ଟସ୍‌ ଜିତି ପ୍ରଥମେ ହାଇଦ୍ରାବାଦ୍‌କୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ କଲା ଦିଲ୍ଲୀ

ଆବୁଧାବି, ୨୯।୯: ଆଇପିଏଲ୍‌ ତ୍ରୟୋଦଶ ସଂସ୍କରଣର ୧୧ତମ ମୁକାବିଲାରେ ମଙ୍ଗଳବାର ଦିଲ୍ଲୀ କ୍ୟାପିଟାଲ୍‌ ଓ ସନ୍‌ରାଇଜର୍ସ ହାଇଦ୍ରାବାଦ୍‌ ପରସ୍ପର ସାମ୍ନା ସାମ୍ନି ହୋଇଛନ୍ତି। ସ୍ଥାନୀୟ ଶେଖ୍‌ ଜାୟେଦ୍‌ ଷ୍ଟାଡିୟମରେ ଅନୁଷ୍ଠିତ ଏହି ମ୍ୟାଚ୍‌ରେ ଟସ୍‌ ଜିତି ଦିଲ୍ଲୀ କ୍ୟାପିଟାଲ୍ସ ପ୍ରଥମେ ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଛି। ଫଳରେ ସନ୍‌ରାଇଜର୍ସ ଦଳ ପ୍ରଥମେ ବ୍ୟାଟିଂ କରିବାର ସୁଯୋଗ ପାଇଛି। ଏହି ମ୍ୟାଚ୍‌ ଲାଗି ଅଭିଜ୍ଞ ବ୍ୟାଟ୍ସମ୍ୟାନ କେନ୍‌ ଓ୍ବିଲିୟମସନ୍‌ଙ୍କୁ ହାଇଦ୍ରାବାଦ ଦଳରେ ସାମିଲ କରିଛି।
ଆୟାରଙ୍କ ନେତୃତ୍ୱାଧୀନ ଦିଲ୍ଲୀ ବର୍ତ୍ତମାନ ସୁଦ୍ଧା ୨ ମ୍ୟାଚ୍‌ରୁ ୨ ବିଜୟ ସହ ୪ ପଏଣ୍ଟ ପାଇ ଟେବୁଲର ଶୀର୍ଷ ସ୍ଥାନରେ ରହିଛି। ସେହିଭଳି ହାଇଦ୍ରାବାଦ୍‌ ୨ଟି ମ୍ୟାଚ୍‌ ଖେଳିଥିବାବେଳେ ଦଳକୁ ୨ଟି ଯାକରେ ପରାଜୟର ସାମ୍ନା କରିବାକୁ ପଡ଼ିଛି। ଡେଭିଡ୍‌ ଓ୍ବାର୍ନରଙ୍କ ଦଳ ବର୍ତ୍ତମାନ ସୁଦ୍ଧା ପଏଣ୍ଟ ଖାତା ଖୋଲିପାରି ନାହିଁ। ତେଣୁ ଏହି ମ୍ୟାଚ୍‌ରେ ଦିଲ୍ଲୀକୁ ହରାଇ କ୍ୟାପିଟାଲ୍ସ ସିଜନରେ ପ୍ରଥମ ବିଜୟ ସ୍ବାଦ ଚାଖିବା ଲକ୍ଷ୍ୟରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri