Posted inଜାତୀୟ

ବିଷାକ୍ତ ଧୂଆଁ ନେଲା ୪ ଶିଶୁ, ମା’ଙ୍କ ଜୀବନ

ନୂଆଦିଲ୍ଲୀ, ୧୯ା୧: ବିଷାକ୍ତ ଧୂଆଁ କାରଣରୁ ଜଣେ ୩୦ ବର୍ଷୀୟା ମହିଳା ଓ ତାଙ୍କ ୪ ଛୁଆ ପ୍ରାଣ ହରାଇଛନ୍ତି। ଏହି ଘଟଣା ରାଜଧାନୀର ଓଲ୍ଡ ସୀମାପୁରୀ ଅଞ୍ଚଳରେ ବୁଧବାର ମଧ୍ୟାହ୍ନରେ ଘଟିଥିଲା। ପ୍ରାଥମିକ ତଦନ୍ତରୁ ଶାସରୁଦ୍ଧ ହୋଇ ସେମାନେ ପ୍ରାଣ ହରାଇଥିବା ପୋଲିସ ପକ୍ଷରୁ କୁହାଯାଇଛି। ସେମାନଙ୍କ ଛୋଟିଆ ଘର ମଧ୍ୟରେ ଷ୍ଟୋଭ ରଖାଯାଇଥିଲା।
ବାହାରେ ଅତ୍ୟଧିକ ଶୀତ କାରଣରୁ ସେମାନେ ଘରର କବାଟ ବନ୍ଦ ରଖିଥିଲେ। ଯାହା ଫଳରେ ଷ୍ଟୋଭ ଧୂଆଁ ବାହାରକୁ ଯାଇ ପାରି ନ ଥିଲା ତଦନ୍ତରୁ ଜଣାପଡ଼ିଛି।

ପୋଲିସ ଘଟଣାସ୍ଥଳରେ ପହଞ୍ଚିବା ବେଳକୁ ମହିଳା ଓ ୩ ଶିଶୁଙ୍କୁ ମୃତ୍ୟୁ ହୋଇସାରିଥିଲା। ଚତୁର୍ଥ ତଥା ସାନ ପୁଅକୁ ଗୁରୁତର ଅବସ୍ଥାରେ ହସ୍ପିଟାଲ ନେଇଥିଲୁ। ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

ବିଜେଡିରୁ ଭାଜପା, ପୁଣି ବିଜେଡିକୁ ଆସିବା ପରେ ଏବେ ହରଡ଼ଘଣାରେ ବ୍ଲକ ଅଧ୍ୟକ୍ଷା

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ବିଜେଡିରୁ ଭାଜପା ଓ ପୁଣି ବିଜେଡିକୁ ଆସିବା ପରେ ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଏବେ ହରଡ଼ଘଣାରେ ପଡ଼ିଯାଇଛନ୍ତି। ଅଧ୍ୟକ୍ଷାଙ୍କ…

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ, ସରକାର ଆମ ଦାବି ପୂରଣ ନ କଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

ସମ୍ପର୍କରେ କଳଙ୍କ: ନାବାଳିକା ଶାଳୀଙ୍କୁ ଗର୍ଭବତୀ କଲେ ଭିଣୋଇ, ଏମିତି ଧରାପଡିଲା…

ପାରଳାଖେମୁଣ୍ଡି,୧ା୭(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ରାୟଗଡ଼ ବ୍ଲକର ସାନ ଅନତାରସିଂ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ବିବାହିତ…

ଦାୟିତ୍ୱ ଗ୍ରହଣ କଲେ ନୂଆ ଯୋଗାଣ ଅଧିକାରୀ, କହିଲେ ସମସ୍ତ କାର୍ଯ୍ୟକୁ ଦୁର୍ନୀତିମୁକ୍ତ କରିବା ସହ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ମୁଖ୍ୟ ଜିଲା ଯୋଗାଣ ଅଧିକାରୀ ଭାବେ ବସନ୍ତ କୁମାର ପଣ୍ଡା ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ କେନ୍ଦୁଝର ମୁଖ୍ୟ…

ଇନ୍‌ଷ୍ଟାଗ୍ରାମରୁ ପ୍ରେମ, ବିବାହ ପାଇଁ ଜିଦ୍‌ କରିବାରୁ ପ୍ରେମିକାଙ୍କୁ ହତ୍ୟା, ପୋଲିସ ଆଗରେ ପ୍ରେମିକ କହିଲେ ପୂରା ଘଟଣା…

ହାଟଡିହୀ/ଛେନାପଦୀ,୧ା୭(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): ପଶ୍ଚିମବଙ୍ଗ ପ୍ରେମିକାକୁ ଓଡ଼ିଶା ଡକାଇ ଝାଡ଼ଖଣ୍ଡ ପ୍ରେମିକ କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଗତ ମଙ୍ଗଳବାର ହତ୍ୟା କରିଥିବା ଘଟଣାରେ ପର୍ଦାଫାଶ…

ରେକର୍ଡ ଭାଙ୍ଗିବେ ଆଲିଆ

ମୁମ୍ବାଇ: ଚଳଚ୍ଚିତ୍ର ‘ଆଲ୍‌ଫା’ରେ ଅଭିନେତ୍ରୀ ଆଲିଆ ଭଟ୍ଟ ଏକ ଜବରଦସ୍ତ ଅଭିନୟ କରିଛନ୍ତି। ଏହି ଚଳଚ୍ଚିତ୍ରରେ ଆଲିଆ ଏବଂ ଶର୍ବରୀ ଓ୍ବାଘ୍‌ ଆକ୍ସନ ଭୂମିକାରେ ଅଭିନୟ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri