ସ୍ବତନ୍ତ୍ର ଜିଲା ଘୋଷଣା ଦାବି ଜୋରଧରିଲା: କଣ୍ଟାବାଞ୍ଜି ବନ୍ଦ

କଣ୍ଟାବାଞ୍ଜି,୨୫ା୩(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲାର କଣ୍ଟାବାଞ୍ଜିକୁ ସ୍ବତନ୍ତ୍ର ଜିଲା ଘୋଷଣା ଦାବିରେ ଶନିବାର ଜିଲା ସଂଘର୍ଷ ସମିତି ପକ୍ଷରୁ କଣ୍ଟାବାଞ୍ଜି ବନ୍ଦ ଡାକରା ଦିଆଯାଇଛି। ଫଳରେ ସମସ୍ତ ଦୋକାନ ବଜାର, ବ୍ୟବସାୟିକ ଅନୁଷ୍ଠାନ ବନ୍ଦ ରହିଛି। ଜରୁରିକାଳୀନ ସେବା ବ୍ୟତୀତ ଅନ୍ୟ ଗାଡ଼ି ଚଳାଚଳ ଠପ୍‌ ହୋଇଯାଇଛି। ବିଧାୟକ ସନ୍ତୋଷ ସିଂ ସାଲୁଜା ଆନ୍ଦୋଳନରେ ସାମିଲ ହୋଇ ଜିଲା ଦାବିକୁ ତୀବ୍ର କରିବାକୁ ଜନସାଧାରଣଙ୍କୁ ଆହ୍ବାନ ଦେଇଛନ୍ତି। ବନ୍ଦ ପାଳନକୁ ଏନ୍‌ଏସି ନଗରପାଳ ବରିୟାନ ସିଂ ମଧ୍ୟ ସମର୍ଥନ କରିଥିବା ବେଳେ ଭାଜପା ପକ୍ଷରୁ ଲକ୍ଷ୍ମଣ ବାଗ ମଧ୍ୟ ସମର୍ଥକଙ୍କ ସହ ଆନ୍ଦୋଳନରେ ସାମିଲ ହୋଇଛନ୍ତି।
ଏପରିକି ଏନ୍‌ଏସି, ବଙ୍ଗୋମୁଣ୍ଡା, ମୁରିବାହାଲ ଓ ତୁରେକେଲାର ବିଭିନ୍ନ ସାମାଜିକ ଅନୁଷ୍ଠାନ ପକ୍ଷରୁ ମଧ୍ୟ ଆନ୍ଦୋଳନକୁ ସମର୍ଥନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ଆଇନ ସେବା ପ୍ରାଧିକରଣ: ସୁରକ୍ଷିତ ବାଲ୍ୟକାଳ, ସୁରକ୍ଷିତ ଭବିଷ୍ୟତ କାର୍ଯ୍ୟକ୍ରମ

ଛତ୍ରପୁର,୨୨ା୫ (ଦିଲ୍ଲୀପ ସାମଲ): ଜିଲା ଆଇନସେବା ପ୍ରାଧିକରଣ ପକ୍ଷରୁ ସୁରକ୍ଷିତ ବାଲ୍ୟକାଳ, ସୁରକ୍ଷିତ ଭବିଷ୍ୟତ ଶୀର୍ଷକ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଶୁକ୍ରବାର ଛତ୍ରପୁର ସ୍ଥିତ ବିଜ୍ଞାନ…

ଆହୁରି ଗାଡ଼ି ସଂଖ୍ୟା କମାଇଲେ ମୁଖ୍ୟମନ୍ତ୍ରୀ,ଏଣିକି ୭ ବଦଳରେ…

ଭୁବନେଶ୍ୱର,୨୨।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ପୁଣି ଏକ ବଡ଼ ଏବଂ ପ୍ରଶଂସନୀୟ ପଦକ୍ଷେପ ନେଇଛନ୍ତି। ନିଜ କାର୍‌କେଡ୍‌ (କାର୍‌…

ଗଞ୍ଜେଇ ଲିଙ୍କରେ ପୂର୍ବତନ ସରପଞ୍ଚଙ୍କୁ ବାନ୍ଧିଲା ପୋଲିସ

ମୋହନା,୨୨ା୫ (ମନ୍ମଥ ମିଶ୍ର): ଗଞ୍ଜେଇ ଚୋରା ଚାଲାଣ ଓ ପ୍ରୋତ୍ସାହନ ମାମଲାରେ ଅଡ଼ବା ଥାନା ବିରିକୋଟ ପଞ୍ଚାୟତର ପୂର୍ବତନ ସରପଞ୍ଚ ମାଶା ମାଝୀଙ୍କୁ ଗିରଫ କରି କୋର୍ଟ…

ସିଏସ୍‌କେ ଅଧିନାୟକ ଋତୁରାଜଙ୍କୁ ଜରିମାନା, କାହିଁକି ଜାଣନ୍ତୁ…

ଅହମଦାବାଦ,୨୨ା୫: ଗୁଜରାଟ ଟାଇଟନ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ ଓଭର-ରେଟ୍‌ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ଅଧିନାୟକ ଋତୁରାଜ ଗାଏକ୍ୱାଡଙ୍କୁ ଜରିମାନା କରାଯାଇଛି। ଗୁଜରାଟ ଟାଇଟାନ୍ସ…

କେଏସୟୁବି କଲେଜରେ ନୂତନ ଅଧ୍ୟକ୍ଷ ଭାବେ ଯୋଗଦେଲେ ଡ. ଗଗନ ବିହାରୀ ପୁରୋହିତ

ଭଞ୍ଜନଗର,୨୨।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷଙ୍କ ଭାବେ ଡ. ଗଗନ ବିହାରୀ ପୁରୋହିତ ଶୁକ୍ରବାର ଅପରାହ୍ନରେ ଦାୟିତ୍ୱ…

ଚଳନ୍ତା ଅଟୋ ଉପରେ ପଡ଼ିଲା ଗଛ, ଆଉ ତା‘ପରେ…

ପାରଳାଖେମୁଣ୍ଡି,୨୨ା୫(ଗିରିଧାରୀ ପରିା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ସୀମାନ୍ତ ଆନ୍ଧ୍ର ପ୍ରଦେଶର ପାଟପୁର ଗ୍ରାମ ନିକଟରେ ଶୁକ୍ରବାର ଏକ ଗଛ ପଡ଼ି ଅଟୋ ଚୁର୍‌ମାର୍‌ ହୋଇଯାଇଛି। ହେଲେ…

ପ୍ରକଳ୍ପ ଅଚଳ: ଚୁଆଁ ପାଣି ଭରସାରେ ସାହିବାସୀ

ଖଜୁରିପଡ଼ା,୨୨ା୫ (ବିଦୁର ବେହେରା): କନ୍ଦମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଗୁଦାରୀ ପାୟତ ୪ ନମ୍ବର ୱାର୍ଡ ଅନ୍ତର୍ଗତ ମଲିକ ସାହିରେ ପାନୀୟ ଜଳ ସମସ୍ୟା ଉଟ ରୂପ…

ଲ୍ୟାମ୍ପ MDଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: କୋଟି ଟଙ୍କାର ଅର୍ଥ ହେରଫେର କରି ଗଲେ ଜେଲ୍

କଲ୍ୟାଣସିଂହପୁର, ୨୨।୫ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲାର କଲ୍ୟାଣସିଂହପୁର ସମବାୟ ସମିତି (ଲ୍ୟାମ୍ପ)ରେ ଘଟିଥିବା କୋଟି କୋଟି ଟଙ୍କାର ଅର୍ଥ ହେରଫେର ଘଟଣାରେ ନୂଆ ମୋଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri