ପଦ୍ମ ଭୂଷଣରେ ସମ୍ମାନୀତ ହେଲେ ଗୁଗଲ ସିଇଓ ସୁନ୍ଦର ପିଚାଇ, କହିଲେ ମୋର ଏକ ଅଂଶ ହେଉଛି ଭାରତ

ସାନ ଫ୍ରାନ୍ସିସକୋ,୩ ।୧୨: ଗୁଗଲ ଓ ଆଲଫାବେଟର ସିଇଓ ସୁନ୍ଦର ପିଚାଇ କହିଛନ୍ତି, ଭାରତ ମୋର ଏକ ଅଂଶ ଆଉ ମୁଁ ଏହାକୁ ମୋ ସହ ରଖିଥାଏ । ଭାରତୀୟ-ଆମେରିକୀୟ ବ୍ୟବସାୟ ଓ ଉଦ୍ଦ୍ୟୋଗ କ୍ଷେତ୍ରରେ ୨୦୨୨ ପାଇଁ ପଦ୍ମ ଭୂଷଣରେ ସମ୍ମାନୀତ ହୋଇଛନ୍ତି । ୫୦ ବର୍ଷୀୟ ପିଚାଇଙ୍କୁ ସାନ ଫ୍ରାନ୍ସିସକୋରେ ତାଙ୍କ ନିକଟତମ ପରିବାର ସଦସ୍ୟଙ୍କ ଉପସ୍ଥିତିରେ ଭାରତର ତୃତୀୟ ବଡ ବେସାମରିକ ପୁରସ୍କାରରେ ସମ୍ମାନୀତ କରାଯାଇଛି ।
ଏହି ଅବସରରେ ଆମେରିକାରେ ଥିବା ଭାରତୀୟ ରାଷ୍ଟ୍ରଦୂତ ତରଣଜିତ ଏସ ସଂନ୍ଧୁ କହିଥିଲେ ଗୁଗଲ ସିଇଓ ସୁନ୍ଦର ପିଚାଇଙ୍କୁ ପଦ୍ମ ଭୂଷଣ ଦେଇ ମୁଁ ଖୁସି ଅନୁଭବ କରୁଛି । ମଦୁରାରୁ ମାଉଣ୍ଟ ଆବୁ ପର୍ଯ୍ୟନ୍ତ ତାଙ୍କର ପ୍ରେରଣାଦାୟୀ ଯାତ୍ରା, ଭାରତ-ଆମେରିକା ଆର୍ଥିକ ଓ ଟେକନିକକୁ ମଜଭୁତ କରୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri