ଅନ୍ତର୍ଜାତୀୟ ବଜାରରେ ବଢୁଛି ଭାରତ ମସଲା ଚାହିଦା

କଟକ,୩ା୯: ଅନ୍ତର୍ଜାତୀୟ ବଜାରରେ ଭାରତୀୟ ମସଲାର ଚାହିଦା ବଢୁଥିବାବେଳେ ଭାରତୀୟ ମସଲା ଉତ୍ପାଦନକାରୀ ଉଦ୍ୟୋଗ, ରପ୍ତାନିକାରୀ ଏବଂ କୃଷକମାନଙ୍କ ପାଇଁ ନୂଆ ସୁଯୋଗ ସୃଷ୍ଟି ହୋଇଛି। ଏହିକ୍ରମରେ ରାଜ୍ୟର ଅନ୍ୟତମ ପ୍ରମୁଖ ମସଲା କମ୍ପାନୀ ‘ଜୟ ଭାରତ ସ୍ପାଇସେସ୍‌ ପ୍ରାଇଭେଟ୍‌ ଲିମିଟେଡ୍‌’(ଭାରତ ମସାଲା) ପକ୍ଷରୁ ଗୁଣାତ୍ମକ ମସଲା ଉତ୍ପାଦ ଅନ୍ତର୍ଜାତୀୟ ବଜାରକୁ ରପ୍ତାନି କରିବା ଲାଗି ଗୁରୁତ୍ୱ ଦିଆଯାଇଥିବା କମ୍ପାନୀ ପକ୍ଷରୁ କୁହାଯାଇଛି। ଚଳିତ ଆର୍ଥିକ ବର୍ଷ ମଧ୍ୟରେ ଜୟ ଭାରତ ସ୍ପାଇସେସ୍‌ ପକ୍ଷରୁ ୟୁଏଇକୁ ଜିରା ଏବଂ ହଳଦି ଆଦି ରପ୍ତାନି କରିବାକୁ ନିଷ୍ପତ୍ତି ନିଆଯାଇଛି। ଏହି ଅବସରରେ ଭାରତ ମସଲାର ସଂସ୍ଥାପକ ଅଧ୍ୟକ୍ଷ ସୁରେନ୍ଦ୍ର ନାଥ ପଣ୍ଡା କହିଛନ୍ତି, ଆମେ ବିଶ୍ୱାସ କରୁ ଯେ ପ୍ରତ୍ୟେକ ରପ୍ତାନି ଭାରତର ପ୍ରଗତି ପାଇଁ ମୂଲ୍ୟବାନ ଏବଂ ଏହାଦ୍ୱାରା ଗ୍ରାମୀଣ କୃଷିଜୀବିକାକୁ ଆହୁରି ସୁଦୃଢ଼ କରାଯାଇପାରିବ। ଉଲ୍ଲେଖଯୋଗ୍ୟ ଯେ, ଦେଶର ରପ୍ତାନି କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ଏବଂ ଅନ୍ତର୍ଜାତୀୟ ବଜାରରେ ଭାରତୀୟ ମସଲାର ପ୍ରଚାର ପ୍ରସାର ପାଇଁ ଭାରତ ସରକାରଙ୍କ ଦ୍ୱାରା ଭାରତ ମସାଲା କମ୍ପାନୀ ୪ ଥର ଶ୍ରେଷ୍ଠ ରପ୍ତାନିକାରୀ ପୁରସ୍କାର ହାସଲ କରିଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ପ୍ଲାନ୍‌ରେ ଚାଲିବ ୪ଟି SIM! ମିଳିବ ଅନ୍‌ଲିମିଟେଡ୍‌ Calling ସହ 5G Data: ଜାଣନ୍ତୁ ଏହି ସୁବିଧା ସମ୍ପର୍କରେ…

ନୂଆଦିଲ୍ଲୀ,୩।୯: ଆଜିର ସମୟରେ ଗୋଟିଏ ପରିବାରର ଦୁଇ, ତିନି କିମ୍ବା ଚାରି ଜଣଙ୍କ ପାଖରେ ଅଲଗା ଅଲଗା Airtel SIM ରହିବା ସାଧାରଣ କଥା। ଏପରି ସ୍ଥିତିରେ…

ଆଜି ସକାଳୁ ବୃଷ ରାଶିରେ ପ୍ରବେଶ କଲେ ଚନ୍ଦ୍ର: ମେଷ ସମେତ ୪ ରାଶିଙ୍କ ଜୀବନରେ ଆସିବ ବଡ଼ ଖବର, ପଢନ୍ତୁ କ’ଣ ଘଟିବ…

ଜ୍ୟୋତିଷ ଶାସ୍ତ୍ରରେ ଚନ୍ଦ୍ରଦେବଙ୍କୁ ମନ, ମାତା ଓ ଅର୍ଥର କାରକ ଭାବେ ବିବେଚନା କରାଯାଏ। ୩ ସେପ୍ଟେମ୍ବର ୨୦୨୬ରେ ଚନ୍ଦ୍ରମା ମେଷ ରାଶିରୁ ବାହାରି ନିଜର ଉଚ୍ଚ…

ରାଶି ପରିବର୍ତ୍ତନ କଲେ ଶୁକ୍ର; ବଢିବ ଆର୍ଥିକ ସଙ୍କଟ, ଅଯଥାରେ ଫଶିଯିବେ ଏହି ୩ ରାଶି…

ବୈଦିକ ଜ୍ୟୋତିଷରେ, ଶୁକ୍ରଙ୍କୁ ଆରାମ, ଧନ, ସମୃଦ୍ଧି, ପ୍ରେମ ଏବଂ ଭୌତିକ ସୁଖ ପାଇଁ ଦାୟୀ ଗ୍ରହ ଭାବରେ ବିବେଚନା କରାଯାଏ । ଯେତେବେଳେ ଶୁକ୍ର ତାଙ୍କ…

SBI Customer Alert: ଆସନ୍ତାକାଲି ଠପ୍‌ ହୋଇଯିବ UPI ସେବା, ନୋଟ୍‌ କରିନିଅନ୍ତୁ କେତେ ଟାଇମ୍‌…

ନୂଆଦିଲ୍‌ଲୀ,୩।୯: ଯଦି ଆପଣଙ୍କ ଆକାଉଣ୍ଟ ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ଅର୍ଥାତ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (SBI) ରେ ଅଛି ଏବଂ ଆପଣ ୟୁପିଆଇ…

ପର୍ଯ୍ୟଟନ ଶିଳ୍ପ ପାଇଁ ପର୍ଯ୍ୟାପ୍ତ ମାନବ ସମ୍ବଳର ଆବଶ୍ୟକ ପଡ଼ିବ

ଭୁବନେଶ୍ୱର, ୩ା୯(ସନ୍ତୋଷ କୁମାର ବେହେରା): ସ୍ବସ୍ତି ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମ୍ୟାନେଜମେଣ୍ଟ ଆଣ୍ଡ ସୋସିଆଲ ଷ୍ଟଡିଜ୍‌ (ଏସ୍‌ଆଇଏମ୍‌ଏସ୍‌ଏସ୍‌)ର ନବାଗତ ଛାତ୍ରୀଛାତ୍ରମାନଙ୍କୁ ସ୍ଥାନୀୟ ଏକ ହେଟେଲରେ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ସ୍ବାଗତ…

ଆବାସ ଆଶା: କଟିଲେଣି ୨୦୦

ଭୁବନେଶ୍ୱର,୩ା୯(ରବିନାରାୟଣ ଜେନା): ରାଜଧାନୀର ନିମ୍ନବର୍ଗଙ୍କୁ ସୁଲଭ ମୂଲ୍ୟରେ ଆବାସ ଯୋଗାଇଦେବା ପାଇଁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ପକ୍ଷରୁ ଗ୍ରହଣ କରାଯାଇଥିବା ଆବେଦନ ଉପରେ ଖୁବ୍‌ଶୀଘ୍ର ଲଟେରି ଉଠାଣ…

ବିଶ୍ୱକପ ୨୦୨୭ ପାଇଁ BCCIର ମାଷ୍ଟରପ୍ଲାନ୍‌! ବୁଝନ୍ତୁ ବଡ଼ ସମୀକରଣ

ନୂଆଦିଲ୍ଲୀ, ୩।୯: ଟିମ ଇଣ୍ଡିଆର ଆଗାମୀ ବଡ଼ ଲକ୍ଷ୍ୟ ହେଉଛି ୨୦୨୭ ଦିନିକିଆ ବିଶ୍ୱକପ ଟ୍ରଫି ଜିତିବା। ଏହି ବିଶ୍ୱକପକୁ ନଜରରେ ରଖି ଭାରତୀୟ କ୍ରିକେଟ କଣ୍ଟ୍ରୋଲ…

କ୍ଷେତରେ କାମ କରୁଥିବା ବୃଦ୍ଧାଙ୍କୁ ଦେଖି ଅଟକିଲା ବିଜୟଙ୍କ କାର୍‌! ତା’ପରେ ଯାହା କଲେ, ଭାଇରାଲ ହେଲା ଭିଡିଓ

ଚେନ୍ନାଇ,୩।୯: ତାମିଲନାଡୁର ଅଭିନେତାରୁ ରାଜନେତା ହୋଇଥିବା ବିଜୟଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଖୁବ ଭାଇରାଲ ହେଉଛି। ଭିଡିଓରେ ବିଜୟ ଜଣେ ବୃଦ୍ଧା ମହିଳାଙ୍କୁ ଭେଟି ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri