Posted inଫୁରସତ

ଝିଅକୁ ବାକ୍ସ ଭିତରେ ପୂରାଇ ଘରଘର ବୁଲି ସାମଗ୍ରୀ ଡେଲିଭରି କଲେ ପିତା, ଜାଣିଲେ…

ସୋସିଆଲ ମିଡିଆରେ କେତେବେଳେ କ’ଣ ଭାଇରାଲ ହେଉଛି ତାହା କହିହେବ ନାହିଁ। ଏବେ ଏମିତି ଏକ ଭିଡିଓ ଖୁବ୍‌ ତୀବ୍ର ବେଗରେ ଭାଇରାଲ ହେଉଛି। ଚାଇନାର ଲି ୟୁଆନୁଆନ୍‌ ନାମକ ଜଣେ ଡେଲିଭରି ବୟ ତାଙ୍କ ଛୋଟ ଝିଅକୁ ସ୍କୁଟି ଭିତରେ ନେଇ ସହର ସାରା ବୁଲି ସାମଗ୍ରୀ ଡେଲିଭରି କରୁଛନ୍ତି। କାରଣ ତାଙ୍କ ଝିଅ ତାଙ୍କ ବିନା ରହି ପାରିବ ନାହିଁ। ତେଣୁ ତାଙ୍କ ଝିଅକୁ ଯେତେବେଳେ ୬ ମାସ ହୋଇଥିଲା ସେ ସେବେଠାରୁ ଏମିତି କରୁଛନ୍ତି।

ଝିଅର ପିତା ହେବା ପରେ ସେ ତାଙ୍କୁ ସାଙ୍ଗରେ ନେଇ କାମ କରିବାକୁ ଲାଗିଲେ। ୟୁଆନୁଆନ୍‌ ଏବଂ ତାଙ୍କ ସ୍ତ୍ରୀ ସ୍କୁଟିର ବକ୍ସ ଭିତରେ ଝିଅ ପାଇଁ କ୍ଷୀର ବୋତଲ ରଖିଥାନ୍ତି। ଫଳରେ ଝିଅକୁ ଭୋକ ଲାଗିଲେ ଖାଇଥାଏ।

ସେ କୁହନ୍ତି, ତାଙ୍କ ଝିଅ ଖୁସିରେ ଏହି ବକ୍ସ ଭିତରେ ଦିନେ ବସିଗଲା। ଆଉ ଡାକିଲେ ବାହାରିଲାନି। ସେହିଦିନଠାରୁ ଝିଅକୁ ଖୁସି କରିବାକୁ ୟୁଆନୁଆନ୍‌ ତାଙ୍କୁ ପ୍ରତିଦିନ ଏହି ବାକ୍ସରେ ପୂରାଇ ସହର ସାରା ବୁଲି ସାମଗ୍ରୀ ଡେଲିଭରି କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାନ୍ତ କିଶୋରଙ୍କ ବଡ଼ ପ୍ରସ୍ତୁତି: ନୀତୀଶ କୁମାରଙ୍କ ପୂର୍ବରୁ ନିଜେ କରିବେ ଏମିତି କାମ, ଦେଶରେ ଚହଳ

ପାଟନା,୨୧।୮: ଜନ ସୁରାଜ ପାର୍ଟିର ପ୍ରତିଷ୍ଠାତା ତଥା ବିଧାୟକ ପ୍ରଶାନ୍ତ କିଶୋର ଏବେ ବିହାରରେ ନିଜ ରାଜନୈତିକ ପ୍ରଭାବ ଆହୁରି ମଜବୁତ କରିବାକୁ ବଡ଼ ପ୍ରସ୍ତୁତି କରୁଛନ୍ତି।…

୨୮ ଅଗଷ୍ଟରେ ଲାଗୁଛି ଗ୍ରହଣ: ୬ ରାଶି ହୋଇଯାଆନ୍ତୁ ସତର୍କ, ଖର୍ଚ୍ଚ ହୋଇଯିବ ସବୁ ଟଙ୍କା…

୨୮ ଅଗଷ୍ଟ ୨୦୨୬ରେ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ଲାଗିବ। ଜ୍ୟୋତିଷ ଶାସ୍ତ୍ରର ମାନ୍ୟତା ଅନୁଯାୟୀ ଏହାର ପ୍ରଭାବ ୬ଟି ରାଶି ଉପରେ ପଡ଼ିପାରେ। ଜାଣନ୍ତୁ କେଉଁ କେଉଁ…

ବିବାଦ ପାଇଁ ଶବ ସତ୍କାର କରାଇ ଦେଉନାହାନ୍ତି ଗ୍ରାମବାସୀ, ୩ ଦିନ ହେଲା ଶାଶୁଙ୍କ ଶବକୁ ଜଗିବସିଛନ୍ତି ବୋହୂ

ରାଜନଗର,୨୧ା୮(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତାଳଚୁଆ ସାମୁଦ୍ରିକ ଥାନା ଅନ୍ତର୍ଗତ ବୀରଭଞ୍ଜପୁର ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନା ଆସିଛି। ଯେଉଁଠି ହଜିଯାଇଛି ମାନବିକତା।…

ସ୍ବାମୀଙ୍କ ହାତଗୋଡ଼ ବାନ୍ଧି ସ୍ତ୍ରୀଙ୍କ କାନ ଛିଣ୍ଡାଇ ସୁନାଫୁଲ ଝାମ୍ପିନେଲେ ଦୁର୍ବୃତ୍ତ, ନଗଦ ଟଙ୍କା ସହ ଆହୁରି…

ନବରଙ୍ଗପୁର,୨୧ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନା ଅନ୍ତର୍ଗତ ଦହଣା ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଉମେଶ ଚନ୍ଦ୍ର ରଥଙ୍କ ଘରେ ସଶସ୍ତ୍ର ଡକାୟତି ହୋଇଛି। ଲକ୍ଷାଧିକ…

ପାକିସ୍ତାନରେ କେତେ ଟଙ୍କାରେ ମିଳୁଛି ସେକେଣ୍ଡ ହ୍ୟାଣ୍ଡ୍‌ ଗାଡ଼ି, ଦାମ୍‌ ଜାଣିଲେ ଚମକି ପଡିବେ…

ଇସଲାମାବାଦ,୨୧।୮: ପାକିସ୍ତାନରେ ପ୍ରବଳ ମହଙ୍ଗା ମାଡ଼ ଯୋଗୁଁ ସାଧାରଣ ଲୋକଙ୍କ ବଜେଟ ସମ୍ପୂର୍ଣ୍ଣ ବିଗିଡ଼ି ଯାଇଛି। ନିତ୍ୟବ୍ୟବହାର୍ଯ୍ୟ ଜିନିଷଠାରୁ ଆରମ୍ଭ କରି ପେଟ୍ରୋଲ-ଡିଜେଲ ପର୍ଯ୍ୟନ୍ତ ସବୁକିଛି ମହଙ୍ଗା…

ହଠାତ୍‌ ଥାନାରେ ପହଞ୍ଚିଲେ ରାହୁଲ ଗାନ୍ଧୀ , ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୧। ୮: ଦିଲ୍ଲୀରେ ଛାତ୍ରମାନଙ୍କ ପ୍ରଦର୍ଶନ ସମୟରେ ପେଲେଟ ଗନ ବ୍ୟବହାରକୁ ନେଇ ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପାର୍ଲାମେଣ୍ଟ ଷ୍ଟ୍ରିଟ ଥାନାରେ ପହଞ୍ଚିଛନ୍ତି।…

ଆଉ ଶସ୍ତା ନୁହେଁ, ମହଙ୍ଗା ହୋଇପାରେ ପେଟ୍ରୋଲ-ଡିଜେଲ! ଜାଣନ୍ତୁ ଦାମ୍‌ ବଢ଼ିବାର ବଡ଼ କାରଣ

ନୂଆଦିଲ୍ଲୀ,୨୧। ୮: ପେଟ୍ରୋଲ-ଡିଜେଲ ଦାମକୁ ନେଇ ପୁଣି ବଢ଼ିପାରେ ସାଧାରଣ ଲୋକଙ୍କ ଚିନ୍ତା। ଅନ୍ତର୍ଜାତୀୟ ବଜାରରେ କ୍ରୁଡ ଅଏଲ ମୂଲ୍ୟରେ ହଠାତ୍‌ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି।…

Amarpali Nodal UP School: ୭ ଦିନରେ ଜଣେ ଶିକ୍ଷକଙ୍କ ଅବସର, ୨ ବଦଳି, ନିଯୁକ୍ତି ଦାବିରେ ଆନ୍ଦୋଳନ ଚେତାବନୀ

ଅମରପାଲି,୨୧ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଅନ୍ତର୍ଗତ ବୀରମହାରାଜପୁର ବ୍ଲକର ଏକ ପ୍ରତିଷ୍ଠିତ ଶିକ୍ଷାନୁଷ୍ଠାନ ଅମରପାଲି ନୋଡାଲ ୟୁପି ସ୍କୁଲ। ଏହି ସ୍କୁଲ ଏବେ ଶିକ୍ଷକ ଅଭାବରେ ଘାଣ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri