ବିଧାନସଭାରେ ବଡ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ, ସାମ୍ବାଦିକଙ୍କ ପାଇଁ ପେନସନ୍‌…

ଭୁବନେଶ୍ୱର,୪ା୧୨: ରାଜ୍ୟର ସାମ୍ବାଦିକମାନଙ୍କ ପାଇଁ ପେନସନ୍‌ ବ୍ୟବସ୍ଥା ଲାଗୁ କରିବା ପ୍ରସ୍ତାବ ଓଡ଼ିଶା ସରକାରଙ୍କ ବିଚାରାଧୀନ ରହିଛି ବୋଲି ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ସୂଚନା ଦେଇଛନ୍ତି।

ଭାଜପା ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ଏକ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବିଭିନ୍ନ ସଂଗଠନ ପକ୍ଷରୁ ସାମ୍ବାଦିକମାନଙ୍କୁ ପେନସନ୍‌ ଦେବା ପାଇଁ ସରକାରଙ୍କ ନିକଟରେ ଅନୁରୋଧ ମିଳିଛି। ଏହି ପ୍ରସ୍ତାବ ଉପରେ ସରକାର ବିଚାର କରୁଛନ୍ତି।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ ସୂଚନା ଦେଇଛନ୍ତି ଯେ ସୂଚନା ଓ ଲୋକସମ୍ପର୍କ ବିଭାଗ ଦ୍ୱାରା ଅନୁମୋଦିତ ପ୍ରିଣ୍ଟ୍‌, ଇଲେକ୍ଟ୍ରୋନିକ୍‌, ଡିଜିଟାଲ୍ ଓ ୱେବ୍ ମିଡିଆରେ କାର୍ଯ୍ୟ କରୁଥିବା ସାମ୍ବାଦିକମାନଙ୍କୁ ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନା ଅଧୀନରେ ସ୍ୱାସ୍ଥ୍ୟ ବୀମା ସୁବିଧା ଯୋଗାଇ ଦିଆଯାଉଛି।

ଏହି ଯୋଜନା ଅଧୀନରେ କାର୍ଯ୍ୟରତ ସାମ୍ବାଦିକ ଏବଂ ତାଙ୍କ ପରିବାର ଏମ୍‌ପ୍ୟାନେଲ୍‌ଡ ହସ୍ପିଟାଲ୍‌ରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ କ୍ୟାଶ୍‌ଲେସ୍‌ ଚିକିତ୍ସା ସୁବିଧା ପାଇପାରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରକୃତ ଚିତ୍ର : ଭିତ୍ତିଭୂମି ଥାଇ ମଧ୍ୟ ଟ୍ରମା ସେଣ୍ଟର ନିର୍ମାଣରେ ବିଳମ୍ବ

କେସିଙ୍ଗା, ୬।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ସହରରେ ଅବସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସମସ୍ତ ପ୍ରକାର ମୌଳିକ ଭିତ୍ତିଭୂମି ଥିବା ସତ୍ତ୍ୱେ ବିଭିନ୍ନ ସମସ୍ୟା ଦେଖାଦେଉଛି।…

୧୯ଟିକିଆ ହାତୀପଲର ହାବୁଡ଼ରେ ମଣିଷ ଜୀବନ

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଓ ଜୁଆଙ୍ଗ ପିଢ଼ ଅନ୍ତର୍ଗତ ନିଲାମୁଣ୍ଡି ସାହି ନିକଟରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଶୁକ୍ରରର ସନ୍ଧ୍ୟା…

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

ମାଡ଼ି ଆସିଲା କାଳବୈଶାଖୀ: କେଇ ମିନିଟରରେ ଛାରଖାର ହୋଇଗଲା ଜନତା ମଇଦାନ

ଭୁବନେଶ୍ବର,୬।୬: ରାଜଧାନୀ ଭୁବନେଶ୍ବରରେ ମାଡ଼ି ଆସିଲା କାଳବୈଶାଖୀ। କେଇ ମିନିଟର ଝଡତୋଫାନ ବର୍ଷାରେ ଛାରଖାର ହୋଇଗଲା ଜନତା ମଇଦାନ। ଜନତା ମଇଦାନରେ ଅନ୍ତର୍ଜାତୀୟ ଟ୍ରେଡ ଫେୟାର ପାଇଁ…

୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! IMDର ପୂର୍ବାନୁମାନ

ଭୁବନେଶ୍ୱର,୬।୬: ୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! ପ୍ରବଳ ଗରମ ଓ ଗୁଳୁଗୁଳିରୁ ଶୀଘ୍ର ମିଳିପାରେ ମୁକ୍ତି। ଆଗାମୀ ୬ରୁ ୮ ଦିନ ମଧ୍ୟରେ ଓଡ଼ିଶା…

ବ୍ରିଜ ଉପରୁ ୪୦ ଫୁଟ ତଳକୁ ଡେଇଁ ଆତ୍ମହତ୍ୟା କଲେ ବ୍ୟକ୍ତି

ପାଟଣା,୬ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ବୈତରଣୀ ନଦୀ ବ୍ରିଜ୍‌ ଉପରୁ ୪୦ଫୁଟ ତଳକୁ ଶନିବାର ୨ଟା ବେଳେ ଡେଇଁ ଜଣେ ୫୫ ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri