ବିପ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ଭୁବନେଶ୍ୱର,୬ା୫(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନରେ ହାରିବା ଭୟରେ ବିଜେପୁର ଓ ପଦ୍ମପୁର ଭଳି ହିଂସା ରାଜନୀତି ଭାଜପା ଆପଣାଇଥିବା ବିଜେଡି ଅଭିଯୋଗ କରିଛି। ଭାଜପା କର୍ମକର୍ତ୍ତା ବିପ୍ର ବନଛୋର ଓ ସେମାନଙ୍କ ସମର୍ଥକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରି ବିଜେଡି ର ଏକ ପ୍ରତିନିଧି ଦଳ ଶୁକ୍ରବାର ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ)ଙ୍କ ନିକଟରେ ଫେରାଦ ହୋଇଛି। ଗତ ୨ ତାରିଖରେ ଗୌଡ଼ପଡ଼ାର ବିଜେଡି କର୍ମୀ ଗୋବିନ୍ଦ ଝରା ପ୍ରଚାର କରୁଥିବା ବେଳେ ଭାଜପା କର୍ମୀ ବିପ୍ର ବନଛୋର ଓ ଦଳର ସମର୍ଥକ ଗୋବିନ୍ଦଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ। ଏ ସମ୍ପର୍କିତ ଫଟୋ ଓ ଭିଡିଓ ସିଇଓଙ୍କୁ ବିଜେଡି ପ୍ରତିନିଧି ଦଳ ହସ୍ତାନ୍ତର କରିଛି। ବିଜେଡି ମୁଖପାତ୍ର ଲେନିନ ମହାନ୍ତିଙ୍କ ନେତୃତ୍ୱରେ ୪ ଜଣିଆ ପ୍ରତିନିଧି ଦଳ ସିଇଓଙ୍କୁ ଭେଟି ଉପନିର୍ବାଚନକୁ ଅବାଧ ଓ ନିରପେକ୍ଷ କରିବା ସହ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ହକ୍‌ ପାଇଁ ଶୋଭାଯାତ୍ରାରେ ବାହାରିଲେ ଆଦିବାସୀ, କୁସଂସ୍କାର ଦୂର ପାଇଁ ଏକଜୁଟ୍‌ ହୋଇ…

କର୍ଲାମୁଣ୍ଡା,୯ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ରାଜୀବଗାନ୍ଧୀ ଭବନଠାରେ ଜୋରାଡବରା ପଞ୍ଚାୟତ କନ୍ଧ ସମାଜ ପକ୍ଷରୁ ବିଶ୍ୱ ଆଦିବାସୀ ଦିବସ ରବିବାର ପାଳିତ…

ରାଞ୍ଚିରେ ଆନ୍ଦୋଳନର ବଡ଼ ପ୍ରଭାବ! ରଦ୍ଦ ହେବ ୧୪ତମ JPSC ପରୀକ୍ଷା! ୯୦ ଦିନରେ CID ତଦନ୍ତ…

ରାଞ୍ଚି,୯ା୮: ଝାଡ଼ଖଣ୍ଡରେ JPSC ପରୀକ୍ଷାକୁ ନେଇ ଛାତ୍ରୀଛାତ୍ରମାନଙ୍କ ଦାବି ଦୀର୍ଘଦିନ ଧରି ଚର୍ଚ୍ଚାରେ ରହିଛି । ପରୀକ୍ଷା ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଅଟକି ରହିଥିବା ପରୀକ୍ଷା ଏବଂ…

ଜଳାଭିଷେକ ପାଇଁ ଯାଉଥିଲେ କାଉଡ଼ିଆ,ବାଟରେ ଓଲଟିଲା ଗାଡ଼ି, ଆଉ ତା’ ପରେ…

ଛତ୍ରପୁର,୯ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ମାୟାପାଟଣା ଛକ ଜାତୀୟ ରାଜପଥରେ ରବିବାର ଭାରସାମ୍ୟ ହରାଇ ଏକ ଟାଟାଏସି ଗାଡ଼ି ଓଲଟି ପଡ଼ିଛି।…

ବାରାମତୀରେ ପୁଣି ବିମାନ ଦୁର୍ଘଟଣା, ଅଜିତ ପାୱାରଙ୍କ ମୃତ୍ୟୁ ହୋଇଥିବା ସ୍ଥାନରେ ଟ୍ରେନି ଏୟାରକ୍ରାଫ୍ଟ କ୍ରାଶ୍

ମୁମ୍ବାଇ,୯ା୮: ମହାରାଷ୍ଟ୍ରର ପୁଣେ ଅନ୍ତର୍ଗତ ବାରମତୀ ଏୟାରପୋର୍ଟ ପରିସରରେ ପୁଣି ଏକ ବିମାନ ଦୁର୍ଘଟଣା ହୋଇଥିବା ଖବର ସାମ୍ନାକୁ ଆସୁଛି । ଏକ ଟ୍ରେନି ଏୟାରକ୍ରାଫ୍ଟ କ୍ରାଶ୍…

ଧାନ ତଳି ଉପାଡୁଥିବାବେଳେ ହେଲା ବଜ୍ରପାତ, ବିଲରେ ଟଳିପଡ଼ିଲେ ମହିଳା, ଆଉ ଜଣେ ଅଚେତ

ପାଟକୁରା,୯ା୮(ରବୀନ୍ଦ୍ର ନାଥ ବାରିକ): ରବିବାର ମଧ୍ୟାହ୍ନରେ ହଠାତ୍‌ ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ି ମାରିଥିଲା। ଫଳରେ କେନ୍ଦ୍ରାପଡ଼ା ଜିଲା ଗରଦପୁର ଗ୍ରାମର ଶୁକଦେବ ମଲ୍ଲିକଙ୍କ ସ୍ତ୍ରୀ ଟିକି(୪୨)…

ମୁଜାଗଡ଼ରେ ଆଇନ ସଚେତନତା କାର୍ଯ୍ୟକ୍ରମ: ଆଇନଗତ ଅଧିକାର ଓ ସରକାରୀ ଯୋଜନା ସମ୍ପର୍କରେ….

ଭଞ୍ଜନଗର, ୯।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ମୁଜାଗଡ଼ସ୍ଥିତ ହରେକୃଷ୍ଣ ପ୍ରଧାନ କଲ୍ୟାଣ ମଣ୍ଡପଠାରେ ରବିବାର ତାଲୁକ ଆଇନ ସେବା କମିଟି, ଭଞ୍ଜନଗର…

ଦଲକି ନାଳ ପୋଲ ଉପରେ ୪ ଫୁଟ୍‌ ବନ୍ୟାଜଳ: ଖଣ୍ଡହତା-ସାହାଜଲଥା ଯାତାୟାତ ବିଚ୍ଛିନ୍ନ

ଅମରପାଲି, ୯।୮ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ଉପାନ୍ତ ତଥା ରେଢ଼ାଖୋଲ ବ୍ଲକ ସୀମାବର୍ତ୍ତୀ ଅଞ୍ଚଳରେ ଲଘୁଚାପଜନିତ ବର୍ଷା ଯୋଗୁ ବିଭିନ୍ନ ଜୋର ଓ…

ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ନେଇ ୪ ବଡ଼ ଘୋଷଣା କଲେ ସରକାର

ପାଟ୍‌ନା,୯ା୮: ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ବିଚାରକୁ ନେଇ ବିହାର ସରକାର ୪ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ରବିବାର ତାଙ୍କ ଇନଷ୍ଟାଗ୍ରାମ ହ୍ୟାଣ୍ଡେଲରେ ଏହି ୪ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri