କେନ୍ଦୁଝରରେ ପାହାଡ଼ିଆ ଓଲୁଅର ଚାହିଦା

କେନ୍ଦୁଝର, ୧୫ା୧୧(ସ୍ବ.ପ୍ର.)  ଓଲୁଅ ହେଉଛି ମୂଳ ଜାତୀୟ ଖାଦ୍ୟ। ଏଥିରେ ଔଷଧୀୟ ଗୁଣ ରହିଛି, ଏଣୁ ସ୍ବାସ୍ଥ୍ୟ ପକ୍ଷେ ହିତକର। ଏହା ମଧ୍ୟ ସୁସ୍ବାଦୁ।
ପ୍ରାକୃତିକ ପରିବେଶରେ ବିନା ସାରରେ ମିଳୁଥିବାରୁ ଏହାର ଚାହିଦା ରହିଛି। ବିଶେଷ କରି ପାହାଡରୁ ବନବାସୀ ମାନେ ଏହି ଓଲୁଅ ଆଣି କେନ୍ଦୁଝର ସହର ତଥା ହାଟବଜାରରେ ବିକି ଦୁଇ ପଇସା ରୋଜଗାର କରିଥାନ୍ତି। ତେବେ ବଜାରରେ ଏହା ଗୋଟା ୨୦ ଟଙ୍କାରୁ ଆରମ୍ଭ କରି ସାଇଜ ଅନୁଯାୟୀ ଏହାର ମୂଲ୍ୟ ୩୦୦ ଟଙ୍କା ପର୍ଯ୍ୟନ୍ତରେ ବିକ୍ରି ହୋଇଥାଏ। ଏହାର ଚାହିଦା ମଧ୍ୟ ବଡ଼ ବଡ଼ ସହରରେ ଅଧିକ ରହିଛି। ଏଣୁ ବେପାରୀ ମାନେ କମ୍‌ ଦାମରେ କିଣି କଟକ, ଭୁବନେଶ୍ୱର ଆଦି ସହରକୁ ଚାଲାଣ କରି ଅଧିକ ଲାଭବାନ ହୋଇଥାନ୍ତି। ଏହା ସାଧାରଣତଃ କୁଣ୍ଡେଇ ହୋଇଥାଏ। ଏଣୁ ଏହାକୁ ସିଝାଇ ତେନ୍ତୁଳି ମିଶାଇ ଭର୍ତ୍ତା କରି ଖାଇଥାନ୍ତି। ଅନେକ ଏହାକୁ ଭାଜି କରି ଖାଇବାକୁ ଭଲ ପାଇଥାନ୍ତି। ବିଶେଷ କରି ଅର୍ଶ ରୋଗ ପାଇଁ ଏହା ଔଷଧ ଭଳି କାମ କରିଥାଏ ବୋଲି ବୈଦ ବିଶାରଦ ହରେକୃଷ୍ଣ ମହାନ୍ତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

କେନ୍ଦୁଝରରେ ଚାଞ୍ଚଲ୍ୟ, ପାରିବାରିକ କଳହରୁ ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

କେନ୍ଦୁଝର,୧୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଟାଉନ୍‌ ଥାନା ଅନ୍ତର୍ଗତ ଜାମୁଡ଼ିହା ଗ୍ରାମରେ ବିଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ୱାମୀଙ୍କ ଆକ୍ରମଣରେ ସ୍ତ୍ରୀଙ୍କ ମୃତ୍ୟୁ ଘଟଣା ଚାଞ୍ଚଲ୍ୟ…

ଦୁର୍ଦ୍ଦାନ୍ତ ଅପରାଧୀ ପ୍ରଭାତ ମଲିକଙ୍କୁ କେନ୍ଦୁଝରରେ ଏନକାଉଣ୍ଟର, ପୋଲିସକୁ ଆକ୍ରମଣ କରିବାକୁ ଚେଷ୍ଟା…

କେନ୍ଦୁଝର,୧୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ମହୁଲଡ଼ିହା ଜଙ୍ଗଲ ନିକଟରେ ଏନକାଉଣ୍ଟର ହୋଇଛି । ଆଜି(ମଙ୍ଗବାର) ସଦର ଥାନା ପୋଲିସ ଏକ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନ୍‌କାଉଣ୍ଟର…

ମରୈଗାଁରେ ଅମୃତ ବିନ୍ଦୁ କାର୍ଯ୍ୟକ୍ରମ, ରକ୍ତଦାନ କଲେ…

ହାଟଡିହୀ/ଛେନାପଦୀ,୧୫।୬(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ସତ୍ୟସାଇ ସେବା ସଂଗଠନ ତରଫରୁ ଅମୃତ ବିନ୍ଦୁ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଛି । ଉକ୍ତ…

ଘରକୁ ଧକ୍କାଦେଲା ସ୍କର୍ପିଓ, ଦୁର୍ଘଟଣାରେ ଚାଲିଗଲା ଚାଳକଙ୍କ ଜୀବନ

ପାଟଣା,୧୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡ଼ା ୨୨୦ ନମ୍ବର ଜାତୀୟ ରାଜପଥର ବଡ଼ବିଲ ନିକଟର ସୋମବାର ଭୋର୍‌ରୁ ଏକ ସ୍କର୍ପିଓ ଭାରସାମ୍ୟ ହରାଇ ଏକ ଘରକୁ…

ନାଳରୁ ମିଳିଲା ମୃତଦେହ: କାରଣ ଖୋଜୁଛି ପୋଲିସ

ବଞ୍ଚୋ,୧୪।୬:(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଧୀନ ନାନିକାବାହାଳି ଗ୍ରାମ ନିକଟସ୍ଥ ଗଣ୍ଡନାଳରୁ ପୋଲିସ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ…

ରଜରେ ବଡ଼ ଅଘଟଣ; ୨ ଘଣ୍ଟା ବ୍ୟବଧାନରେ ୨ ଦୁର୍ଘଟଣା, କେନ୍ଦୁଝରରେ ୫ ମୃତ

କେନ୍ଦୁଝର,୧୪।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ପ୍ରଥମ ରଜ ପାଇଁ ଚାରିଆଡ଼େ ଉତ୍ସବର ପରିବେଶ ରହିଥିବା ବେଳେ କେନ୍ଦୁଝର ଜିଲା କାଞ୍ଜିପାଣି ଥାନା ଅନ୍ତର୍ଗତ ଏନଏଚ ୪୯ ରେ…

ଡାକ୍ତରଖାନା ପାଇଖାନାରେ ନବଜାତ ଶିଶୁକନ୍ୟାର ମୃତଦେହ, କିଏ ସେ ଅଜଣା ମହିଳା ଯିଏ…

ବଞ୍ଚୋ,୧୪ା୬(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାର ମହିଳା ଓ୍ବାର୍ଡ ପାଇଖାନା ଭିତରୁ ଏକ ସଦ୍ୟ ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର ହୋଇଥିବା ଘଟଣା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri