ଡଙ୍ଗରଗଡ଼ ଜଳପ୍ରପାତକୁ ଇକୋ-ଟୁରିଜମ ପାଇଁ ଦାବି: ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କୁ ଦାବିପତ୍ର ଦେଲେ…

ଭବାନୀପାଟଣା,୧୨।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକର ଡଙ୍ଗରଗଡ଼ ଜଳପ୍ରପାତକୁ ଇକୋ-ଟୁରିଜମ (ପରିବେଶ ପର୍ଯ୍ୟଟନ) ପାଇଁ ଦାବି ହୋଇଛି। ଏନେଇ ଶୁକ୍ରବାର ଭବାନୀପାଟଣାରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆଙ୍କୁ ସୁରକ୍ଷା ପରିଷଦ ଟ୍ରଷ୍ଟର ଅଧ୍ୟକ୍ଷ ଡ. ଭବାନୀ ଶଙ୍କର ନିଆଲ ସାକ୍ଷାତ କରି ଏକ ଦାବିପତ୍ର ଦେଇଛନ୍ତି। ପ୍ରକାଶ ଯେ, ଡଙ୍ଗରଗଡ଼ରେ ୫ଟି ବଡ଼ ଜଳପ୍ରପାତ, ଟୁରିଷ୍ଟ ସ୍ପଟ ଏବଂ ପାଖାପାଖି ୨୦ ହଜାର ବର୍ଷର ପଥର ଗୁମ୍ଫା ଚିତ୍ର ରହିଛି। ଏଠାକୁ ପ୍ରତିବର୍ଷ ଓଡ଼ିଶାର ନବରଙ୍ଗପୁର, କଳାହାଣ୍ଡି, ନୂଆପଡା ଜିଲା ସମେତ ପଡୋଶୀ ଛତିଶଗଡର ଶତାଧିକ ପର୍ଯ୍ୟଟନ ଆସିଥାନ୍ତି। ଏପରିକି ପ୍ରତ୍ୟେକ ବର୍ଷ ନଭେମ୍ବର ୧୯ ରେ ମହୋତ୍ସବ ପାଳନ କରାଯାଏ।

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଜ଼ିଲା ଉପସଭାପତିଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ: ତାଲା ଭାଙ୍ଗି ୭୦ ଭରି ସୁନା,୨ ଲକ୍ଷ ଟଙ୍କା ଲୁଟ

ଗୁଣପୁର,୨୭/୭(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁର ଥାନା ଅନ୍ତର୍ଗତ କେନ୍ଦୁଗୁଡ଼ା ଗ୍ରାମରେ ଏକ ଲୁଟ ଘଟଣା ସାମ୍ନାକୁ ଆସିଛି। ଘର ବନ୍ଦ ଥିବାର ସୁଯୋଗ ନେଇ କଳା କନା…

ଧରିତ୍ରୀ ପ୍ରଭାବ…କାଇଁଚପୁର ପଞ୍ଚାୟତକୁ ଗଡ଼ିଲା ମୁଖ୍ୟମନ୍ତ୍ରୀ ବସ୍, ବିଡ଼ିଓଙ୍କୁ କୃତଜ୍ଞତା

ଗଞ୍ଜାମ,୨୭।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚପୁର ପଞ୍ଚାୟତକୁ ଗଡୁନଥିଲା ମୁଖ୍ୟମନ୍ତ୍ରୀ ବସ୍ । ଏନେଇ ଶନିବାର ଧରିତ୍ରୀରେ ଖବର ପ୍ରସାରଣ ହୋଇଥିଲା । ଯାହାକୁ…

ବିଦ୍ୟୁତ ଖୁଣ୍ଟକୁ ପିଟିଲା ସ୍କୁଲ ଭ୍ୟାନ୍‌: ଆଉ ତା’ପରେ ଘଟିଲା…

ଗୁଣପୁର,୨୭।୭(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ଗୁଣପୁର ସହରରେ ଥିବା ଲଣ୍ଡନ କିଡ୍ସ ନାମକ ଏକ ଘରୋଇ ସ୍କୁଲରୁ ପିଲାଙ୍କୁ ସ୍କୁଲ ଭ୍ୟାନ୍‌ଟି ନେଇ ଯାଉଥିବାବେଳେ କୌଣସି କାରଣବଶତଃ ବିକ୍ରମପୁର…

ଦୀର୍ଘ ୧୫ ବର୍ଷ ଧରି ମରାମତି ହେଉନାହିଁ ରାସ୍ତା, ରାଜରାସ୍ତାକୁ ଓହ୍ଲାଇବା ଚେତାବନୀ ଦେଲେ ଅଞ୍ଚଳବାସୀ

ଧାମନଗର,୨୭।୭( ସନ୍ତୋଷ କୁମାର ମହାପାତ୍ର): ଧାମନଗର ବ୍ଲକ ଭଗବାନପୁର ପଞ୍ଚାୟତ ସ୍ଥିତ ବାଇଦିପୁର ଗ୍ରାମ ( ୱାର୍ଡ ନଂ ୩) ମୁଖ୍ୟ ରାସ୍ତା ଦୀର୍ଘ ବର୍ଷ ହେବ…

ଗାଁକୁ ଆସୁନି ନେଟୱାର୍କ, ରାସ୍ତାକୁ ଓହ୍ଲାଇଲେ ଗ୍ରାମବାସୀ

ଖଜୁରିପଡ଼ା,୨୭ା୭(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଗୁଦାରି ଗାଁରେ ଦୀର୍ଘ ଦିନ ହେବ ନେଟୱାର୍କ ସମସ୍ୟା ଲାଗିରହିଛି। ଏହି ଗାଁଟି ଫୁଲବାଣୀ ସହରଠାରୁ ମାତ୍ର ୨ କିଲୋମିଟିର ଦୂରରେ…

ସ୍କୁଲରେ ପଶିଲା ସାପ, ଆଉ ତା’ପରେ…

ବଡ଼ଗାଁ,୨୭ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ତୁଡାଲଗା ପଞ୍ଚାୟତର ଜାଙ୍ଗଲି ପ୍ରାଥମିକ ବିଦ୍ୟାଳୟ କୋଠରୀରେ ଥିବା ୨ଟି ସାପକୁ ଉଦ୍ଧାର କରାଯାଇ ଜଙ୍ଗଲରେ ଛଡାଯାଇଛି।…

ସେବା ପାଇଁ ଉତ୍ସର୍ଗୀକୃତ ଭଞ୍ଜନଗର ରୋଟାରୀ କ୍ଲବ: ବିଭିନ୍ନ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧନା

ଭଞ୍ଜନଗର,୨୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ରୋଟାରୀ କ୍ଳବର ୧୯ ତମ ଅଧିଷ୍ଠାନ ଉତ୍ସବ ସ୍ଥାନୀୟ ଜଗନ୍ନାଥ ରିସର୍ଟରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଅତିଥିମାନେ ଯୋଗଦେଇ…

ଇସ୍ତଫା ଦିଅନ୍ତୁ ଗଣଶିକ୍ଷା ମନ୍ତ୍ରୀ: ଗର୍ଜିଲା ସିପିଆଇ

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ): ଭାରତୀୟ କମ୍ୟୁନିଷ୍ଟ ପାର୍ଟି ଗଞ୍ଜାମ ଜିଲା କମିଟି ପକ୍ଷରୁ ଦିଲ୍ଲୀସ୍ଥିତ ଜନ୍ତରମନ୍ତରଠାରେ ହୋଇଥିବା ଯୁବଛାତ୍ର ଆନ୍ଦୋଳନର ସଫଳତା ପରିପ୍ରେକ୍ଷୀରେ ଦେଶର ଅଗଣିତ ଛାତ୍ରୀଛାତ୍ର ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri