ମହାକାଳପଡ଼ା ବିଡିଓ ଓ ଆଇଆଇସିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି: ଆମରଣ ଅନଶନରେ ସରପଞ୍ଚ ଚାମେଲୀ ଓଝା

ଭୁବନେଶ୍ୱର,୧୨।୭: କେନ୍ଦ୍ରାପଡ଼ା ଜିଲା  ମହାକାଳପଡ଼ା ବ୍ଲକ୍ ଅନ୍ତର୍ଗତ ତିଖିରୀ ଗ୍ରାମ ପଞ୍ଚାୟତର ସରପଞ୍ଚ ଚାମେଲୀ ଓଝା ନିଜର ବିଭିନ୍ନ ଦାବି ପୂରଣ ଦାବିରେ ଭୁବନେଶ୍ୱର ଲୋୟର ପିଏମଜିଠାରେ ଆମରଣ ଅନଶନ ଆରମ୍ଭ କରିଛନ୍ତି।

ଚାମେଲୀ ଓଝାଙ୍କ ଅଭିଯୋଗ ଅନୁଯାୟୀ, ମହାକାଳପଡ଼ା ବ୍ଲକରେ ବିକାଶମୂଳକ କାର୍ଯ୍ୟରେ ପ୍ରଶାସନିକ ଅବହେଳା ସହ ପଞ୍ଚାୟତର କାର୍ଯ୍ୟରେ ଅଯଥା ହସ୍ତକ୍ଷେପ କରାଯାଉଛି। ସେ ମହାକାଳପଡ଼ା ବିଡିଓ ଓ ଆଇଆଇସିଙ୍କ ବିରୋଧରେ ନିୟମ ଓ କ୍ଷମତାର ଅପବ୍ୟବହାର ଅଭିଯୋଗ ଆଣି ସେମାନଙ୍କ ବିରୋଧରେ ତୁରନ୍ତ ବିଭାଗୀୟ ଓ ଆଇନଗତ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି।

ତାଙ୍କ ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଆମରଣ ଅନଶନ ଜାରି ରଖିବେ ବୋଲି ଚାମେଲୀ ଓଝା ସ୍ପଷ୍ଟ କରିଛନ୍ତି। ଏହି ଘଟଣାକୁ ନେଇ ରାଜ୍ୟ ରାଜନୀତି ଓ ପ୍ରଶାସନିକ ମହଲରେ ଚର୍ଚ୍ଚା ଜୋର ଧରିଛି।  ଅନ୍ୟପକ୍ଷରେ, ପ୍ରଶାସନ ପକ୍ଷରୁ ଏପର୍ଯ୍ୟନ୍ତ ଏହି ଅଭିଯୋଗ ଉପରେ କୌଣସି  ପ୍ରତିକ୍ରିୟା ମିଳିନାହିଁ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଅସୁସ୍ଥ ମା’, ଗ୍ରୁପ୍ ଋଣ ଚିନ୍ତାରେ ଏମିତି କାଣ୍ଡ କରିଦେଲେ ପୁଅ

ଭଞ୍ଜନଗର,୧୩।୭ (ବାବୁଲା ପ୍ରଧାନ): ଆର୍ଥିକ ଅନାଟନରେ ପଡ଼ି ମଣିଷ ଅନେକ ସମୟରେ ଭୁଲ ପଦକ୍ଷେପ ନେଇଥାଏ। ପରବର୍ତ୍ତୀ ସମୟରେ ତାହାର ପରିଣାମ ଭୟାବହ ହୋଇଥାଏ। ଏଭଳି ଏକ…

କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ୨ ଦିନିଆ ଦାରିଙ୍ଗବାଡି ଗସ୍ତ: ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ, ରଥଯାତ୍ରାରେ ଦେବେ ଯୋଗ

ଦାରିଙ୍ଗବାଡ଼ି, ୧୩।୭ (ଅରୁଣ ସାହୁ): କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ  ୨ ଦିନିଆ ଦାରିଙ୍ଗବାଡି ଗସ୍ତ  କାର୍ଯ୍ୟକ୍ରମ ରହିଛି | ଏହାକୁ ନେଇ କନ୍ଧମାଳ ଜିଲାର…

ଇସ୍କନ ରଥଯାତ୍ରା ପାଇଁ ରାଜଧାନୀରେ ଟ୍ରାଫିକ୍‌ କଟକଣା: ୟୁନିଟ୍-୮ରୁ ସିଆରପି ଛକ ପର୍ଯ୍ୟନ୍ତ…

ଭୁବନେଶ୍ୱର, ୧୨।୭: ରାଜଧାନୀ ଭୁବନେଶ୍ୱରରେ ଇସ୍କନ ପକ୍ଷରୁ ଆୟୋଜିତ ହେବାକୁ ଥିବା ରଥଯାତ୍ରାକୁ ସୁରୁଖୁରୁରେ ସମ୍ପନ୍ନ କରିବା ପାଇଁ ଭୁବନେଶ୍ୱର କମିଶନରେଟ୍ ପୋଲିସ ପକ୍ଷରୁ ସ୍ୱତନ୍ତ୍ର ଟ୍ରାଫିକ୍‌…

ହୋଟେଲ ରୁମରେ ଅନ୍ୟ ମହିଳାଙ୍କ ସହ ସ୍ବାମୀଙ୍କୁ ଦେଖିଲେ ସ୍ତ୍ରୀ; ତା’ପରେ ହୋଟେଲରୁ ପୋଲିସ ଷ୍ଟେଶନ…

ଇନ୍ଦୋର,୧୩।୭: ମଧ୍ୟପ୍ରଦେଶର ରେୱାର ସମନ ପୋଲିସ ଷ୍ଟେଶନ ଅଞ୍ଚଳର ଏକ ହୋଟେଲରେ ଜଣେ ମହିଳା ପହଞ୍ଚି ତାଙ୍କ ସ୍ବାମୀଙ୍କୁ ଅନ୍ୟ ମହିଳାଙ୍କ ସହିତ ଥିବା ଅଭିଯୋଗ କରି…

ବିବାହ ପାଇଁ ଭାରତୀୟଙ୍କ ନୂଆ ପସନ୍ଦ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୩ା୭(ପି.ଟି.): ଭାରତୀୟମାନଙ୍କ ମଧ୍ୟରେ ବିଦେଶରେ ବିବାହ ଉତ୍ସବ ବା ଡେଷ୍ଟିନେଶନ ୱେଡିଂ କରିବାର ଆଗ୍ରହ ବଢ଼ୁଥିବା ବେଳେ ଏହି ଦୌଡ଼ରେ ଶ୍ରୀଲଙ୍କା ନୂଆ ପସନ୍ଦର ସ୍ଥାନ ପାଲଟିଛି। ୨୦୨୫ରେ…

ମଦ ନିଶା ଛାଡ଼ିବାର ସରଳ ଚିକିତ୍ସା, ବିନା କଷ୍ଟରେ…

ମଦ ଛାଡ଼ିଲେ ଯେଉଁ କଷ୍ଟଦାୟକ ଲକ୍ଷଣମାନ ଦେଖା ଦେଇଥାଏ, ସେଗୁଡିକୁ ରୋକିବା ପାଇଁ କେତେକ ନିର୍ଦ୍ଦିଷ୍ଟ ମେଡିସିନ୍‌ ବ୍ୟବହାର କରାଯାଇଥାଏ। ଏହାଦ୍ୱାରା ରୋଗୀ ବିନା କଷ୍ଟରେ ବା…

୧୮ ବର୍ଷ ପରେ CSKର ହାତ ଛାଡିଲେ ଏହି ଖେଳାଳି, ପାରସ୍ପରିକ ସହମତିରେ ଦଳରୁ ହେଲେ ଅଲଗା

ନୂଆଦିଲ୍ଲୀ,୧୩।୭: ୧୮ ବର୍ଷର ସହଭାଗିତା ପରେ ଚେନ୍ନାଇ ସୁପର କିଙ୍ଗସ ଏବଂ ମୁଖ୍ୟ ପ୍ରଶିକ୍ଷକ ଷ୍ଟିଫେନ ଫ୍ଲେମିଂ ଅଲଗା ହେବାକୁ ନିଷ୍ପତ୍ତି ନେଇଛନ୍ତି। ସୋମବାର ଇଣ୍ଡିଆନ ପ୍ରିମିୟର…

ଦାନ୍ତବିନ୍ଧା ତାଲିକାରେ ଯୋଡ଼ା ହେଲା ଆଉ ଏକ କାରଣ…

ସାଧାରଣତଃ ଥଣ୍ଡାଜନିତ ସମସ୍ୟା କିମ୍ବା ଦାନ୍ତ ମୂଳରେ ସଂକ୍ରମଣ ହେଲେ ଦାନ୍ତ ବିନ୍ଧିଥାଏ। ତେବେ ଏହି ତାଲିକାରେ ଏବେ ଆଉ ଏକ କାରଣକୁ ଯୋଡ଼ାଯାଇଛି। ଦାନ୍ତ ବିନ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri