ମେଡିକାଲ କଲେଜ ଦାବି, ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ସ୍ମାରକପତ୍ର

ବରଗଡ଼,୧୨।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସରକାରୀ ମେଡ଼ିକାଲ କଲେଜ ସ୍ଥାପନ ପାଇଁ ସହ ବରଗଡ଼ ନାଗରିକ ମଞ୍ଚ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କୁ ସ୍ମାରକପତ୍ର ପ୍ରଦାନ କରିଛି। ସ୍ବାସ୍ଥ୍ୟମନ୍ତ୍ରୀ ମହାଲିଙ୍ଗ ବରଗଡ଼ ଗସ୍ତରେ ଏକ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଆସିଥିବା ସମୟରେ ଏହି ସ୍ମାରକପତ୍ର ପ୍ରଦାନ କରାଯାଇଥିଲା।
ସ୍ମାରକପତ୍ରରେ ସହରର ପୁରାତନ ଜିଲାମୁଖ୍ୟ ଡାକ୍ତରଖାନା ତଥା ବର୍ତ୍ତମାନର ସହରାଞ୍ଚଳ ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରରେ ଆବଶ୍ୟକ ଡାକ୍ତର, ଷ୍ଟାଫ, ପରୀକ୍ଷା ଯନ୍ତ୍ରପାତିର ବ୍ୟବସ୍ଥା କରିବା ପାଇଁ ମଧ୍ୟ ଦାବି ହୋଇଛି। ସହର ମଧ୍ୟରେ ରହିଥିବା କାରାଗାରକୁ ବାହାରକୁ ସ୍ଥାନାନ୍ତର କରି ସେହି ଜାଗାରେ ୩୦୦ ଶଯ୍ୟା ବିଶିଷ୍ଟ ଏଫଆରୟୁ କିମ୍ବା ସିଟି ହସ୍ପିଟାଲ ନିର୍ମାଣ କରିବାକୁ ଦାବି ହୋଇଛି। ବରଗଡ ଖେଦାପାଲି ସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାରେ ଆବଶ୍ୟଖ ଡାକ୍ତର, ନର୍ସ, ଷ୍ଟାଫ, ପରୀକ୍ଷା, ଔଷଧ ଇତ୍ୟାଦି ଯୋଗାଇ ଦେବା ପାଇଁ ବରଗଡ ନାଗରିକ ମଞ୍ଚ ଦାବି କରିଛି। ସଂଗଠନର ସଭାପତି
ଭୀଷ୍ମଦେବ ସରାଫ, ଭବାନୀ ସାହୁ, ଶୟନ ପଣ୍ଡା, ଟିଙ୍କୁ ନନ୍ଦ, ନିତ୍ୟାନନ୍ଦ ବାଗ, ସୁରଥ ସାହୁ,ସତ୍ୟ ନାରାୟଣ ମେହେର, ସୁଶାନ୍ତ ସାହୁ, ଜୀବନ ଲାଲ ଚୌଧୁରୀ, ସୁଦାମ ସାହୁ, ଟଙ୍କ ଧର ଭେସ୍ରା, ଲୁକେଶ ବାରିକ, ସୁଧୀର ବରିହା, ଜିଭି ରାଓ ପ୍ରମୁଖ ସ୍ମାରକପତ୍ର ପ୍ରଦାନ ସମୟରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri