Posted inଜାତୀୟ

ମହିଳାଙ୍କୁ ହତ୍ୟା ପରେ ନିଜକୁ ଗୁଳି କଲେ ଅଭିଯୁକ୍ତ

ନୂଆଦିଲ୍ଲୀ,୨୮ା୭: ଦିଲ୍ଲୀର ଦାବ୍ରି ଅଞ୍ଚଳରେ ଜଣେ ୪୦ ବର୍ଷୀୟା ମହିଳାଙ୍କୁ ଘର ସମ୍ମୁଖରେ ଗୁଳିକରି ହତ୍ୟା କରାଯାଇଛି। ରେଣୁ ଗୋୟଲ ନାମ୍ନୀ ମହିଳାଙ୍କୁ ତୁରନ୍ତ ହସ୍ପିଟାଲ ନିଆଯାଇଥିଲେ ମଧ୍ୟ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟପକ୍ଷେ ଅଭିଯୁକ୍ତ ଆଶିଷ(୨୩) ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ।

ହେଲେ ପରବର୍ତ୍ତୀ ସମୟରେ ଅଭିଯୁକ୍ତ ଆଶିଷ ଘର ଛାତରେ ଏକ ଦେଶୀ ବନ୍ଧୁକରୁ ନିଜକୁ ଗୁଳିକରି ଆତ୍ମହତ୍ୟା କରିଥିବା ପୋଲିସ କହିଛି। ଖବର ଅନୁଯାୟୀ ଆଶିଷ ଓ ରେଣୁ ଦୁଇବର୍ଷ ହେଲା ଗୋଟିଏ ଜିମ୍‌କୁ ଯାଉଥିଲେ। ରେଣୁ ଜଣେ ଗୃହିଣୀ ଓ ତାଙ୍କର ସ୍ବାମୀ ଓ ୩ ପିଲା ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ କନ୍ଧମାଳ ହଳଦୀର ଚାହିଦା: ଗୌରବ ବଢ଼ାଇଲେ ଦାରିଙ୍ଗବାଡ଼ିର ମହିଳା ଉଦ୍ୟୋଗୀ

ଦାରିଙ୍ଗବାଡ଼ି, ୩୦।୯ (ଅରୁଣ ସାହୁ): କନ୍ଧମାଳର ପାରମ୍ପରିକ ହଳଦୀକୁ ଜାତୀୟସ୍ତରରେ ପରିଚିତ କରାଇବା ଦିଗରେ ଆଉ ଏକ ପଦକ୍ଷେପ। ଦାରିଙ୍ଗବାଡ଼ି ବ୍ଲକର ମହିଳା ଉଦ୍ୟୋଗୀ ଝରଣା ସାହୁ…

ଏସିଆନ ଗେମ୍ସରେ ଚମତ୍କାର କଲେ ଭାରତୀୟ ତୀରନ୍ଦାଜ ଟିମ୍‌: ଚାଇନାକୁ ହରାଇ ରଚିଲେ ଇତିହାସ

ନୂଆଦିଲ୍ଲୀ,୩୦।୯: ୨୦୨୬ ଏସିଆନ ଗେମ୍ସରେ ଭାରତକୁ ମିଳିଛି ସପ୍ତମ ସ୍ବର୍ଣ୍ଣ ପଦକ। କମ୍ପାଉଣ୍ଡ ତୀରନ୍ଦାଜୀର ମହିଳା ଟିମ ଇଭେଣ୍ଟରେ ଭାରତ ଚାଇନାକୁ ୨୩୮-୨୩୪ ପଏଣ୍ଟରେ ପରାସ୍ତ କରି…

୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍‌ରେ ସର୍ବସାଧାରଣଙ୍କ…

ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?