ବଲାଙ୍ଗୀରରେ ପୁଣି ତେଜିଲା ହାଇକୋର୍ଟ ସ୍ଥାୟୀ ବେଞ୍ଚ ପୁନଃ ପ୍ରତିଷ୍ଠା ଦାବି

ବଲାଙ୍ଗୀର ଅଫିସ, ୨୦।୧୦- ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପୁନଃ ପ୍ରତିଷ୍ଠା ଦାବି ନେଇ ବଲାଙ୍ଗୀରରେ ପୁଣି ଥରେ ଆନ୍ଦୋଳନ ଆରମ୍ଭ ହୋଇଛି। ଗୁରୁବାର ବଲାଙ୍ଗୀରର ସମସ୍ତ ସରକାରୀ ଅଫିସ ବନ୍ଦ କରାଯାଇଛି। ସକାଳ ୬ଟାରୁ ଡାକଘର ସମ୍ମୁଖରେ ପିକେଟିଂ କରିଥିଲେ। ଏହାପରେ ଜିଲାପାଳ ଅଫିସ, ଡିଆରଡିଏ, ଡିଏଫଓ ଅଫିସ, ସିଭିଲ କୋର୍ଟ ସମ୍ମୁଖରେ ପିକେଟିଂ କରିଥିଲେ। ପରେ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଗଣ ଧାରଣା ଦିଆଯାଇଥିଲା। ପଦ୍ମଶ୍ରୀ ଡ ଶ୍ରୀନିବାସ ଉଦଗାତା, ପଦ୍ମଶ୍ରୀ ନରସିଂହ ପ୍ରସାଦ ଗୁରୁ, ଗୁରୁଶ୍ରୀ ଘାସିରାମ ମିଶ୍ର, ଜିଲା ଓକିଲ ସଂଘ ସଭାପତି ଅମରେଶ ତ୍ରିପାଠୀ, ନାଗରିକ କମିଟି ସଭାପତି ବେଲାର ସିଂ ଭୋଇ, ସମ୍ପାଦକ ମନୋରଞ୍ଜନ ସାହୁ, ଅବସରପ୍ରାପ୍ତ ସୈନିକ ସଂଘ ସମ୍ପାଦକ ପ୍ରତାପ ଚନ୍ଦ୍ର ରଥ, ବରିଷ୍ଠ ଆଡଭୋକେଟ ଭବାନୀ ଶଙ୍କର ଶତପଥୀ, ବୈଷ୍ଣବ ମିଶ୍ର, ଜିଲା କଂଗ୍ରେସ କମିଟି ସଭାପତି ଦିଲୀପ ବେହେରା, ରଞ୍ଜିତା ମିଶ୍ର, ନିରୁପମା ଉଦଗାତା, ଆରତୀ ଗୁରୁଙ୍କ ସମେତ ବିଭିନ୍ନ ସାମାଜିକ, ସାଂସ୍କୃତିକ, ସ୍ବେଚ୍ଛାସେବୀ ସଙ୍ଗଠନ ପ୍ରତିନିଧି ଯୋଗଦାନ କରି ସରକାରଙ୍କ କାଳବିଳମ୍ବ ନୀତିକୁ ତୀବ୍ର ସମାଲୋଚନା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଗଣେଶ ବିସର୍ଜନ ବେଳେ ଅଘଟଣ! ଜେନେରେଟରରେ ତେଲ ଢାଳୁ ଢାଳୁ ଲାଗିଲା ନିଆଁ, ଯୁବକ…

ଝରିଗାଁ, ୧୬।୯ (କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ସାନଟେମେରା ଗ୍ରାମରେ ଗଣେଶ ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ସମୟରେ ଏକ ଅଭାବନୀୟ ଘଟଣା…

ଅଲଟୋ କାର୍ ଭିତରେ ଗଞ୍ଜେଇର ପାହାଡ଼! ଧରାପଡ଼ିଲେ ଗୌରୀଶଙ୍କର, ସହଯୋଗୀ ଫେରାର

ପୁରୁଷୋତ୍ତମପୁର,୧୬।୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସକୁ ମିଳିଛି ବଡ଼ ସଫଳତା। ଗଞ୍ଜେଇ ଚାଲାଣ ବେଳେ ପୋଲିସ ଚଢ଼ଉ କରି ୯୫ କେଜି ଗଞ୍ଜେଇ ସହ ଏକ…

ବୀରମିତ୍ରପୁର ଅଞ୍ଚଳରେ ଲଜ୍ଜା; ଜଙ୍ଗଲରେ ୨ନାବାଳିକାଙ୍କୁ ଗଣ ବଳାତ୍କାର, ୫ ଜଣ…

କୁଆଁରମୁଣ୍ଡା,୧୬।୯(ମହେନ୍ଦ୍ର କୁମାର ସାହୁ) : ବୀରମିତ୍ରପୁର ଥାନା ଅଞ୍ଚଳରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ୨ ଜଣ ନାବାଳିକାଙ୍କୁ ଏକ ଜଙ୍ଗଲରେ ୫ ଜଣ…

ଦିଗପହଣ୍ଡିରେ ମଧୁବୈଶ୍ଯ ସମାଜର ବାର୍ଷିକ ସମ୍ମିଳନୀ ; ପାରମ୍ପରିକ ବ୍ୟବସାୟର ପ୍ରଚାର ପ୍ରସାର ଉପରେ ବିଧାୟକଙ୍କ ଗୁରୁତ୍ୱ

ଦିଗପହଣ୍ଡି,୧୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ହାଟତୋଟା ସ୍ଥିତ ଗୁପ୍ତେଶ୍ବର ଶୈବପୀଠ ପରିସରରେ ବଡଖେମୁଣ୍ଡି ତାଲୁକା ମଧୁବୈଶ୍ଯ (ଗୁଡିଆ) ସମାଜର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି…

ଥୁଆମୂଳ ରାମପୁରରେ ମା’ ମାଣିକେଶ୍ୱରୀଙ୍କ ବାଲିଯାତ୍ରା ଓ ଦଶହରା ପୂଜାସୂଚୀ ପ୍ରକାଶିତ, ଝାମୁଯାତ୍ରା…

ଥୁଆମୂଳ ରାମପୁର,୧୬।୯(ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲାର ପ୍ରସିଦ୍ଧ ଆଧ୍ୟାତ୍ମିକ ପୀଠ ଇଷ୍ଟଦେବୀ ହେଉଛନ୍ତି ମା’ ମାଣିକେଶ୍ୱରୀ । ଥୁଆମୂଳ ରାମପୁର ଠାରେ ଚଳିତ ୨୦୨୬ ବର୍ଷର…

ବାପାଙ୍କ ଛୁରାମାଡ଼ରେ ପୁଅଙ୍କ ଚାଲିଗଲା ଜୀବନ, ନୂଆଁଖାଇରେ ହୋଇଥିଲା ରକ୍ତପାତ

ଝରିଗାଁ,୧୬।୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କୁସୁମପାଣି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଗତ ମଙ୍ଗଳବାର ରାତିରେ ବାପାର ଛୁରା ମାଡ଼ରେ…

ଛତ୍ରପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ନୂଆ କର୍ମକର୍ତ୍ତା: ଭୁବନେଶ୍ୱର ରାଲିରେ ଯୋଗ ଦେବାକୁ ଆହ୍ବାନ

ଛତ୍ରପୁର,୧୬ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ (ଏକ୍ସ-କ୍ୟାଡର)ର ଏକ ଜରୁରୀ ବୈଠକ ବୁଧବାର ଯଜ୍ଞଶାଳା କଳ୍ପବଟ ଆଶ୍ରମ ପରିସରରେ ସଂଘର…

ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଅଘଟଣ; ନଦୀରେ ବୁଡ଼ି ୨ ଛାତ୍ରଙ୍କ ମୃତ୍ୟୁ, ପ୍ରଶାସନକୁ ଘେରିଲା କଂଗ୍ରେସ

ହିଞ୍ଜିଳିକାଟୁ, ୧୬।୯(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁରେ ବୁଧବାର ପୂର୍ବାହ୍ନରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଘଟିଛି ଅଘଟଣ। ହିଞ୍ଜିଳିକାଟୁ ନିକଟ ଘୋଡ଼ାହାଡ଼ ନଦୀରେ ବୁଡ଼ି ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?