ଟସ୍‌ ଜିତିଲା ଦିଲ୍ଲୀ

ପୁଣେ,୮।୫: ଆଇପିଏଲ ୨୦୨୨ର ୫୫ତମ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗସ (ସିଏସକେ) ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ ପ୍ରଥମେ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛି। ଉଭୟ ଦଳ ପ୍ଲେ ଅଫରେ ସ୍ଥାନ ପାଇବା ପାଇଁ ଆଜିର ମ୍ୟାଚ୍‌ ଗୁରୁତ୍ୱପୂର୍ଣ୍ଣ। ଯଦି ଚେନ୍ନାଇ ସୁପର କିଙ୍ଗ୍ସ ଆଜି ମ୍ୟାଚ ହାରିଯାଏ, ତେବେ ଏହା ଟୁର୍ନାମେଣ୍ଟରୁ ବାଦ ପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ହାଲେପ୍‌ ଇଟାଲିଆନ ଓପନ୍‌ ସେମିଫାଇନାଲରେ

ରୋମ୍‌, ୨୦ା୯ (ଏପି)-ପିଠିର ନିମ୍ନ ଭାଗରେ ଯନ୍ତ୍ରଣା ଯୋଗୁ କାଜାଖସ୍ତାନର ୟୁଲିଆ ପୁଟିଣ୍ଟସେଭା ମ୍ୟାଚ୍‌ ଅଧାରୁ ଓହରିଯିବା ଫଳରେ ଟପ୍‌ ସିଡ୍‌ ସିମୋନା ହାଲେପ୍‌ ପ୍ରଥମ...

ଓ୍ବାଲିନ୍‌ଙ୍କୁ ହରାଇଲେ ଫ୍ୟୁରି

ଲାସ୍‌ ଭେଗାସ, ୧୫ା୯ (ଏପି)- ଜଜ୍‌ମାନଙ୍କ ସର୍ବସମ୍ମତି ନିଷ୍ପତ୍ତି ଭିତ୍ତିରେ ସ୍ବିଡେନ୍‌ର ଓଟୋ ଓ୍ବାଲିନ୍‌ଙ୍କ ବିପକ୍ଷ ବକ୍ସିଂ ମୁକାବିଲାରେ ବିଜୟ ଲାଭ କରିଛନ୍ତି ବ୍ରିଟିଶ ବକ୍ସର...

ବାରବାଟୀ ଦିନିକିଆ: ମୁଖ୍ୟମନ୍ତ୍ରୀ କିଣିଲେ ଗ୍ୟାଲେରି ନଂ-୧ ଟିକେଟ୍‌

କଟକ ଅଫିସ,୧୧।୧୨- ଭାରତ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ବାରବାଟୀ ଷ୍ଟାଡିୟମରେ ଖେଳାଯିବାକୁ ଥିବା ଦିନିକିଆ ମ୍ୟାଚ୍‌ ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମ ଅଫଲାଇନ୍‌ ଟିକେଟ୍‌...

ବିଶ୍ୱକପ୍‌ରୁ ବିଦାୟ ନେଲା ଭାରତ

ମାଞ୍ଚେଷ୍ଟର, ୧୦।୭: ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜାଙ୍କ ସାହସିକଭରା ଅର୍ଦ୍ଧଶତକୀୟ ଇନିଂସ ସତ୍ତ୍ୱେ ଏଠାରେ ଅନୁଷ୍ଠିତ ଆଇସିସି ବିଶ୍ୱକପ୍‌ର ପ୍ରଥମ ସେମିଫାଇନାଲରେ ଭାରତ ୧୮ ରନରେ ନ୍ୟୁଜିଲାଣ୍ଡ...

କ୍ୱାଲିଫାୟର୍‌-୧: ଟସ୍‌ ଜିତିଲା ଚେନ୍ନାଇ

ଦୁବାଇ,୧୦।୧୦: ଆଇପିଏଲ ୨୦୨୧ରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଏବଂ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ମଧ୍ୟରେ ପ୍ରଥମ ଯୋଗ୍ୟତା ପର୍ଯ୍ୟାୟ ମ୍ୟାଚ ଆଜି ଦୁବାଇ ଅନ୍ତର୍ଜାତୀୟ...

ପଟିଆଲା ରାଜାଙ୍କ ନାମରେ ନାମିତ ହେବ ଏହି କ୍ରିକେଟ୍‌ ଷ୍ଟାଡିୟମ

ଚଣ୍ଡିଗଡ଼, ୧୦।୮: ମୁଲାନପୁରଠାରେ ନିର୍ମାଣ ଚାଲିଥିବା ନୂଆ କ୍ରିକେଟ୍‌ ଷ୍ଟାଡିୟମର ନାମ ପଟିଆଲାର ଅନ୍ତିମ ରାଜା ସ୍ବର୍ଗତ ମହାରାଜା ଯାଦବିନ୍ଦ୍ର ସିଂଙ୍କ ନାମରେ ନାମିତ କରାଯିବ।...

ଆଇସିସି ଡବ୍ଲ୍ୟୁସି ସୁପର ଲିଗ୍‌ ତାଲିକାରେ ଉଠିଲା ଭାରତ

ନୂଆଦିଲ୍ଲୀ,୨୯।୩ : ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ପୁରୁଷ ବିଶ୍ୱକପ୍‌ ସୁପର ଲିଗ୍‌ ତାଲିକାରେ ସପ୍ତମ ସ୍ଥାନକୁ ଉଠିଛି ଭାରତୀୟ ଦଳ। ଇଂଲଣ୍ଡ ବିପକ୍ଷ ଅନ୍ତିମ...

ପୁଣି ଶତକ କଲେ ମୟଙ୍କ

ପୁଣେ, ୧୦।୧୦: ଭାରତୀୟ ଓପନର ମୟଙ୍କ ଅଗ୍ରଓ୍ବାଲ ଏବେ ଫୁଲ ଫର୍ମରେ ଅଛନ୍ତି। ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟେଷ୍ଟରେ ଦ୍ୱିଶତକ ଲଗାଇଥିବା ମୟଙ୍କ ଦ୍ୱିତୀୟ...

Advertisement
Archives

Model This Week