Posted inଜାତୀୟ

୧୭ରୁ ଖୋଲିବ ଦିଲ୍ଲୀ ବିଶ୍ୱବିଦ୍ୟାଳୟ

ନୂଆଦିଲ୍ଲୀ,୯।୨: ଆସନ୍ତା ଫେବୃୟାରୀ ୧୭ରେ ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଖୋଲିବ ବୋଲି ପ୍ରଫେସର ରଜନୀ ଆବି ବଧବାର ସୂଚନା ଦେଇଛନ୍ତିି। ଫିଜିକାଲ କ୍ଲାସ୍‌ କିଭଳି ହେବ ଏବଂ ଶ୍ରେଣୀ ଗୃହରେ ଛାତ୍ରୀଛାତ୍ର କରୋନା ପ୍ରୋଟୋକଲ ମାନି କିପରି ପରୀକ୍ଷା ଦେବେ ସେ ବିଷୟରେ ଶୀଘ୍ର ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ସେ କହିଛନ୍ତି।
ଦିଲ୍ଲୀ ବିଶ୍ୱବିଦ୍ୟାଳୟ କୁଳପତି ଯୋଗେଶ ସିଂ ଏହା ପୂର୍ବରୁ କହିଥିଲେ ଯେ, ବିଶ୍ୱବିଦ୍ୟାଳୟ କିଛି ଦିନ ମଧ୍ୟରେ ଖୋଲିବ ଏ ନେଇ ପ୍ରସ୍ତୁତ ଆରମ୍ଭ କରିବୁ। ଯଦି ଦିଲ୍ଲୀ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ ଶତପ୍ରତିଶତ ବସିବା କ୍ଷମତାକୁ ଅନୁମତି ଦିଏ, ତେବେ ବିଶ୍ୱବିଦ୍ୟାଳୟ ପକ୍ଷରୁ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ସେ କହିଥିଲେ। ବିଶ୍ୱବିଦ୍ୟାଳୟର ଅଧିକାଂଶ ଛାତ୍ରୀଛାତ୍ର ବାହାର ରାଜ୍ୟର ହୋଇଥିବାରୁ କ୍ୟାମ୍ପସକୁ ଫେରିବା ନେଇ ତାଙ୍କୁ ୧୦ ଦିନ ସମୟ ଦେବୁ ବୋଲି ଭିସି କହିଥିଲେ।
ବହୁ ସଂଖ୍ୟକ ଛାତ୍ରୀଛାତ୍ର ପୂର୍ବରୁ କ୍ୟାମ୍ପସ ଖୋଲିବାକୁ ଦାବି କରି ଦିଲ୍ଲୀ ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟାଳୟ ବାହାରେ ଏକ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଜାତୀୟ ରାଜଧାନୀରେ ଥିବା ବିଦ୍ୟାଳୟଗୁଡ଼ିକ, ଉଚ୍ଚଶିକ୍ଷା ପ୍ରତିଷ୍ଠାନ ଏବଂ କୋଚିଂ ସେଣ୍ଟରଗୁଡ଼ିକ ଫେବୃଆରୀ ୭ରୁ ଖୋଲା ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡେଙ୍ଗୁ, ଚିକୁନଗୁନିଆରେ ପୀଡ଼ିତ ଅଛନ୍ତି କ୍ରିକେଟର ଚହଲ

ପୁଣେ,୧୮ା୧୨: ଲେଗ୍‌ ସ୍ପିନର ୟୁଜବେନ୍ଦ୍ର ଚହଲ ଡେଙ୍ଗୁ ଓ ଚିକନଗୁନିଆରେ ପୀଡ଼ିତ ଅଛନ୍ତି। ଏଥିଯୋଗୁ ସେ ଗୁରୁବାର ଝାଡ଼ଖଣ୍ଡ ଓ ହରିୟାଣା ମଧ୍ୟରେ ଖେଳାଯାଇଥିବା ସୟଦ...

ନାବାଳିକା ବଳାତ୍କାର ମାମଲାର ଆସିଲା ରାୟ: ଅଭିଯୁକ୍ତଙ୍କୁ ମିଳିଲା ଏଭଳି ଦଣ୍ଡ, ଜାଣନ୍ତୁ…

ଫୁଲବାଣୀ,୧୮ା୧୨(ରାକେଶ କୁମାର ରାଉତ): ଜଣେ ନାବାଳିକାଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାର ବିଚାର କରି ଗୁରୁବାର ଫୁଲବାଣୀ ପୋକ୍‌ସୋ କୋର୍ଟ ବିଚାରପତି ମନୋରଞ୍ଜନ ଦାସ ଅଭିଯୁକ୍ତଙ୍କୁ...

ରେଳଯାତ୍ରୀଙ୍କୁ ବଡ଼ ଝଟ୍‌କା: ପ୍ଲେନ୍‌ ଭଳି ଏବେ…

ନୂଆଦିଲ୍ଲୀ, ୧୮।୧୨: ଟ୍ରେନ୍‌ ଯାତ୍ରା କରୁଥିବା ଯାତ୍ରୀମାନେ ନିର୍ଦ୍ଧାରିତ ସୀମାରୁ ଅଧିକ  ସାମଗ୍ରୀ ନେଲେ ଶୁଳ୍କ ଦେବାକୁ ପଡ଼ିବ। ଏନେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ...

ମା’ଙ୍କ ମୃତ୍ୟୁ ଖବର ପାଇ ଧାଇଁ ଆସିଥିଲେ, ଦ୍ୱାଦଶାହରେ ଚାଲିଗଲା ପୁଅଙ୍କ ଜୀବନ, ଗାଁରେ ଶୋକାକୂଳ ପରିବେଶ…

ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ମା’ଙ୍କ ମୃତ୍ୟୁ ଖବର ଶୁଣି ମୁମ୍ବାଇରୁ ଧାଇଁ ଆସିଥିଲେ ପୁଅ। ହେଲେ ଦ୍ୱାଦଶାହରେ ଚାଲିଗଲା ଜୀବନ।  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ...

ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ

ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...

ମୁଣ୍ଡରେ ପଡ଼ିଲା ଅମୃତଭଣ୍ଡା: ଚାଲିଗଲା ମହିଳାଙ୍କ ଜୀବନ

ବାଲିଗୁଡ଼ା,୧୮ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଗୋଛାପଡ଼ା ଗ୍ରାମରେ ଗୁରୁବାର ଏକ ଅଘଟଣ ଘଟିଛି। ଅମୃତଭଣ୍ଡା ତୋଳିବା ବେଳେ ଅମୃତଭଣ୍ଡା ମୁଣ୍ଡରେ ପଡି...

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: ମିଳିବ ୫୧,୦୦୦ ଟଙ୍କା, ଜାଣନ୍ତୁ ଯୋଗ୍ୟତା ଓ କିପରି କରିବେ ଆବେଦନ

ଭୁବନେଶ୍ୱର,୧୮ା୧୨: ରାଜ୍ୟର ଗରିବ ଓ ଆର୍ଥିକ ଅନଗ୍ରସର ପରିବାରର ଝିଅମାନଙ୍କ ବିବାହ ପାଇଁ ଓଡ଼ିଶା ସରକାର ଏକ ବଡ଼ ଘୋଷଣା କରିଛନ୍ତି। ନୂତନ ଭାବେ ଆରମ୍ଭ...

ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ମନ୍ତ୍ରୀଙ୍କ ବଡ଼ ଘୋଷଣା: ନୂଆବର୍ଷରେ ମିଳିବ…

ଭୁବନେଶ୍ୱର,୧୮।୧୨: ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଗୁରୁବାର ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ନୂଆବର୍ଷରେ ଯୋଗ୍ୟ ହିତାଧିକାରୀଙ୍କୁ ନୂଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri