ତେଜିଲା ସମାନ କାମକୁ ସମାନ ଦରମା ଦାବି

ଛତ୍ରପୁର, ୩ା୨(ଦିଲୀପ ସାମଲ)-ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗୋପାଳପୁର ବନ୍ଦରରେ ସ୍ୱୀକୃତିପ୍ରାପ୍ତ ଭେଣ୍ଡର ଏବଂ କଣ୍ଟ୍ରାକ୍ଟରଙ୍କ ଅଧୀନରେ ଦୀର୍ଘଦିନ ଧରି କାମ କରୁଥିବା ଅପରେଟର, ଡ୍ରାଇଭର ଓ ଅନ୍ୟ ଶ୍ରମିକମାନେ ମଙ୍ଗଳବାର ବିଭିନ୍ନ ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି।

ଗଞ୍ଜାମ ଅପରେଟର ଆଣ୍ଡ ଡ୍ରାଇଭର ମଜଦୁର ସଂଘ ମାଧ୍ୟମରେ ଆନ୍ଦୋଳନ ଆରମ୍ଭ କରି ନ୍ୟାଯ୍ୟ ଦାବି ପୂରଣ ହେଉ ନ ଥିବା ଅଭିଯୋଗ କରିଛନ୍ତି। ସରକାରୀ ନିୟମ ଅନୁସାରେ ପ୍ରତ୍ୟେକ ଶ୍ରମିକଙ୍କୁ ସେମାନଙ୍କ ହକ୍‌ ମିଳିବାରେ ଏଠାରେ ବ୍ୟତିକ୍ରମ ହେଉଥିବା ଅଭିଯୋଗ ହୋଇଛି।

ଶ୍ରମ ଆଇନ ଉଲ୍ଲଂଘନ ବନ୍ଦ କରିବା, ସମାନ କାମକୁ ସମାନ ଦରମା, ଶ୍ରମିକଙ୍କୁ ପାନୀୟଜଳ, ସ୍ୱାସ୍ଥ୍ୟସେବା ଓ ଅନ୍ୟାନ୍ୟ ସବୁ ସୁବିଧା ଯୋଗାଇବା, ଇପିଏଫ୍‌ ଓ ଇନ୍‌କ୍ରିମେଣ୍ଟ ନିୟମିତ ଭାବେ ପ୍ରଦାନ କରିବା ଆଦି ଦାବି ସଂଘ ପକ୍ଷରୁ ରଖାଯାଇଛି।

ଦାବି ପୂରଣ ନ ହେଲା ପର୍ଯ୍ୟନ୍ତ ଆନ୍ଦୋଳନ ଚାଲୁ ରହିବ ବୋଲି ସଂଘ ପକ୍ଷରୁ କୁହାଯାଇଛି। ଗଞ୍ଜାମ ଅପରେଟର ଆଣ୍ଡ ଡ୍ରାଇଭର ମଜଦୁର ସଂଘ ସଭାପତି ଏସ୍‌. କ୍ରିଷ୍ଣା ରେଡ୍ଡୀ, ଉପସଭାପତି ଏସ୍‌. ପ୍ରଭାକର ରେଡ୍ଡୀ, ସାଧାରଣ ସମ୍ପାଦକ କାହଁୁ ଚରଣ ନାହାକ, ସହ ସମ୍ପାଦକ ପି.ଭେଙ୍କଟ ରେଡ୍ଡୀ, କୋଷାଧ୍ୟକ୍ଷ ହେମନ୍ତ ବେହେରା, ଆଇନ ପରାମର୍ଶଦାତା ଜ୍ୟୋତିରଞ୍ଜନ ମିଶ୍ରଙ୍କ ସହ ସଂଘର ଶତାଧିକ ସଭ୍ୟ ଆନ୍ଦୋଳନରେ ସାମିଲ ହୋଇଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

କମେଣ୍ଟ୍ରିରୁ ଅବସର ନେଲେ ଶିବରାମ, ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଏବେ…

ନୂଆଦିଲ୍ଲୀ,୨୧ା୩: ଭାରତର ପୂର୍ବତନ କ୍ରିକେଟର ଲକ୍ଷ୍ମଣ ଶିବରାମ କ୍ରିଷ୍ଣନ କମେଣ୍ଟ୍ରିରୁ ଅବସର ଘୋଷଣା କରିଛନ୍ତି। ହେଲେ ସେ ଅବସର ଘୋଷଣା ଲାଗି କରିଥିବା ସୋସିଆଲ ମିଡିଆ ପୋଷ୍ଟକୁ…

ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ଛାତରୁ ଡେଇଁ ପଡ଼ିଲେ ସ୍ତ୍ରୀ, ଆଉ ତା’ପରେ…

କଣ୍ଟାବାଞ୍ଜି,୨୧।୩: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା କପିଳାଭଟା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ସ୍ତ୍ରୀ ଛାତରୁ ଡେଇଁ…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

ସାକ୍ଷୀଗୋପାଳଙ୍କୁ ଦର୍ଶନ କରି ଟଳି ପଡ଼ିଲେ ବୃଦ୍ଧା

ସାକ୍ଷୀଗୋପାଳ,୨୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶନିବାର ସନ୍ଧ୍ୟାରେ ଶ୍ରୀ ସାକ୍ଷୀଗୋପାଳଙ୍କୁ ଦର୍ଶନ କରିବା ପରେ ଜଣେ ବୃଦ୍ଧା ତୀର୍ଥଯାତ୍ରୀ ହଠାତ୍‌ ଟଳି ପଡ଼ିଥିଲେ। ତାଙ୍କ ସହିତ ରହିଥିବା…

ଅଷ୍ଟ୍ରେଲିଆକୁ ପରାସ୍ତ କରି ଜାପାନ ଚାମ୍ପିୟନ

ସିଡ୍‌ନୀ,୨୧ା୩: ଚଳିତ ମହିଳା ଏସିଆନ କପ୍‌ ଫୁଟବଲ ଟୁର୍ନାମେଣ୍ଟରେ ଜାପାନ ଚାମ୍ପିୟନ ହୋଇଛି। ଶନିବାର ଷ୍ଟାଡିୟମ ଅଷ୍ଟ୍ରେଲିଆରେ ଅନୁଷ୍ଠିତ ଫାଇନାଲରେ ମାଇକା ହାମାନୋଙ୍କ ଗୋଲ ବଳରେ ଜାପାନ…

କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ

କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri