ପୋଲ ନିର୍ମାଣ ଦାବିରେ ଜିଲା ପ୍ରଶାସନର ଦ୍ୱାରସ୍ଥ ହେଲେ ଗ୍ରାମବାସୀ

କୋରାପୁଟ,୧୦।୨(ସ୍ବ.ପ୍ର.) : କୋରାପୁଟ ଜିଲା ଦଶମନ୍ତପୁର ବ୍ଲକର ମାଳିମୁଣ୍ଡାଠାରୁ ଡୁମୁରିଗୁଡା ଗ୍ରାମ ମଧ୍ୟରେ ଏକ ପୋଲ ନିର୍ମାଣ ଦାବିରେ ଡୁମୁରିଗୁଡ଼ା ଗ୍ରାମବାସୀ ବୁଧବାର ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସ୍ବାଧୀନତାର ୭୪ ବର୍ଷ ପରେ ମଧ୍ୟ ଏଯାଏ ଡମୁରିଗୁଡ଼ା ଏକ ଅପହଞ୍ଚ ଅଞ୍ଚଳ ହୋଇପଡ଼ିଛି। ସେହିପରି ଭଲ ରାସ୍ତା ନ ଥିବାରୁ ଗ୍ରାମବାସୀ ନାହିଁ ନ ଥିବା ସମସ୍ୟା ଭୋଗୁଛନ୍ତି ।ରାସ୍ତା ଓ ପୋଲ ନ ଥିବାରୁ ଗ୍ରାମବାସୀ ସ୍ବାସ୍ଥ୍ୟ, ଶିକ୍ଷା ଆଦି ବିଭିନ୍ନ ସମସ୍ୟା ଉପୁଜୁଥିବା ଏହି ଦାବିପତ୍ରରେ ଦର୍ଶାଇଛନ୍ତି। ସେହିପରି ମାଳିମୁଣ୍ଡାଠାରୁ ଡୁମୁରିଗୁଡା ଗ୍ରାମ ମଧ୍ୟରେ ଏକ ପୋଲ ନିର୍ମାଣ ପାଇଁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଶୀତରେ ଥରୁଛି ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ

ଜି.ଉଦୟଗିରି,୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ଜାରି ରହିଥିବାବେଳେ ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ଯାଏ ଶୀତ ଲହରୀ ଜାରି...

ଟାଇକୋଣ୍ଡୋ ଏକାଡେମୀର ଗୌରବମୟ ସଫଳତା: ସୋହନଙ୍କୁ ମିଳିଲା…

ଛତ୍ରପୁର,୮।୧୨(ଦିଲ୍ଲୀପ ସାମଲ): ଛତ୍ରପୁର ନିକଟ ଧିରେଶର୍‌ ବିଦ୍ୟାପୀଠର ନବମ ଶ୍ରେଣୀ ଛାତ୍ର ଏସ୍‌. ସୋହନ ରେଡ୍ଡି ଅରୁଣାଞ୍ଚଳ ପ୍ରଦେଶରେ ହୋଇଥିବା ଜାତୀୟ ବିଦ୍ୟାଳୟ ସମୂହ କ୍ରୀଡା...

କାମ ଦେଉଛି AI କ୍ୟାମେରା: ପୁଣି ଗିରଫ ହେଲେ ୨ ଶିକାରୀ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡିହା ଅଭୟାରଣ୍ୟରୁ ପୁଣି ଦୁଇ ଶିକାରୀଙ୍କୁ ଧରାଇଦେଲା ଏ.ଆଇ କ୍ୟାମେରା। କିଛି ଦିନ ପୂର୍ବରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri