ବଢୁଛି ସୁନା ଚାହିଦା

ଭୁବନେଶ୍ୱର,୧୪ା୨: ଆମେରିକା ସମେତ ସାରା ବିଶ୍ୱରେ ମୁଦ୍ରାସ୍ଫୀତି ହାର ବଢିବା ପରେ ସୁନାର ଦାମ୍‌ ମଧ୍ୟ କ୍ରମାଗତ ଭାବେ ବଢ଼ିବାରେ ଲାଗିଛି। ମଲ୍ଟି କମୋଡିଟି ଏକ୍ସଚେଞ୍ଜ (ଏମସିଏକ୍ସ)ରେ ସୁନାର ଦାମ୍‌ ପ୍ରାୟ ୫୦ ହଜାର ହୋଇଛି। ତେବେ ଆଗକୁ ବିବାହ ଋତୁ ଥିବାରୁ ଏହା ଆହୁରି ଅଧିକ ବଢ଼ିପାରେ ବୋଲି ଆକଳନ ମଧ୍ୟ କରାଯାଉଛି। କମୋଡିଟି ଏକ୍ସପର୍ଟ ଏବଂ କେଡିଆ ଆଡ୍‌ଭାଇଜରି ନିର୍ଦ୍ଦେଶକଙ୍କ କହିବା ମୁତାବକ ଦରଦାମ୍‌ ଯେତେ ମହଙ୍ଗା ହେବ ସେତେ ପରିମାଣରେ ସୁନାର ଦାମ୍‌ ବଢିବ। ଅନ୍ତଃରାଷ୍ଟ୍ରୀୟ ବଜାରରେ ସୁନାର ଦାମ୍‌ ୧,୮୫୨ ଡଲାର ରହିଛି; ଯାହା କି ଏବେ ସୁଦ୍ଧା ସବୁଠାରୁ ଅଧିକ, ଖୁବ୍‌ଶୀଘ୍ର ଏହା ୧,୮୬୫ ଡଲାର ଛୁଇଁବ ବୋଲି ଆଶଙ୍କା କରାଯାଉଛି। ସୁନା ମୂଲ୍ୟ ଉପରେ ମୁଦ୍ରାସ୍ଫୀତିର ସିଧାସଳଖ ପ୍ରଭାବ ପଡ଼ିଥାଏ। ଏହି ଧାରା ଯଦି ଆଗାମୀ ବିବାହ ଋତୁରେ ରୁହେ ତା’ହେଲେ ସବୁ ବର୍ଗର ଲୋକ ପ୍ରଭାବିତ ସାଙ୍ଗକୁ ଅତିରିକ୍ତ ଆର୍ଥିକ ବୋଝ ବହନ କରିବେ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମେସେଜ ପାଇଁ ଟଙ୍କା ନେବ ହ଼୍ବାଟସଆପ୍‌! ୧ ଅକ୍ଟୋବରରୁ ବଦଳିବ ନିୟମ; ସାଧାରଣ ୟୁଜର୍ସଙ୍କୁ ପଡ଼ିବ ପ୍ରଭାବ?

ନୂଆଦିଲ୍‌ଲୀ,୩୦।୯: ଯଦି ଆପଣ ହ଼୍ବାଟସଆପ (WhatsApp)ରେ କୌଣସି କମ୍ପାନୀଠାରୁ ଅର୍ଡର ଅପଡେଟ, ଡେଲିଭରି ସୂଚନା କିମ୍ୱା କଷ୍ଟମର ସର୍ଭିସ ନେଉଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଆଶ୍ୱସ୍ତିକର…

ଟ୍ରେନଯାତ୍ରୀଙ୍କ ପାଇଁ ବଡ଼ ସୂଚନା: ଅକ୍ଟୋବର ୧ରୁ କଡ଼ା ଚେକିଂ, ଟିକେଟ୍‌ ସାଙ୍ଗରେ ଏହି ID ନ ରଖିଲେ ଫସିବେ!

ନୂଆଦିଲ୍ଲୀ,୩୦।୯: ଯଦି ଆପଣ ଆଗାମୀ ଦିନରେ ଟ୍ରେନରେ ଯାତ୍ରା କରିବାକୁ ଯୋଜନା କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। କେନ୍ଦ୍ରୀୟ ରେଳବାଇ ପକ୍ଷରୁ…

ବଡ଼ ଖବର: ଅକ୍ଟୋବର ୧ରୁ ଏମାନଙ୍କୁ ଆଉ ମିଳିବନି LPG ସିଲିଣ୍ଡର, କେନ୍ଦ୍ର ସରକାର ନେଲେ କଡ଼ା ଆକ୍ସନ

ନୂଆଦିଲ୍‌ଲୀ,୩୦।୯: କେନ୍ଦ୍ର ସରକାର ଏବଂ ତୈଳ କମ୍ପାନୀଗୁଡ଼ିକ ଅକ୍ଟୋବର ୧ ତାରିଖରୁ ଏଲପିଜି ସବସିଡି (LPG Subsidy) ପାଇଁ ଇ-କେୱାଇସି (e-KYC) ବାଧ୍ୟତାମୂଳକ କରିଛନ୍ତି। ଏହି ସମୟରେ…

ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍‌! ସୁପ୍ରିମକୋର୍ଟ କହିଲେ ବଡ଼କଥା

ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା…

ଏସବୁ ରାଜ୍ୟରେ ବଢିଲା DA! ଅକ୍ଟୋବରରେ ବଢିକି ଆସିବ ଦରମା! ପେନସନଭୋଗୀଙ୍କୁ ବି ଦଶହରା ଭେଟି ଦେଲେ ସରକାର

ନୂଆଦିଲ୍ଲୀ,୨୯।୯: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ଘରେ କୌଣସି ବୟସ୍କ ପେନସନଭୋଗୀ ଅଛନ୍ତି, ତେବେ ଏହି ଖବର ଆପଣଙ୍କ ମୁହଁରେ ଏକ ବଡ଼ ହସ…

SBI ଗ୍ରାହକ ସାବଧାନ! ଅକ୍ଟୋବର ୧ରୁ ବଦଳିବ ATM ରୁ ଟଙ୍କା ଉଠାଇବା ନିୟମ, ଦେବାକୁ ପଡିବ ଏକ୍ସର୍ଟା ଚାର୍ଜ…

ନୂଆଦିଲ୍‌ଲୀ,୨୯।୯: ଯଦି ଆପଣ ଦେଶର ସବୁଠାରୁ ବଡ଼ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ବା ଏସବିଆଇର ଗ୍ରାହକ, ତେବେ ଏହି ଖବର ଆପଣଙ୍କ ପାଇଁ…

ସିସିକ୍ୟୁସିରେ ଓଏମ୍‌ସିର ୧୭ଟି ଟିମ୍‌କୁ ସ୍ବର୍ଣ୍ଣ ପଦକ

ଭୁବନେଶ୍ୱର,୨୯।୯: କ୍ୱାଲିଟି ସର୍କଲ ଫୋରମ ଅଫ୍‌ ଇଣ୍ଡିଆ (କ୍ୟୁସିଏଫ୍‌ଆଇ), ଭୁବନେଶ୍ୱର ଚାପ୍ଟର ପକ୍ଷରୁ ଆୟୋଜିତ ୮ମ ଚାପ୍ଟର କନ୍‌ଭେନ୍ସନ ଅନ୍‌ କ୍ୱାଲିଟି କନ୍ସେପ୍ଟସ (ସିସିକ୍ୟୁସି)-୨୦୨୬ରେ ଓଡ଼ିଶା ଖଣି…

LPG ଠାରୁ ଆରମ୍ଭ କରି UPI-NPS ପର୍ଯ୍ୟନ୍ତ, ଅକ୍ଟୋବର ୧ରୁ ଲାଗୁ ହେବ ବଡ଼ ପରିବର୍ତ୍ତନ! ଆଗୁଆ କରନ୍ତୁ ଏମିତି ମିଳିବ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୯: ଅକ୍ଟୋବର ଆରମ୍ଭ ହେବାକୁ ଯାଉଛି, ଯାହା ସହିତ ଉତ୍ସବର ଋତୁ ଏବଂ ଅନେକ ପର୍ବପର୍ବାଣୀ ଆସୁଛି। ତଥାପି, ଏହି ମାସରେ କିଛି ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?