ଓଡ଼ିଶାରେ ଡେଲଟା ପ୍ଲସ

ଭୁବନେଶ୍ୱର,୨୫।୬: ଓଡ଼ିଶାରେ ପ୍ରଥମ ଡେଲଟା ପ୍ଲସ ମାମଲା ଚିହ୍ନଟ ହୋଇଛି। ଏ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଏହାକୁ ମିଶାଇ ଦେଶରେ ଡେଲଟା ପ୍ଲସ ମାମଲା ୪୮ରେ ପହଞ୍ଚିଛି। ମହାରାଷ୍ଟ୍ରରେ ୨୦ ଡେଲଟା ପ୍ଲସ ମାମଲା ଚିହ୍ନଟ ହୋଇଥିବା ବେଳେ ତାମିଲନାଡୁରେ ୯, ମଧ୍ୟପ୍ରଦେଶରେ ୭ ଜଣ ଚିହ୍ନଟ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।

ଓଡ଼ିଶାରୁ ଚିହ୍ନଟ ହୋଇଥିବା ଡେଲଟା ପ୍ଲସ ରୋଗୀ ଦେବଗଡ଼ ଜିଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି। ସେ କିଭଳି ଭାବେ ଡେଲ୍ଟା ପ୍ଲସ ଭାରିଏଣ୍ଟରେ ଆକ୍ରାନ୍ତ ହେଲେ ତାଙ୍କର ଟ୍ରାଭେଲ ହିଷ୍ଟ୍ରି ସମ୍ପର୍କରେ ଜଣାପଡି ନାହିଁ।

ଆଇସିଏମ୍‌ଆର୍‌ ମୁଖ୍ୟ ବଳରାମ ଭାର୍ଗବ କହିଛନ୍ତି-କୋଭାକ୍ସିନ ଓ କୋଭିସିଲ୍ଡ ସବୁ ଭାରିଆଣ୍ଟ ପ୍ରତି ଫଳପ୍ରଦ ହେଉଛି। କୋଭିଡ୍‌ର ସମସ୍ତ ଭାରିଆଣ୍ଟକୁ ପ୍ରତିହତ କରିବା କ୍ଷମତା ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁଆରୀରେ ବେରୋଜଗାରି ୫%କୁ ବଢ଼ିଛି

ନୂଆଦିଲ୍ଲୀ,୧୭ା୨(ପି.ଟି.): ଦେଶରେ ୧୫ ବର୍ଷ ଓ ତଦୂର୍ଦ୍ଧ୍ୱ ବୟସର ଲୋକଙ୍କ ମଧ୍ୟରେ ବେରୋଜଗାରି ହାର ଗତବର୍ଷ ଡିସେମ୍ବରରେ ୪.୮ ପ୍ରତିଶତ ଥିବାବେଳେ ଜାନୁଆରୀରେ ତାହା ୫ ପ୍ରତିଶତକୁ ବୃଦ୍ଧି…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ଆସିବ ସୁଭଦ୍ରା ଟଙ୍କା

କାକଟପୁର/ଅସ୍ତରଙ୍ଗ,୧୭।୨ (ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ମହିଳାଙ୍କ ପାଇଁ ଖୁସି ଖବର । ଆସନ୍ତା ମାର୍ଚ୍ଚ ୮ରେ ଅନ୍ତର୍ଜାତୀୟ ମହିଳା ଦିବସରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri