ସ୍ବତନ୍ତ୍ର ଜିଲା ଘୋଷଣା ଦାବି ଜୋରଧରିଲା: କଣ୍ଟାବାଞ୍ଜି ବନ୍ଦ

କଣ୍ଟାବାଞ୍ଜି,୨୫ା୩(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲାର କଣ୍ଟାବାଞ୍ଜିକୁ ସ୍ବତନ୍ତ୍ର ଜିଲା ଘୋଷଣା ଦାବିରେ ଶନିବାର ଜିଲା ସଂଘର୍ଷ ସମିତି ପକ୍ଷରୁ କଣ୍ଟାବାଞ୍ଜି ବନ୍ଦ ଡାକରା ଦିଆଯାଇଛି। ଫଳରେ ସମସ୍ତ ଦୋକାନ ବଜାର, ବ୍ୟବସାୟିକ ଅନୁଷ୍ଠାନ ବନ୍ଦ ରହିଛି। ଜରୁରିକାଳୀନ ସେବା ବ୍ୟତୀତ ଅନ୍ୟ ଗାଡ଼ି ଚଳାଚଳ ଠପ୍‌ ହୋଇଯାଇଛି। ବିଧାୟକ ସନ୍ତୋଷ ସିଂ ସାଲୁଜା ଆନ୍ଦୋଳନରେ ସାମିଲ ହୋଇ ଜିଲା ଦାବିକୁ ତୀବ୍ର କରିବାକୁ ଜନସାଧାରଣଙ୍କୁ ଆହ୍ବାନ ଦେଇଛନ୍ତି। ବନ୍ଦ ପାଳନକୁ ଏନ୍‌ଏସି ନଗରପାଳ ବରିୟାନ ସିଂ ମଧ୍ୟ ସମର୍ଥନ କରିଥିବା ବେଳେ ଭାଜପା ପକ୍ଷରୁ ଲକ୍ଷ୍ମଣ ବାଗ ମଧ୍ୟ ସମର୍ଥକଙ୍କ ସହ ଆନ୍ଦୋଳନରେ ସାମିଲ ହୋଇଛନ୍ତି।
ଏପରିକି ଏନ୍‌ଏସି, ବଙ୍ଗୋମୁଣ୍ଡା, ମୁରିବାହାଲ ଓ ତୁରେକେଲାର ବିଭିନ୍ନ ସାମାଜିକ ଅନୁଷ୍ଠାନ ପକ୍ଷରୁ ମଧ୍ୟ ଆନ୍ଦୋଳନକୁ ସମର୍ଥନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାଣି ରଖନ୍ତୁ କିପରି କିଡ୍‌ନୀକୁ ରଖିବେ ସୁସ୍ଥ

ଆମ ଶରୀରର ଅନ୍ୟତମ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରବାହିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି ଅଦରକାରୀ ତତ୍ତ୍ୱକୁ ନିଷ୍କାସନ...

୨ ଦଳ ମିଶି କଲେ ମାତ୍ର ୨୩ ରନ: ଅନ୍ତର୍ଜାତୀୟ ଟି-୨୦ରେ ସବୁଠୁ ଲଜ୍ଜାଜନକ ରେକର୍ଡ

ନୂଆଦିଲ୍ଲୀ,୨୨।୧୨: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ ସାଧାରଣତଃ ଦ୍ରୁତ ରନ, ବଡ଼ ଛକା ଏବଂ ବଡ଼ ସ୍କୋର ପାଇଁ ଜଣାଶୁଣା। ଏହି ଫର୍ମାଟ କେତେକ ସମୟରେ ବ୍ୟାଟସମ୍ୟାନଙ୍କ...

ଶ୍ମଶାନରେ ଗୁଣିଆଙ୍କ ତନ୍ତ୍ର ସାଧନା: ପ୍ରେମିକାଙ୍କ ନାଁରେ ଭୁବନେଶ୍ୱରରେ ଯୁବକ କିଣିଥିଲେ ପ୍ଲଟ ଓ ଆଉ ଗାଡ଼ି, ଧରାଛୁଆଁ ନ ଦେବାରୁ…

ବାଲିକୁଦା,୨୨।୧୨(ତାପସ ସ୍ବାଇଁ): ବାଲିକୁଦା ବ୍ଲକ ମରିଚପୁର ଗ୍ରାମ୍ୟ ଶ୍ମଶାନରେ ଶନିବାର ବିଳମ୍ବିତ ରାତିରେ କୌଣସି ଗୁଣିଆ ତନ୍ତ୍ର ସାଧନା କରିଥିବା ସ୍ଥାନୀୟ ଲୋକେ ସନ୍ଦେହ କରିଛନ୍ତି।...

୨୫ରୁ ଧର୍ମଶାଳା ମହୋତ୍ସବ: ବ୍ୟବସାୟ ପାଇଁ ରସିଦ୍‌ ଆଣିବାକୁ ବ୍ୟବସାୟୀଙ୍କ ଅସମ୍ଭାଳ ଭିଡ଼

ଧର୍ମଶାଳା,୨୨ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଐତିହ୍ୟ ପରମ୍ପରା, ଧର୍ମଶାଳା ମହୋତ୍ସବ ଆସନ୍ତା ୨୫ ତାରିଖରେ ଧର୍ମଶାଳା ମହୋତ୍ସବର ପଡ଼ିଆରେ ଆରମ୍ଭ ହୋଇ ଜାନୁଆରୀ ୭ରେ...

ରୁଷିଆ ପୋଲିସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ଭାରତୀୟ ଯୁବକ: ମୋଦିଙ୍କୁ କଲେ ଏମିତି ନିବେଦନ

ନୂଆଦିଲ୍ଲୀ,୨୨।୧୨: ରୁଷିଆ ଏବଂ ୟୁକ୍ରେନ ଦୀର୍ଘ ସମୟ ଧରି ଯୁଦ୍ଧ ଚାଲିଛି। ଦୁଇ ଦେଶ ମଧ୍ୟରେ ଯୁଦ୍ଧବିରାମ ପାଇଁ ମଧ୍ୟସ୍ଥତା ପାଇଁ ପ୍ରୟାସ ଜାରି ରହିଛି।...

ଘର ଆଗରେ ପଡ଼ିଛି ଅବସରପ୍ରାପ୍ତ ମହିଳା ଏଏନ୍‌ଏମ୍‌ଙ୍କ ମୃତଦେହ, ଏକାକୀର ସୁଯୋଗ ନେଇ…

ଭବାନୀପାଟଣା,୨୨ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ଅନ୍ତର୍ଗତ ଗଡ଼ିଆଜୋର ଗ୍ରାମରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଘରେ ଏକାକୀ...

ବଡ଼ଦିନ ପାଇଁ ସଜେଇ ହେଉଛି ଦାରିଙ୍ଗବାଡ଼ି, ପର୍ଯ୍ୟଟକଙ୍କ ଆଗମନକୁ ଦୃଷ୍ଟିରେ ରଖି…

ଦାରିଙ୍ଗବାଡ଼ି,୨୨ା୧୨(ଅରୁଣ ସାହୁ): ଆଉ ମାତ୍ର ୨ ଦିନର ଅପେକ୍ଷା ସାରା ବିଶ୍ୱରେ ଦେଖାଦେବ ଖୁସି ଓ ଆନନ୍ଦ। ପ୍ରଭୁ ଯୀଶୁଖ୍ରୀଷ୍ଟ ଜନ୍ମ ନେବେ ଏଥିପାଇଁ ଚାରିଆଡ଼େ...

ପାର୍କରେ ବସିଥିଲେ ପ୍ରେମୀଯୁଗଳ, ହଠାତ୍‌ ଆସିଲେ ୨ ଯୁବକ: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୨୨ା୧୨(ତ୍ରିନାଥ ମହାନ୍ତି):ଆଇଜି ପାର୍କରେ ଯୁବତୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ କ୍ୟାପିଟାଲ ଥାନା ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଗୌରୀନଗରର ଆଶିଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri