Posted inବରଗଡ଼

ପଦ୍ମପୁରରେ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ସ୍ଥାପନ ଦାବି: ପରିବହନ ମନ୍ତ୍ରୀଙ୍କୁ ଭେଟିଲେ ବରଗଡ଼ ଏମ୍‌ପି

ପଦ୍ମପୁର,୫ା୫ (ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଏକ ଉପାନ୍ତ ଅଞ୍ଚଳ। ଏହାର ଛତିଶଗଡ଼ ସୀମାନ୍ତ ବର୍ତ୍ତୀ ବ୍ଲକ ଝାରବନ୍ଧ ଓ ପାଇକମାଳଠାରୁ ବରଗଡ଼ ଦୂରତା ପ୍ରାୟ ୧୨୦କିମି ପଡ଼ିଥାଏ। ପଦ୍ମପୁରର ଜନସାଧାରଣ ନିଜର ଗାଡି ମୋଟର, ଟ୍ରାକ୍ଟରର କାଗଜପତ୍ର ପାଇଁ ବରଗଡ଼ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ଯାଇ ଖର୍ଚ୍ଚାନ୍ତ ତଥା ହଇରାଣ ହେଉଛନ୍ତି। ଏ ନେଇ ସ୍ଥାନୀୟ ଗଣମାଧ୍ୟମ ପ୍ରତିନିଧିମାନେ ଗୁରୁବାର ପଦ୍ମପୁରଠାରେ ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଏହି ପରିପ୍ରେକ୍ଷୀରେ ଶନିବାର ଏମ୍‌ପି ପୁରୋହିତ ଭୁବନେଶ୍ୱରଠାରେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କୁ ଭେଟି ପଦ୍ମପୁରରେ ଏକ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ସ୍ଥାପନ କରିବା ପାଇଁ ଦାବିପତ୍ର ପ୍ରଦାନ କରିଥିଲେ। ଏମ୍‌ପିଙ୍କ ସହିତ ଭାଜପା ନେତା ଶ୍ରୀକାନ୍ତ ମିଶ୍ର, ସତ୍ୟ ବେହେରା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନର ୩୪ ଦିନ: ଆଗକୁ କ’ଣ ହେବ? ସରକାରଙ୍କ ଚିନ୍ତା ବଢାଇଲା CJPର ଯୋଜନା

ନୂଆଦିଲ୍ଲୀ,୨୩।୭: ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନର ୩୪ ଦିନ ପୂରଣ ହେବା ପରେ ମଧ୍ୟ ପ୍ରଦର୍ଶନକାରୀଙ୍କ ଉତ୍ସାହ କମିନାହିଁ। କକ୍ରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜୀତ୍‌…

ପେପର୍‌ ଲିକ୍‌ ଘଟଣାରେ ମୋଦି ସରକାରଙ୍କ ବଡ଼ ଘୋଷଣା, ଜାତୀୟ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୩ା୭: ସମସ୍ତ ପେପର ଲିକ୍ ଘଟଣାରେ ମାମଲାର ଶୀଘ୍ର ସମାଧାନ ଏବଂ ଦୋଷୀମାନଙ୍କୁ କଠୋର ଦଣ୍ଡ ପ୍ରଦାନ କରିବା ପାଇଁ ଫାଷ୍ଟ-ଟ୍ରାକ୍ କୋର୍ଟ ପ୍ରତିଷ୍ଠା କରାଯିବ। ଆବଶ୍ୟକୀୟ…

ସିଜେପି ବିକ୍ଷୋଭ ସ୍ଥଳ ନିକଟରେ ହିଂସା: ଟେକାମାଡ଼ରେ ୫ ପୋଲିସ ଆହତ

ନୂଆଦିଲ୍ଲୀ,୨୩ା୭: ନୂଆଦିଲ୍ଲୀର ଯନ୍ତରମନ୍ତରସ୍ଥିତ ବିକ୍ଷୋଭ ସ୍ଥଳ ନିକଟରେ ବୁଧବାର ସନ୍ଧ୍ୟାରେ ହିଂସାକାଣ୍ଡ ଘଟିଛି। ବିକ୍ଷୋଭକାରୀଙ୍କ ଟେକାମାଡ଼ରେ ୨ ଜଣ ଏସିପିଙ୍କ ସମେତ ୫ ପୋଲିସ ଆହତ ହୋଇଛନ୍ତି।…

କିଡ୍‌ନୀ ରୋଗରେ ପୁଣି ଜଣେ ଚାଷୀଙ୍କ ମୃତ୍ୟୁ: ଚିକିତ୍ସା ଅଭାବକୁ ନେଇ ପୁଣି ଉଠିଲା ପ୍ରଶ୍ନ

ସୋନପୁର,୨୩।୭(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାର ୧୦ ଜିପିଏଲ୍‌ଏଫ୍‌ (ଗ୍ରାମ ପଞ୍ଚାୟତସ୍ତରୀୟ ସଂଘ) ପ୍ରୋସେସିଂ ମେଶିନ କିଣିବା ନାମରେ ଠକାମିର ଶିକାର ହୋଇଛନ୍ତି। ଏଜେନ୍ସି କୋଟିଏ ଟଙ୍କା ବର୍ଷେ…

ଯେବେ ପେପର୍‌ ଲିକ୍‌କୁ ନେଇ ଧର୍ମେନ୍ଦ୍ର ନିଜେ ଖାଇଥିଲେ ମାଡ଼; ୨୯ ବର୍ଷ ପରେ ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୩।୭: NEET-UG ପ୍ରଶ୍ନପତ୍ର ଲିକ୍ ମାମଲାକୁ ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜିକାଲି ବିରୋଧୀ ଦଳ ଏବଂ ଆନ୍ଦୋଳନରତ ଛାତ୍ରମାନଙ୍କ ନିଶାଣରେ ଅଛନ୍ତି। ଜନ୍ତର-ମନ୍ତରରେ…

ଆଦିମାନବରୁ ଆଧୁନିକ ଭାରତୀୟ

ଲୋକଙ୍କୁ ଠିକ୍‌ ଭାବେ ବୁଝିଲେ ଆମେ ସେମାନଙ୍କ ସଂସ୍କୃତିକୁ ଜାଣିିପାରିବା। ଭାରତ ସମ୍ପର୍କରେ ସବିଶେଷ ଜାଣିବାକୁ ହେଲେ ଆମକୁ ଭାରତୀୟଙ୍କ ଜୀବନ ଧାରା, ଭାଷା ତଥା ସଂସ୍କୃତିକୁ…

କିଏ ସେହି ସୋନିଆ ସେହରାୱତ, ଯାହାଙ୍କ ଏକ ଇନଷ୍ଟାଗ୍ରାମ ଷ୍ଟୋରୀ ଉପରେ ହେଲା ହଙ୍ଗାମା, CJPକୁ କହିଲେ…

ନୂଆଦିଲ୍ଲୀ,୨୩।୭: ଦିଲ୍ଲୀରେ ଚାଲିଥିବା କକ୍ରୋଚ ଜନତା ପାର୍ଟି (CJP) ର ବିରୋଧ-ପ୍ରଦର୍ଶନ ମଧ୍ୟରେ ରାପିଡ ଆକ୍ସନ ଫୋର୍ସ (RAF)ର ଜଣେ ଅଧିକାରୀ ସୋନିଆ ସେହରାୱତ ଆଲୋଚନାର ବିଷୟ…

ଛାତ୍ର ଆନ୍ଦୋଳନକୁ ନେଇ ମୁହଁ ଖୋଲିଲେ ସଲମାନ ଖାନ୍‌, ଏମିତି କହିଲେ ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୩।୭: ବଲିଉଡ୍ ସୁପରଷ୍ଟାର୍ ସଲମାନ ଖାନ୍ ଛାତ୍ର ଆନ୍ଦୋଳନକୁ ନେଇ ପ୍ରଥମ ଥର ପାଇଁ ଖୋଲାଖୋଲି ଭାବେ ନିଜର ମତ ରଖିଛନ୍ତି। ସେ ସୋସିଆଲ ମିଡିଆରେ ଲେଖିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri