ଦୁଗ୍ଧ, ଖାଦ୍ୟଶସ୍ୟ ଜାତୀୟ ସାମଗ୍ରୀ ଉପରୁ ଜିଏସ୍‌ଟି ପ୍ରତ୍ୟାହାର ଦାବି

ବଡବିଲ, ୨୭।୭(ସ୍ବ.ପ୍ର.):କେନ୍ଦୁଝର ଜିଲା ବଡବିଲଠାରେ ସିପିଆଇ(ଏମ) ପକ୍ଷରୁ ଦୁଗ୍ଧ ଏବଂ ଖାଦ୍ୟଶସ୍ୟ ଜାତୀୟ ସାମଗ୍ରୀ ଉପରୁ ଜିଏସଟି ପ୍ରତ୍ୟାହାର ନେଇ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବଡବିଲସ୍ଥିତ ସିଟି ଓ ଜିଏସଟି( କମର୍ସିଆଲ ଟ୍ୟାକ୍ସ ଓ ଗୁଡ୍ସ ସର୍ଭିସ ଟ୍ୟାକ୍ସ) ଯୁଗ୍ମ ଆୟୋଗ ଏବଂ ମାଟକାମବେଡାସ୍ଥିତ ଜିଏସଟି ଓ ସେଣ୍ଟ୍ରାଲ ଏକ୍ସାଇଜ ସୁପରିଟେଣ୍ଡେଣ୍ଟ ରେଞ୍ଜ-୧ଙ୍କ ଜରିଆରେ ଦାବିପତ୍ର ପ୍ରଦାନ କରାଯାଇଛି। ସିପିଆଇଏମ ଜିଲା କମିଟି ସମ୍ପାଦକ ଇନ୍ଦ୍ରମଣି ବେହେରାଙ୍କ ନେତୃତ୍ୱରେ ଏକ ଶୋଭାଯାତ୍ରା ଉଭୟ କାର୍ଯ୍ୟାଳୟରେ ପହଞ୍ଚି ଏହି ଦାବିପତ୍ର ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ମାଣାଧୀନ କାନ୍ଥ ପଡ଼ି ଜଣେ ଶ୍ରମିକ ମୃତ, ଜଣେ ଗୁରୁତର

କେନ୍ଦୁଝର,୪।୭, (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ସରାସ ଗ୍ରାମରେ ନବ ନିର୍ମିତ ଏକ ଘରର ଛାତ ଉପର କାନ୍ଥ ଭୁଶୁଡ଼ି ପଡ଼ିବାରୁ ଜଣେ…

ଭୟାବହ ସଡ଼କ ଦୁର୍ଘଟଣା: ଗଛକୁ ପିଟିଲା ବସ୍‌, ଆଉ ତା’ପରେ..

ଆନନ୍ଦପୁର/ବଞ୍ଚୋ,୪/୭(ସୁଶାନ୍ତ କୁମାର ସାହୁ/ପ୍ରଦୋଷ ବିଶ୍ୱାଳ): ଆନ୍ଦପୁରେ ଭୟାବହ ସଡ଼କ ଦୁର୍ଘଟଣା। ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱରେ ଥିବା ଗଛକୁ ଧକ୍କା ଦେଲା ଯାତ୍ରୀବାହୀ ବସ। ଦୁର୍ଘଟଣାରେ ୨ ଜଣ…

ଗାଁ ନିକଟରୁ ମଦ ଦୋକାନ ସ୍ଥାନାନ୍ତର ଦାବି:ଏକଜୁଟ ହେଲେ ମହିଳା

ପାଟଣା,୩ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟ ବଡ଼ ପାଟଣା ପଞ୍ଚାୟତ ସାଧୁପଡ଼ା ଗାଁ ନିକଟରେ ଶୁକ୍ରବାର ନୂତନ କରି ଖୋଲିଥିବା ସରକାରୀ ମଦ…

ଦେଓ ନଦୀ ପୋଲ ଉପରେ ଗୋ-ଚାଲାଣ ଗାଡ଼ି ସହ ଅଟୋର ମୁହାଁମୁହିଁ ଧକ୍କା: ଗୋଟିଏ ବଳଦ ମୃତ, ଗୋ-ମାଫିଆ…

ପାଟଣା, ୨ା୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା-କରଞ୍ଜିଆ ଦେଇଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥରେ ଏକ ବଡ଼ଧରଣର ସଡ଼କ ଦୁର୍ଘଟଣା ଘଟିଯାଇଛି। ସାହାରପଡା ସ୍ଥିତ…

ଜନଗହଳିପୂର୍ଣ୍ଣ ସ୍ଥାନରୁ ମଦ ଦୋକାନ ସ୍ଥାନାନ୍ତର ଦାବି, ମଦ୍ୟପଙ୍କ ଉପଦ୍ରବରେ…

ବଞ୍ଚୋ,୨ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ସହରର ଜନଗହଳିପୂର୍ଣ୍ଣ ଅଞ୍ଚଳରେ ଥିବା ବିଦେଶୀ ମଦ ଦୋକାନକୁ ଏକ ଉପଯୁକ୍ତ ଓ ଖୋଲା ସ୍ଥାନକୁ ସ୍ଥାନାନ୍ତର କରିବା ଦାବିରେ ଗୁରୁବାର ଆନନ୍ଦପୁର…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଇନ୍‌ଷ୍ଟାଗ୍ରାମରୁ ପ୍ରେମ, ବିବାହ ପାଇଁ ଜିଦ୍‌ କରିବାରୁ ପ୍ରେମିକାଙ୍କୁ ହତ୍ୟା, ପୋଲିସ ଆଗରେ ପ୍ରେମିକ କହିଲେ ପୂରା ଘଟଣା…

ହାଟଡିହୀ/ଛେନାପଦୀ,୧ା୭(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): ପଶ୍ଚିମବଙ୍ଗ ପ୍ରେମିକାକୁ ଓଡ଼ିଶା ଡକାଇ ଝାଡ଼ଖଣ୍ଡ ପ୍ରେମିକ କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଗତ ମଙ୍ଗଳବାର ହତ୍ୟା କରିଥିବା ଘଟଣାରେ ପର୍ଦାଫାଶ…

ଆଜିଠାରୁ ଅନିର୍ଦ୍ଦିଷ୍ଟକାଳ ଯାଏ ରୋଗୀସେବା ବନ୍ଦ, ହନ୍ତସନ୍ତ ହେଉଛନ୍ତି ରୋଗୀ

ବଞ୍ଚୋ/ଆନନ୍ଦପୁର,୧।୭(ପ୍ରଦୋଷ ବିଶ୍ୱାଳ/ସୁଶାନ୍ତ କୁମାର ସାହୁ ): ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନ (ଓମ୍‌ସା)ର ୮ ଦଫା ଦାବି ପୂରଣ ନ ହେବା ପ୍ରତିବାଦରେ ଜାତୀୟ ଡାକ୍ତର ଦିବସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri