Posted inଜାତୀୟ

‘ଅନ୍ତିମ ସଂସ୍କାର ସେହି ସ୍ଥାନରେ କର, ଯେଉଁଠି…’, କେନ୍ଦ୍ର ସରକାରଙ୍କୁ ଚିଠି ଲେଖିଲେ ଖାର୍ଗେ

ନୂଆଦିଲ୍ଲୀ,୨୭।୧୨: ଶୁକ୍ରବାର କଂଗ୍ରେସ ମୁଖ୍ୟାଳୟରେ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେ, ସିପିପି ସଭାପତି ସୋନିଆ ଗାନ୍ଧୀ, ଲୋକସଭା ବିରୋଧୀ ଦଳର ନେତା ତଥା ସାଂସଦ ରାହୁଲ ଗାନ୍ଧୀ ଏବଂ ଅନ୍ୟ କଂଗ୍ରେସ ନେତାଙ୍କ ଉପସ୍ଥିତିରେ କଂଗ୍ରେସ କାର୍ଯ୍ୟକାରୀ କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବାକୁ ଏହି ବୈଠକ ଡକାଯାଇଥିଲା।

ଏଠାରେ କଂଗ୍ରେସ ନେତାମାନେ ଆଲୋଚନା କରିଥିଲେ ଯେ ଶେଷ ରୀତିନୀତି ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂଙ୍କ ସ୍ମୃତି ଉଦ୍ଦେଶ୍ୟରେ ତାଙ୍କ ପଦ ଅନୁଯାୟୀ ଉପଯୁକ୍ତ ସ୍ଥାନ ଦିଆଯିବା ଉଚିତ। ତାଙ୍କ ପରିବାର ଏ ସମ୍ପର୍କରେ ସରକାରଙ୍କ ସହ କଥାବାର୍ତ୍ତା କରୁଛନ୍ତି।

ତେବେ କଂଗ୍ରେସ ଅଧ୍ୟକ୍ଷ ଖଡ଼ଗେ କେନ୍ଦ୍ର ସାରାକରଂକୁଵଚିଥି ଲେଖି ଏହି ଦାବି କରିଛନ୍ତି। ଖାର୍ଗେ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିବା ସହିତ ପ୍ରଧାନମନ୍ତ୍ରୀ ଏବଂ ସ୍ଵରାଷ୍ଟ୍ରମନ୍ତ୍ରୀଙ୍କ ସହ ମଧ୍ୟ ଆଲୋଚନା କରିଥିଲେ ଏବଂ ଅନ୍ତିମ ସଂସ୍କାର ପାଇଁ ଉଚିତ ସ୍ଥାନ ଦେବାକୁ ଅପିଲ କରିଥିଲେ। ତାଙ୍କ ଚିଠିରେ ଖାର୍ଗେ ଲେଖିଥିଲେ ‘ଅନ୍ତିମ ସଂସ୍କାର ସେହି ସ୍ଥାନରେ କର, ଯେଉଁଠି ସ୍ମାରକ ନିର୍ମାଣ କରିହେବ।”


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ତ୍ରୁଟି! D ଏରିଆରେ ପ୍ରବେଶ କଲେ ୩ ସନ୍ଦିଗ୍ଧ

ମୋତିହାରୀ,୧୮।୭: ମୋତିହାରୀର ଗାନ୍ଧୀ ମଇଦାନରେ ଶୁକ୍ରବାର ଆୟୋଜିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରାଲି ସମୟରେ କଡ଼ା ସୁରକ୍ଷା ମଧ୍ୟରେ, ସନ୍ଦେହଜନକ ପରିସ୍ଥିତିରେ ତିନି ଜଣ ବ୍ୟକ୍ତି...

ଇନ୍‌କମ୍‌ ଟ୍ୟାକ୍ସ ଦେବା ଏବେ ଆହୁରି ହେଲା ସହଜ, ଅନ୍‌ଲାଇନ୍‌ରେ ଏମିତି ପୂରଣ କରିପାରିବେ ITR-2 ଫର୍ମ

ନୂଆଦିଲ୍ଲୀ,୧୮ା୭: ଆୟକର ବିଭାଗ ୧୮ ଜୁଲାଇ ୨୦୨୫ରୁ ଅନ୍‌ଲାଇନ୍‌ରେ ITR-୨ ଫର୍ମ ଦାଖଲ କରିବାର ସୁବିଧା ଆରମ୍ଭ କରିଛି। ଏବେ ଯେଉଁ ବେତନଭୋଗୀ କରଦାତାମାନଙ୍କର ପୁଞ୍ଜି...

ସୌମ୍ୟାଶୀଙ୍କ ମୃତ୍ୟୁ ଘଟଣା: ପୁଣି ବଡ଼ ଘୋଷଣା କରିଦେଲେ ଭକ୍ତ, ହେବ…

ଭୁବନେଶ୍ୱର,୧୮।୭: ଆସନ୍ତା ୨୧ ତାରିଖରେ ବିଜେଡି ଆରଡିସି ସ୍ତରୀୟ ବିକ୍ଷୋଭ ପାଇଁ ଘୋଷଣା କରିଥିବା ବେଳେ କଂଗ୍ରେସ ମଧ୍ୟ ଏକ ବଡ଼ ନିଷ୍ପତ୍ତି ନେଇଛି। ଏଫ୍‌ଏମ୍‌...

ଶ୍ରାବଣ ମାସରେ KFC ବନ୍ଦ, ହିନ୍ଦୁ ସଂଗଠନର କଡା ଚେତାବନୀ

ଗାଜିଆବାଦ,୧୮।୭: ଉତ୍ତରପ୍ରଦେଶର ଗାଜିଆବାଦର ବସୁନ୍ଧରା ଅଞ୍ଚଳରେ ଶୁକ୍ରବାର ହିନ୍ଦୁ ରକ୍ଷା ଦଳର ସଦସ୍ୟମାନେ ଶ୍ରାବଣ ମାସ ଓ କାଉଡିଆ ଯାତ୍ରା ଚାଲିଥିବା ବେଳେ ଦୁଇଟି ଲୋକପ୍ରିୟ...

ଯୌତୁକ ନିର୍ଯାତନାରେ ମହିଳାଙ୍କ ଆତ୍ମହତ୍ୟା: ହାତ, ଗୋଡ଼, ପେଟରେ ଲେଖିଲେ ଦୁଃଖଦ ସୁଇସାଇଡ ନୋଟ

ନୂଆଦିଲ୍ଲୀ,୧୮।୭: ଉତ୍ତରପ୍ରଦେଶର ବାଘପତରେ ଯୌତୁକ ନିର୍ଯାତନାର ଶିକାର ହୋଇ ଜଣେ ୨୮ ବର୍ଷୀୟା ମହିଳା ଆତ୍ମହତ୍ୟା କରିଛନ୍ତି। ମଙ୍ଗଳବାର ରାତିରେ ମନୀଷା ନାମକ ଏହି ମହିଳା...

ବିହାରରେ ଚନ୍ଦ୍ର ଶେଖରଙ୍କ ଏଣ୍ଟ୍ରି, ବିଗାଡିବେ କି ଖେଳ

ପାଟଣା,୧୮।୭: ବିହାର ନିର୍ବାଚନ ଯେତିକି ପାଖେଇ ଆସୁଛି ରାଜ୍ୟରେ ନିର୍ବାଚନ ତାତି ବଢିବାରେ ଲାଗିଛି। ଇତି ମଧ୍ୟରେ ବିହାର ନିର୍ବାଚନରେ ଏଣ୍ଟ୍ରି କରିଛନ୍ତି ଚନ୍ଦ୍ର ଶେଖର...

ସୋନିଆ ଗାନ୍ଧୀଙ୍କ ଜ୍ୱାଇଁଙ୍କର ୩୬ କୋଟି ଟଙ୍କା ମୂଲ୍ୟର ସମ୍ପତ୍ତି ବାଜ୍ୟାପ୍ତି: ରାହୁଲ କହିଲେ ମୋ ଭିଣୋଇ…

ନୂଆଦିଲ୍ଲୀ,୧୮।୭: ଜମି କାରବାରରେ ହେର୍‌ଫେର ଅଭିଯୋଗରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ଜ୍ୱାଇଁ ତଥା କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ...

କେନ୍ଦ୍ରାପଡ଼ାରେ ବନ୍ୟା ବିଭୀଷିକା ଭିତରେ କୁମ୍ଭୀର ଭୟ, ରାତିରେ ଘରୁ ବାହାରିବା ମୁସ୍କିଲ

ଭୁବନେଶ୍ୱର,୧୮ା୭: କେନ୍ଦ୍ରାପଡ଼ା ଜିଲାରେ ଚାଲିଥିବା ବନ୍ୟା ବିଭୀଷିକା ମଧ୍ୟରେ ଏବେ କୁମ୍ଭୀର ଭୟ ଲୋକଙ୍କୁ ଆତଙ୍କିତ କରିଛି। ବ୍ରାହ୍ମଣୀ ନଦୀର ପାଣି ଗାଁ ଭିତରକୁ ପଶିଯିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri