ଓଡ଼ିଶାରେ ବଢୁଛି ମଟନ୍‌ର ଚାହିଦା: ବର୍ଷକୁ ଏତିକି ଟଙ୍କାର ମାଂସ ଖାଇଯାଉଛନ୍ତି ରାଜ୍ୟବାସୀ

ଭୁବନେଶ୍ୱର,୧୭।୧: ଓଡ଼ିଶାରେ ଛେଳି ମାଂସ ଅର୍ଥାତ୍‌ ମଟନ୍‌ର ଚାହିଦା ବଢ଼ି ବଢି ଚାଲିଛି। ରାଜ୍ୟରେ ଛେଳି ମାଂସର ଆବଶ୍ୟକତା ଉତ୍ପାଦନଠାରୁ ଅଧିକ। ସେଥିପାଇଁ ମାଛ, ଅଣ୍ଡା ପରି ଛେଳି ପାଇଁ ବି ଓଡ଼ିଶା ପଡୋଶୀ ରାଜ୍ୟ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ଆନ୍ଧ୍ରପ୍ରଦେଶ ଉପରେ ନିର୍ଭରଶୀଳ। ବାର୍ଷିକ ୫୦ ହଜାର ଟନ୍‌ର ଅଧିକ ମାଂସ ଖାଉଛନ୍ତି ରାଜ୍ୟବାସୀ । ଏହାର ବଜାର ମୂଲ୍ୟ ପ୍ରାୟ ୩ ହଜାର ୭୫୦ କୋଟି ଟଙ୍କା।
ଏକ ରିପୋର୍ଟ ଅନୁୟାୟୀ, ଓଡ଼ିଶାରେ ଜଣେ ବ୍ୟକ୍ତି ବାର୍ଷିକ ହାରାହାରି ୧.୫ ରୁ ୨ କେଜି ପର୍ଯ୍ୟନ୍ତ ଛେଳି ମାଂସ ଖାଇଥାନ୍ତି। ଓଡ଼ିଶାର ମୋଟ ମାଂସ ଉତ୍ପାଦନ ପ୍ରାୟ ଅଢ଼େଇ ଲକ୍ଷ(୨.୫ଲକ୍ଷ) ଟନ । ଏହା ମଧ୍ୟରେ ଛେଳି ମାଂସର ଉତ୍ପାଦନ ହେଉଛି ମାତ୍ର ୧୦ ରୁ ୧୨ ପ୍ରତିଶତ। ବାର୍ଷିକ ୪୫ ହଜାରରୁ ୫୦ ହଜାର ଟନ ଛେଳି ମାଂସର ଆବଶ୍ୟକତା ରହିଥିବା ବେଳେ ଓଡ଼ିଶାର ଉତ୍ପାଦନ କ୍ଷମତା ପ୍ରାୟ ୩୦ ହଜାର ଟନ। ତେଣୁ ଓଡ଼ିଶାରେ ପ୍ରାୟ ଅଧା ଛେଳି ମାଂସ ଅନ୍ୟ ରାଜ୍ୟରୁ ଆମଦାନୀ କରାଯାଉଛି।

ଓଡ଼ିଶାସରକାରଙ୍କ ତରଫରୁ ଛେଳି ଚାଷକୁ ଅଗ୍ରାଧିକାର ଦିଆଯାଉଛି। ୨୦୨୫ରେ ଓଡ଼ିଶା ଛୋଟ ପଶୁ ବିକାଶ ଉପଯୋଜନା ଅନୁମୋଦିତ ହୋଇଛି। ୨୦୨୫-୨୬ ରୁ ୨୦୨୮-୨୯ ପର୍ଯ୍ୟନ୍ତ ୨୯୪ କୋଟି ବଜେଟ ରହିଥିବା ବେଳେ ଏହାଦ୍ୱାରା ୨୪ ହଜାର ଚାଷୀ ଉପକୃତ ହେବେ। ଅତିରିକ୍ତ ବାର୍ଷିକ ୧୨ ହଜାର ଟନ ମାଂସ ଉତ୍ପାଦନ ହେବାର ଲକ୍ଷ୍ୟ ରଖାଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ଏବେ କିଣିନିଅନ୍ତୁ ସୁନା, ବଢିବ ସୁନାଦର; ଏକ୍ସପର୍ଟ କହିଦେଲେ କେବେ…

ନୂଆଦିଲ୍ଲୀ,୪।୯: ପାର୍ୱଣ ଏବଂ ବିବାହ ଋତୁ ପାଇଁ ପ୍ରସ୍ତୁତି ଚଳାଇଥିବା ଲୋକଙ୍କ ନିମନ୍ତେ ସେପ୍ଟେମ୍ୱର ମାସଟି ବେଶ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇପାରେ। ସମ୍ପ୍ରତି ସୁନା ଦରରେ କିଛିଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri