ମୟୂରଭଞ୍ଜ ଜିଲାକୁ ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ପ୍ରଦାନ ଦାବିି: ସରିଲା ବାରିପଦାରୁ ଦିଲ୍ଲୀ ପଦଯାତ୍ରା

ବାରିପଦା ଅଫିସ,୨୩ା୨: ମୟୂରଭଞ୍ଜ ଜିଲାକୁ ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ପ୍ରଦାନ ଦାବିିକୁ ନେଇ ଜିଲା ଆଦିବାସୀ ଛାତ୍ର ସଙ୍ଗଠନ(ମାସା ଆର୍ମି) ପକ୍ଷରୁ ବାରିପଦାରୁ ରାଷ୍ଟ୍ରପତି ଭବନ ଦିଲ୍ଲୀ ଅଭିମୁଖେ ପଦଯାତ୍ରା ଶେଷ ହୋଇଛି। ସଙ୍ଗଠନର ରାଜ୍ୟ ସଭାପତି ସୁକୁଲାଲ ମାରାଣ୍ଡିଙ୍କ ସହ କର୍ମକର୍ତ୍ତାମାନେ ଦୀର୍ଘ ୪୭ଦିନ ଧରି ଚାଲି ଚାଲି ଦିଲ୍ଲୀରେ ପହଞ୍ଚତ୍ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଥିଲେ। ଅଖଣ୍ଡ ମୟୂରଭଞ୍ଜକୁ ପୁଣିଥରେ ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ପ୍ରଦାନ ପାଇଁ ଏକ ଦାବିପତ୍ର ପ୍ରଦାନ କରିଥିଲେ। ଏହି ପଦଯାତ୍ରାରେ ସଭାପତି ମାରାଣ୍ଡିଙ୍କ ସହ ଲକ୍ଷ୍ମୀକାନ୍ତ ବାସ୍କେ, ଟିକା ବାଦଲ ମାରାଣ୍ଡି, କରୁଣାକର ସୋରେନ, ସାଉନା ମୁର୍ମୁ ପ୍ରମୁଖ ସାମିଲ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri