨: ଦିଲ୍ଲୀ ମ୍ୟୁନିସିପାଲିଟି କର୍ପୋରେସନ ଅଧୀନ ମଡେଲ ବସ୍ତିରେ ଥିବା ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର ଏକ ଅଘଟଣ ଘଟିଛି। କାର୍ଯ୍ୟରତ ଶିକ୍ଷୟିତ୍ରୀ ଜଣକ ପ୍ରଥମ ମହଲାରୁ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଫିଙ୍ଗି ଦେଇଥିବା ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ ଛାତ୍ରୀଙ୍କୁ ହିନ୍ଦୁରାଓ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଛାତ୍ରୀଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାପଡିଛି। ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଶିକ୍ଷୟିତ୍ରୀ ଗୀତା ଦେଶଓ୍ବାଲଙ୍କୁ ଗିରଫ କରିଛି। ଏଥିସହ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି। ଶିକ୍ଷୟିତ୍ରୀ ଜଣକ କେଉଁ ପରିସ୍ଥିତିରେ ଛାତ୍ରୀଙ୍କୁ ମାଡ଼ ମାରି ଛାତରୁ ଫିଙ୍ଗିଦେଇଥିଲେ ସେନେଇ ପୋଲିସ ଖୋଳତାଡ କରୁଛି। ସୂଚନାଯୋଗ୍ୟ, ବିଦ୍ୟାଳୟରେ ଆଗରୁ ମଧ୍ୟ କିଛି ଛୋଟ ବଡ଼ ଘଟଣା ଘଟିଥିବା ସ୍ଥାନୀୟ ଲୋକେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୩୦ ସନ୍ଧ୍ୟାରୁ ମୁଖ୍ୟ କେନାଲରେ ପାଣି ଯୋଗାଣ ବନ୍ଦ: ୨ ମାସ ଠପ୍‌ ପଡିବ…

ବରଗଡ଼,୨୫।୪(ପ୍ରେମାନନ୍ଦ ଖମାରୀ): ଆସନ୍ତା ୩୦ ତାରିଖ ସନ୍ଧ୍ୟା ୫ଟାରୁ ବରଗଡ଼ ମୁଖ୍ୟ କେନାଲରେ ପାଣି ଯୋଗାଣ ବନ୍ଦ ରହିବ। ସେହିପରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକୁ ତ୍ୱରାନ୍ବିତ କରିବା…

ରାଘବ ଚଢାଙ୍କ ସମେତ AAP ଛାଡିଥିବା ଏମ୍‌ପିଙ୍କ ଉପରେ ବର୍ଷିଲେ ଭଗବନ୍ତ ମାନ, କହିଲେ ଏମାନେ ପଞ୍ଜାବର ଦେଶଦ୍ରୋହୀ

ନୂଆଦିଲ୍ଲୀ,୨୫।୪: ରାଘବ ଚଢା ଏବଂ ଆମ ଆଦମୀ ପାର୍ଟିର ଅନ୍ୟ ଛଅ ଜଣ ଏମ୍‌ପିଙ୍କ ଭାଜପାରେ ଯୋଗଦାନ ଉପରେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ କଡ଼ା ପ୍ରତିକ୍ରିୟା…

ମେ ୧୧ରୁ ବରଗଡ଼ରେ ରବି ଧାନକିଣା: ଜିଲାର ୧୮୩ ମଣ୍ଡିରେ…

ବରଗଡ଼,୨୫।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଆସନ୍ତା ମେ ୧୧ତାରିଖରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଏଥର ଜିଲାର ୧୮୩ ମଣ୍ଡିରେ ଧାନ କିଣାବିକା ହେବ। ସକାଳ ୬ଟାରୁ…

ଜମି ବିବାଦକୁ ନେଇ ଶ୍ୱଶୁର-ଜ୍ୱାଇଁଙ୍କୁ ହତ୍ୟା! ଟ୍ରେନ ଭିତରେ ମାରିଫିଙ୍ଗିଦେଲେ ଥିବା ସନ୍ଦେହ

କେସିଙ୍ଗା,୨୫।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କିକିଆ ଗ୍ରାମର ଜଣେ ବ୍ୟକ୍ତି ନିଜ ଶ୍ୱଶୁରଙ୍କୁ ବିଶାଖାପାଟଣା ଚିକିତ୍ସା ପାଇଁ ଯାଇଥିଲେ। ଚିକିତ୍ସା ପରେ ନିଜ…

ରବିଧାନ ସଂଗ୍ରହ ବୈଠକରେ ଖରିଫ୍‌ ତାତି: ଚାଷୀ ଆନ୍ଦୋଳନ ଭୟରେ ପୋଲିସ ଛାଉଣି

ବରଗଡ଼,୨୫।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାର ଅନେକ ଚାଷୀ ବିଭାଗୀୟ ଅବହେଳା ଯୋଗୁ ଏପର୍ଯ୍ୟନ୍ତ ଗତବର୍ଷ ଖରିଫ୍‌ରେ ଧାନ ବିକ୍ରି କରି ପାରିନାହାନ୍ତି। ଧାନବିକ୍ରି ଦାବିରେ ଜିଲାର ଭେଡ଼େନ ବ୍ଲକ…

ମଣିପୁରରେ ସାନି ହିଂସା: ୩ ମୃତ

ଇମ୍ଫାଲ୍‌,୨୫ା୪: ମଣିପୁରର ଉଖ୍ରୁଲ୍‌ ଜିଲାରେ ଶୁକ୍ରବାର ନାଗା ଓ କୁକି ସମ୍ପ୍ରଦାୟ ୨ ସଶସ୍ତ୍ର ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ଅନୂ୍ୟନ ୩ ଜଣଙ୍କ ମୃତ୍ୟୁ ହେବା…

ଇରାନ-ଆମେରିକା ଆଲୋଚନା ଖୁବ୍‌ଶୀଘ୍ର: ପାକିସ୍ତାନ ଗସ୍ତରେ …

ଇସ୍‌ଲାମାବାଦ,୨୫ା୪ : ଆମେରିକା ସହ ଦ୍ୱିତୀୟ ପର୍ଯ୍ୟାୟ ଶାନ୍ତି ଆଲୋଚନାରେ ଭାଗ ନେବା ପାଇଁ ଇରାନ ବହିର୍ବ୍ୟାପାର ମନ୍ତ୍ରୀ ଅବ୍ବାସ ଅରାଘଚିଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ…

ପାଣିଟାଙ୍କି ନିର୍ମାଣକୁ ବର୍ଷେ ପୂରିଲା, କାର୍ଯ୍ୟକ୍ଷମ ହେଉନି: ପାନୀୟଜଳ ଯୋଗାଣ ନେଇ ବିଡିଓଙ୍କ ଦ୍ୱାରସ୍ଥ ଗ୍ରାମବାସୀ

ଲାଞ୍ଜିଗଡ଼,୨୫।୪(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ତଳକାଳିମା ଗାଁରେ ପାନୀୟ ଜଳ ସମସ୍ୟା ଲାଗି ରହିଛି। ପାନୀୟଜଳ ଯୋଗାଇବାକୁ ନେଇ ଗ୍ରାମବାସୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri