ଇମ୍ରାନଙ୍କ ମୁକ୍ତି ଦାବି ତେଜିଲା: ଆନ୍ଦୋଳନକାରୀ ରାଜଧାନୀ ମୁହାଁ, ପାକିସ୍ତାନରେ ଜରୁରୀକାଳୀନ ସ୍ଥିତି ଘୋଷଣା

ଇସଲାମାବାଦ,୧୨।୧୦: ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ମୁକ୍ତ କରିବା ଦାବିରେ ଦେଶରେ ଆନ୍ଦୋଳନ ତିବ୍ର ହେବାରେ ଲାଗିଛି। ଆନ୍ଦୋଳନକାରୀ ରାଜଧାନୀ ମୁହାଁ ହୋଇଛନ୍ତି। ଫଳରେ ପାକିସ୍ତାନରେ ରାଜନୈତିକ ଅସ୍ଥିରତା ଦେଖାଦେଇଛି।

ଏଭଳିସ୍ଥତିରେ ଅକ୍ଟୋବର ୧୧ତାରିଖରେ ରାଷ୍ଟ୍ରପତି ଆସିଫ ଅଲ୍ଲୀ ଜର୍ଦ୍ଦାରୀ ଆଫଗାନିସ୍ତାନ ସୀମାକୁ ଲାଗିଥିବା ଖାଇବର ପଖତୁନଖୱାନ ପ୍ରଦେଶରେ ଜରୁରୀକାଳୀନ ସ୍ଥିତି ଏବଂ ରାଜ୍ୟପାଳ ଶାସନ ଲାଗୁ କରିଛନ୍ତି। ପାକିସ୍ତାନ ସମ୍ବିଧାନର ଧାରା ୨୩୨ ଏବଂ ୨୩୪ ଅନୁଯାୟୀ ଏକ ଜରୁରୀକାଳୀନ ସରକାରୀ ବୈଠକ ପରେ ଏହି ନିଷ୍ପତ୍ତି ନିଆଯାଇଥିଲା।

ଏହାଦ୍ୱାରା ଜେଲରେ ବନ୍ଦୀ ଥିବା ଇମ୍ରାନଙ୍କ ଦଳ PTI ହାତରୁ ଖସିଛି ଶେଷ ପ୍ରାଦେଶିକ ସରକାର। PTI ଏହି ପଦକ୍ଷେପକୁ ଗଣତନ୍ତ୍ର ବିରୋଧୀ ବୋଲି କହିଛି। ଏହା କ’ଣ ଆତଙ୍କବାଦ ବିରୋଧୀ ପଦକ୍ଷେପ, ନା ଇମ୍ରାନ୍‌ଙ୍କ ରାଜନୈତିକ ଶକ୍ତିକୁ ଦୁର୍ବଳ କରିବାର ରଣନୀତି ବୋଲି ଇମ୍ରାନଙ୍କ ସମର୍ଥକ ପ୍ରଶ୍ନ କରିଛନ୍ତି। ଏନେଇ ପାକିସ୍ତାନରେ ଆଗକୁ ଆନ୍ଦୋଳନ ଆହୁରି ତୀବ୍ର ହେବ ବୋଲି ଜଣାପଡିଛି। ଜରୁରୀକାଳୀନ ସ୍ଥିତି ଲାଗୁ ହେଲେ ନାଗରିକମାନଙ୍କ କିଛି ନିର୍ଦ୍ଦିଷ୍ଟ ଅଧିକାର ଏବଂ ସ୍ବାଧୀନତା ଉପରେ ଅସ୍ଥାୟୀ ଭାବେ କଟକଣା ଲଗାଇବାର ସମ୍ଭାବନା ମଧ୍ୟ ରହିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ ମଇଦାନରେ କମାଲ କଲେ ଦ୍ରାବିଡ଼ଙ୍କ ପୁଅ: ବିସ୍ଫୋରକ ଇନିଂସ ଖେଳି ସମସ୍ତଙ୍କୁ କରିଦେଲେ ଚକିତ

ନୂଆଦିଲ୍ଲୀ, ୧୨।୧୦: ପୂର୍ବତନ ଭାରତୀୟ ଅଧିନାୟକ ତଥା ମୁଖ୍ୟ କୋଚ ରାହୁଲ ଦ୍ରାବିଡ଼ଙ୍କ ପୁଅ ଅନୱୟ ଦ୍ରାବିଡ଼ ନିଜର ଆକ୍ରମଣାତ୍ମକ ବ୍ୟାଟିଂ ପାଇଁ ଏବେ ଚର୍ଚ୍ଚାରେ। ଭିନୁ…

ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଘୋଷଣା: ଏହି ୨ ଜଣଙ୍କୁ ମିଳିଲା

ନୂଆଦିଲ୍ଲୀ,୧୨।୧୦: ୨୦୨୬ ମସିହାର ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଆମେରିକୀୟ ଅର୍ଥନୀତିଜ୍ଞ ରବର୍ଟ ଇ. ହଲ (Robert E. Hall) ଏବଂ ମାଇକେଲ ୱୁଡଫୋର୍ଡ (Michael Woodford)ଙ୍କୁ…

ସରକାରୀ କର୍ମଚାରୀଙ୍କ ଦରମା-ପେନସନ ଉପରେ ବଡ଼ ଖବର: ଏହି ରାଜ୍ୟ ଗଠନ କଲା ଅଷ୍ଟମ ବେତନ ଆୟୋଗ

ନୂଆଦିଲ୍ଲୀ, ୧୨।୧୦: କେନ୍ଦ୍ର ସରକାର ୨୦୨୫ ନଭେମ୍ବରରେ ଅଷ୍ଟମ ବେତନ ଆୟୋଗ ଗଠନକୁ ମଞ୍ଜୁରି ଦେଇଥିଲେ। ଏହା ପରେ ଏକ କମିଟି ଗଠନ କରାଯାଇଛି। ଏହି କମିଟି…

ବୈଭବ ସୂର୍ଯ୍ୟବଂଶୀ ନୁହେଁ, ଏହି ଭାରତୀୟ ଷ୍ଟାରଙ୍କୁ ୱାଲର୍‌ଡ ସୁପରପାୱାର ଓପନର କହିଲେ ଦିନେଶ କାର୍ତ୍ତିକ

ଇନ୍ଦୋର,୧୨।୧୦: ଭାରତୀୟ ଦଳର ଷ୍ଟାର ଓପନର ଅଭିଷେକ ଶର୍ମାଙ୍କ ଜବରଦସ୍ତ ବ୍ୟାଟିଂକୁ ନେଇ ପ୍ରଶଂସାରେ ଶତମୁଖ ହୋଇଛନ୍ତି ପୂର୍ବତନ ଭାରତୀୟ କ୍ରିକେଟର ଦିନେଶ କାର୍ତ୍ତିକ। ବିଭିନ୍ନ ପରିସ୍ଥିତି…

ଝିଅ ସାରାଙ୍କୁ ନେଇ ଏମିତି କହିଲେ ସଚିନ ତେନ୍ଦୁଲକର: ସୋସିଆଲ ମିଡିଆରେ ବଢୁଛି ଚର୍ଚ୍ଚା

ମୁମ୍ବାଇ,୧୨।୧୦: ଭାରତୀୟ କ୍ରିକେଟ୍‌ର କିମ୍ବଦନ୍ତୀ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଆଜି ୨୯ ବର୍ଷରେ ପାଦ ଥାପିଛନ୍ତି। ଏହି ବିଶେଷ ଅବସରରେ ସାରାଙ୍କୁ ସୋସିଆଲ…

କୋହଲିଙ୍କ ଉପରେ ଟଙ୍କା ନେବା ଅଭିଯୋଗ କରିଥିବା ବାବା ଦେଲେ ବଡ଼ ବୟାନ, ଏବେ କହିଲେଣି ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ, ୧୨।୧୦: ମଥୁରାର ବୃନ୍ଦାବନସ୍ଥିତ ରାଧା କୁଟୀ ଆଶ୍ରମରେ ସାଧୁସନ୍ଥମାନେ ଶ୍ରୀକୃଷ୍ଣ ଜନ୍ମଭୂମି ମାମଲାର ପକ୍ଷକାର ଦିନେଶ ଫଳାହାରୀଙ୍କୁ ‘ବ୍ରଜ ରତ୍ନ’ ସମ୍ମାନରେ ସମ୍ମାନିତ କରିଛନ୍ତି। ଭଗବାନ…

୧୫ ବର୍ଷ ପରେ ଟିମ ଇଣ୍ଡିଆରେ ଘଟିଲା ଏମିତି, କ୍ରିକେଟ ଜଗତରେ ଚର୍ଚ୍ଚା

ଇନ୍ଦୋର: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମୁକାବିଲାରେ ଟିମ ଇଣ୍ଡିଆ ୧୪ ରନରେ ବିଜୟୀ ହୋଇଛି। ଏହି ବିଜୟ ସହ ଭାରତ ସିରିଜରେ…

ମାତ୍ର ୧୩ ରନ କରି ଭାରତକୁ ଜିତାଇଲେ ପ୍ରିନ୍ସ, ତାଙ୍କ ବ୍ୟାଟ୍‌ ପଛର ରୋଚକ କାହାଣୀ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇନ୍ଦୋର,୧୨।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦଳ ୧୪ ରନ୍‌ରେ ବିଜୟୀ ହୋଇଛି। ଏହି ମ୍ୟାଚ୍‌ରେ ପ୍ରିନ୍ସ ଯାଦବ ବୋଲିଂରେ କୌଣସି ଉଇକେଟ ନେଇପାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?