Posted inଜାତୀୟ

ଭାରତୀୟ ପ୍ରତିଭାଙ୍କ ଚାହିଦା ପୃଥିବୀରେ ବୃଦ୍ଧି ପାଉଛି: ମୋଦି

ନୂଆଦିଲ୍ଲୀ,୩।୩: ଭାରତୀୟ ପ୍ରତିଭାଙ୍କ ଚାହିଦା ପୃଥିବୀରେ ବଢ଼ିଚାଲିଛି। ଏହା ଭାରତର ଗୁଣବତ୍ତାକୁ ସୂଚିତ କରୁଛି। ବୁଧବାର ଶିକ୍ଷା,ଅନୁସନ୍ଧାନ ଓ କୌଶଳ ବିକାଶ ସମ୍ପର୍କିତ ଏକ କାର୍ଯ୍ୟକ୍ରମରେ ଅନ୍‌ଲାଇନ୍‌ରେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଭଳି କହିଛନ୍ତି। ଆତ୍ମନିର୍ଭର ଭାରତ ଗଠନ ପାଇଁ ମନରେ ଆତ୍ମବିଶ୍ୱାସ ରହିବା ଜରୁରି ବୋଲି ସେ କହିଛନ୍ତି। ଶିକ୍ଷା ସମାପ୍ତପରେ ନିଯୁକ୍ତି ସୁଯୋଗ ମିଳିଲେ ଯୁବବର୍ଗଙ୍କ ମଧ୍ୟରେ ଆତ୍ମବିଶ୍ୱାସ ସୃଷ୍ଟି ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ପକ୍ଷରୁ ନୂତନ ଜାତୀୟ ଶିକ୍ଷାନୀତି ପ୍ରସ୍ତୁତ ହୋଇଛି। ଏହା ଶିକ୍ଷାର୍ଥୀଙ୍କ ସ୍ବପ୍ନକୁ ପୂରଣ କରିବାକୁ ସକ୍ଷମ ହେବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ସ୍କୁଲ ଶିକ୍ଷାର ବିକାଶ ପାଇଁ ପ୍ରଥମ ଥର ଲାଗି ଅଟଳ ଟିଙ୍କରିଙ୍ଗ୍‌ ଲ୍ୟାବ୍‌ ସ୍ଥାପନ କରାଯାଇଛି। ସେହିପରି ଉଚ୍ଚ ଶିକ୍ଷାନୁଷ୍ଠାନରେ ଅଟଳ ଇନକ୍ୟୁବେଶନ ସେଣ୍ଟର ସ୍ଥାପନା କରାଯାଇଛି। ଷ୍ଟାର୍ଟ ଅପ୍‌ ଗୁଡ଼ିକ ଲାଗି ଏବେ ଦେଶରେ ହାକାଥନ୍‌ ପରମ୍ପରା ସୃଷ୍ଟି ହୋଇଛି। ଏହାଦ୍ୱାରା ଯୁବବର୍ଗ ଏବଂ ଶିଳ୍ପସଂସ୍ଥା ବେଶ୍‌ ଉପକୃତ ହେଉଥିବା ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିଓ ବୁନ୍ଦା ବଦଳରେ ୧୨ ଶିଶୁଙ୍କ ପାଟିରେ ଦିଆଗଲା ସାନିଟାଇଜର

ୟାଭଟାମାଲ,୨।୨: ମହାରାଷ୍ଟ୍ରର ୟାଭଟାମାଲ ଜିଲାରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ୫ ବର୍ଷରୁ କମ୍‌ ବୟସ୍କ ୧୨ ଜଣ ଶିଶୁଙ୍କୁ ପୋଲିଓ ବୁନ୍ଦା...

ପ୍ରତ୍ୟେକ ଭାରତୀୟ ବାଳିକାଙ୍କର ଶାନ୍ତିରେ ବଞ୍ଚିବାର ଅଧିକାର ରହିଛି, ହାଇକୋର୍ଟଙ୍କ ରାୟ…

ଭୋପାଳ, ୧୫।୧ : ଏକ ମାମଲାର ବିଚାର କରି ମଧ୍ୟପ୍ରଦେଶ ହାଇକୋର୍ଟ କହିଛନ୍ତି ଯେ,ପ୍ରତ୍ୟେକ ଭାରତୀୟ ବାଳିକାଙ୍କର ଶାନ୍ତିରେ ବଞ୍ଚିବାର ଅଧିକାର ରହିଛି। ଏଥିରେ ହସ୍ତକ୍ଷେପକୁ...

ସିଆର୍‌ପିଏଫ୍‌-ଡିଆର୍‌ଡିଓ ପକ୍ଷରୁ ବାଇକ୍‌ ଆମ୍ବୁଲାନ୍ସ୍‌ ସେବା ଆରମ୍ଭ

ନୂଆଦିଲ୍ଲୀ,୧୮।୧: ସିଆର୍‌ପିଏଫ୍‌ ଏବଂ ଡିଆର୍‌ଡିଓ ପକ୍ଷରୁ ସୋମବାର ବାଇକ୍‌ ଆମ୍ବୁଲାନ୍ସ୍‌ ସେବା ‘ରକ୍ଷିତା’ର ଆରମ୍ଭ କରାଯାଇଛି। ସୁରକ୍ଷାକର୍ମୀଙ୍କୁ ଜରୁରିକାଳୀନ ସେବା ଯୋଗାଇ ଦେବା ପାଇଁ ଏହା...

ବର୍ଷାରେ ସୂର୍ଯ୍ୟମନ୍ଦିରର ଦୃଶ୍ୟ ଶେୟାର କଲେ ମୋଦି

ନୂଆଦିଲ୍ଲୀ, ୨୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜ ଟୁଇଟର ଆକାଉଣ୍ଟରେ ବର୍ଷାର ଏକ ଭିଡିଓ ଶେୟାର କରିଛନ୍ତି। ଏହି ଭିଡିଓରେ ବର୍ଷା ସମୟରେ ଗୁଜରାଟର ମୋଢେରା...

ଓ୍ବାଙ୍ଖଡେଙ୍କ ସମର୍ଥନରେ ବାହାରିଲେ ଅଠଓ୍ବାଲେ

ମୁମ୍ବାଇ,୩୧।୧୦: କ୍ରୁଜ ଡ୍ରଗ୍ସ ମାମଲାରେ ଏନସିବି ଜୋନାଲ ନିର୍ଦ୍ଦେଶକ ସମୀର ୱାଙ୍ଖଡେ ନାଁରେ ମହାରାଷ୍ଟ୍ର ସରକାରର ମନ୍ତ୍ରୀ ତଥା ଏନସିପି ନେତା ନବାବ ମଲିକଙ୍କୁ ଲଗାତାର...

ପ୍ରଧାନମନ୍ତ୍ରୀଙ୍କ ପରେ ମୁଖ୍ୟମନ୍ତ୍ରୀମାନେ ନେଲେ କରୋନା ଟିକା: ଭାଜପାର ଏମ୍‌ପି, ବିଧାୟକ ଟଙ୍କା ଦେଇ ନେବେ ଟିକା

ନୂଆଦିଲ୍ଲୀ,୧ ।୩: କରୋନା ମାହାମାରୀକୁ ଦୂରେଇବା ପାଇଁ ଦେଶରେ ମାର୍ଚ୍ଚ ୧ ଅର୍ଥାତ୍ ସୋମବାରଠାରୁ ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ଆରମ୍ଭ ହୋଇଛି । ଏଥିରେ ୬୦...

ବାରମୂଳାରୁ ଲସ୍କର-ଇ-ତୋଏବାର ଜଣେ ଆତଙ୍କବାଦୀ ଗିରଫ

ବାରମୂଳା,୨୮।୧: ଜମ୍ମୁ-କଶ୍ମୀର ପୋଲିସକୁ ବଡ଼ ସଫଳତା ମିଳିଛି। ମଙ୍ଗଳବାର ବାରମୁଳା ଜିଲାର ଅଣ୍ଡରଗାମ ପାଟ୍ଟନ ଅଞ୍ଚଳରୁ ଲସ୍କର-ଇ-ତୋଏବାର ଜଣେ ଆତଙ୍କବାଦୀଙ୍କୁ ଜମ୍ମୁ-କଶ୍ମୀର ପୋଲିସ ଗିରଫ କରିଛି।...

ବିନା ଅନୁମତିରେ ଧାର୍ମିକ ଶୋଭାଯାତ୍ରା ମନା

ଲକ୍ଷ୍ନୌ,୧୯।୪:ଉତ୍ତରପ୍ରଦେଶର ଯୋଗୀ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏଣିକି ରାଜ୍ୟରେ ବିନା ଅନୁମତିରେ କୌଣସି ଶୋଭାଯାତ୍ରା ଏବଂ ଧାର୍ମିକ ଶୋଭାଯାତ୍ରା ଉପରେ ନିଷେଧାଦେଶ ଜାରି...

Advertisement
Archives

Model This Week