ପୋଲ ନିର୍ମାଣ ଦାବିରେ ଜିଲା ପ୍ରଶାସନର ଦ୍ୱାରସ୍ଥ ହେଲେ ଗ୍ରାମବାସୀ

କୋରାପୁଟ,୧୦।୨(ସ୍ବ.ପ୍ର.) : କୋରାପୁଟ ଜିଲା ଦଶମନ୍ତପୁର ବ୍ଲକର ମାଳିମୁଣ୍ଡାଠାରୁ ଡୁମୁରିଗୁଡା ଗ୍ରାମ ମଧ୍ୟରେ ଏକ ପୋଲ ନିର୍ମାଣ ଦାବିରେ ଡୁମୁରିଗୁଡ଼ା ଗ୍ରାମବାସୀ ବୁଧବାର ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସ୍ବାଧୀନତାର ୭୪ ବର୍ଷ ପରେ ମଧ୍ୟ ଏଯାଏ ଡମୁରିଗୁଡ଼ା ଏକ ଅପହଞ୍ଚ ଅଞ୍ଚଳ ହୋଇପଡ଼ିଛି। ସେହିପରି ଭଲ ରାସ୍ତା ନ ଥିବାରୁ ଗ୍ରାମବାସୀ ନାହିଁ ନ ଥିବା ସମସ୍ୟା ଭୋଗୁଛନ୍ତି ।ରାସ୍ତା ଓ ପୋଲ ନ ଥିବାରୁ ଗ୍ରାମବାସୀ ସ୍ବାସ୍ଥ୍ୟ, ଶିକ୍ଷା ଆଦି ବିଭିନ୍ନ ସମସ୍ୟା ଉପୁଜୁଥିବା ଏହି ଦାବିପତ୍ରରେ ଦର୍ଶାଇଛନ୍ତି। ସେହିପରି ମାଳିମୁଣ୍ଡାଠାରୁ ଡୁମୁରିଗୁଡା ଗ୍ରାମ ମଧ୍ୟରେ ଏକ ପୋଲ ନିର୍ମାଣ ପାଇଁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ପିସ୍ତଲ ଦେଖାଇ ହତ୍ୟା ଧମକ ଦେଇଥିଲେ, ଯୁବକଙ୍କୁ ବାନ୍ଧିଲା…

ଦେବଗଡ଼,୩୦ା୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅନ୍ତର୍ଗତ ସୁନାମୁଣ୍ଡା ଗ୍ରାମରେ ପିସ୍ତଲ ମୁନରେ ଭୟଭୀତ କରି ହତ୍ୟା ଧମକ ଦେଇଥିବା ଜଣେ ଯୁବକକୁ ପୋଲିସ ଗିରଫ କରିଛି।…

ଦେଖାଳି ଗାଁରେ ସିରିଜ୍ ଚୋରି: ଦୋକାନରୁ ଟଙ୍କା-ଜୋତା ଲୁଟ୍, ଅଞ୍ଚଳରେ ଆତଙ୍କ; ରାତ୍ରିକାଳୀନ ପାଟ୍ରୋଲିଂ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କେ. ନୂଆଗାଁ ଥାନା ଅନ୍ତର୍ଗତ ଦେଖାଳି ଗାଁ ଓ ମୁଖ୍ୟ ରାସ୍ତାକଡ଼ରେ ଥିବା ବିଭିନ୍ନ ଦୋକାନରୁ ବୁଧବାର…

କେରଳକୁ ଦାଦନ ଖଟି ଯାଇଥିଲେ, କୁଅରୁ ଉଦ୍ଧାର ହେଲା ଶ୍ରମିକଙ୍କ ମୃତଦେହ: ଅର୍ଥ ଅଭାବ ଯୋଗୁ ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୩୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗୁମିକିଆ ପଞ୍ଚାୟତ କୁନ୍ଦୁପାଙ୍ଗା ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତଦେହକୁ ନିଜ…

ବରଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସ୍କୁଲ ବସ୍‌ ଧକ୍କାରେ ଚାଲିଗଲା ୧୦୮ ଆମ୍ବୁଲାନ୍ସ ଚାଳକଙ୍କ ଜୀବନ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି-ଅମ୍ବାଭୋନା ରାସ୍ତା ତରାଜୁଙ୍ଗା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍କୁଲ ବସ୍ ଧକ୍କାରେ…

ରେଳମନ୍ତ୍ରୀଙ୍କୁ ଭେଟିଲେ MP ପ୍ରଦୀପ ପୁରୋହିତ: ବରଗଡ଼-ଝାରସୁଗୁଡ଼ା ପାଇଁ ୪ ନୂତନ ଟ୍ରେନ୍ ଚଳାଚଳ ପାଇଁ ଦେଲେ ପ୍ରସ୍ତାବ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଲୋକସଭା କ୍ଷେତ୍ର ଅନ୍ତର୍ଗତ ବରଗଡ଼ ଓ ଝାରସୁଗୁଡ଼ା ଜିଲାରେ ରେଳସେବାର ବ୍ୟାପକ ବିକାଶ, ଯାତ୍ରୀ ସୁବିଧା ବୃଦ୍ଧି ଏବଂ ନୂତନ ଟ୍ରେନ୍ ସେବା…

‘ମାନବ ଚାଲାଣ ରୋକିବା ପାଇଁ ସମସ୍ତଙ୍କ ସହଯୋଗ ଜରୁରୀ’

ଭଞ୍ଜନଗର,୩୦।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଗୁରୁବାର ବିଶ୍ୱ ମାନବ ଚାଲାଣ ବିରୋଧୀ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ମାନବ…

ଜମିରୁ ଫେରିବା ବେଳେ ଚାଷୀଙ୍କୁ ଦନ୍ତା ଆକ୍ରମଣ: ଉଜୁଡ଼ିଲା ସଂସାର, ଘର ଚଳାଇବା କଷ୍ଟକର

ଜି.ଉଦୟଗିରି,୩୦।୭ (ଚିନ୍ମୟ କୁମାର ସେଠି): କନ୍ଧମାଳ ଜିଲା ଜି.ଉଦୟଗିରି ବନାଞ୍ଚଳ ଅନ୍ତର୍ଗତ ଡଙ୍ଗାଏଜୁ ଗ୍ରାମର ସିରାପାଦେରୀ ନିକଟରେ ଦନ୍ତାହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ହୋଇଛି। କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri