ଗୋପବନ୍ଧୁ ଭବନକୁ ଐତିହ୍ୟ ମାନ୍ୟତା ଦାବିରେ କଂଗ୍ରେସର ରାଲି

ବାରିପଦା ଅଫିସ,୧୦ା୨: ବାରିପଦାରେ ଥିବା ଉତ୍କଳମଣି ଗୋପବନ୍ଧୁଙ୍କ ଭବନକୁ ଐତିହ୍ୟ ସ୍ଥଳର ମାନ୍ୟତା, ସଂଗ୍ରହାଳୟ ପ୍ରତିଷ୍ଠା ଓ ପାଠାଗାରର ପୁନରୁଦ୍ଧାର ନିମନ୍ତେ ମୟୂରଭଞ୍ଜ ଜିଲା କଂଗ୍ରେସ ପକ୍ଷରୁ ଏକ ରାଲି ବୁଧବାର ଅନୁଷ୍ଠିତ ହୋଇଯାଇଛି। ଜିଲା ସଭାପତି ହେମନ୍ତ ଦାସଙ୍କ ନେତୃତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ କଂଗ୍ରେସର ଜିଲା ପର୍ଯ୍ୟବେକ୍ଷକ ସୁଦର୍ଶନ ଦାସ ଉପସ୍ଥିତ ରହି ଦାବିଗୁଡ଼ିକ ସମ୍ପର୍କରେ ଆଲୋଚନା କରି ଜିଲାପାଳଙ୍କୁ ଲିଖିତ ଅଭିଯୋଗ କରିଛନ୍ତି। ଦଳ ପକ୍ଷରୁ ଏକ ରାଲି ଗୋପବନ୍ଧୁ ଭବନ ପରିସରରୁ ଆରମ୍ଭ ହୋଇ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚିଥିଲା। ବାରିପଦା ପୌର ପରିଷଦର ଉପାଧ୍ୟକ୍ଷ ଥିବା ଗୋପବନ୍ଧୁ ବାସଭବନଟି ପରତ୍ୟକ୍ତ ଓ ଆବର୍ଜନାମୟ ହୋଇ ଅବହେଳିତ ଅବସ୍ଥାରେ ପଡ଼ିରହିଛି। ଏହାର ପୁନରୁଦ୍ଧାର କରିବା ସହିତ ଭବନକୁ ଐତିହ୍ୟ ସ୍ଥଳର ମାନ୍ୟତା ପ୍ରଦାନ, ଗୋପବନ୍ଧୁଙ୍କ ଜୀବନୀ ସମ୍ପର୍କିତ ଏକ ସଂଗ୍ରହାଳୟ ପ୍ରତିଷ୍ଠା କରିବା ଓ ପୂର୍ବରୁ ଥିବା ପାଠାଗାରର ପୁନରୁଦ୍ଧାର କକରାଯାଇ ଅତ୍ୟାଧୁନିକ ପାଠଗାର ପ୍ରତିଷ୍ଠା କରିବାକୁ ଦାବି କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ସୁଦୀପ ମନ୍ତ୍ରୀ,ଶାନ୍ତନୁ କୁମାର ପାଲ,ପ୍ରଦୀପ କୁମାର ମିଶ୍ର, ମହିଳାନେତ୍ରୀ ସୁସ୍ମିତା ଘୋଷାଲ, ଇତିଶ୍ରୀ ମିଶ୍ରଙ୍କ ସମେତ କର୍ମକର୍ତ୍ତାମାନେ ଏଥିରେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

କାଳବୈଶାଖୀ ତାଣ୍ଡବ: ଟଳିପଡ଼ିଲେ ଗୋଟିଏ ପରେ ଗୋଟିଏ ଗୋରୁ…

ମୋହନା,୪।୩(ମନ୍ମଥ ମିଶ୍ର): କାଳବୈଶାଖୀରେ ଆଖି ବୁଜିଲେ ୪ ଗୋରୁ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ମେରାପଲ୍ଲୀ ପଞ୍ଚାୟତ ବନ୍ଧାଗୁଡା ଗାଁରେ।…

ବିଜୁଳି ଖୁଣ୍ଟରେ ପିଟିହେଲା ଟ୍ରାକ୍ଟର, ଆଉ ତା’ପରେ…

ବାଲିଶଙ୍କରା,୩ା୪(ହୃଦାନନ୍ଦ ବାରିକ): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅଧୀନ ସାକୁଶପାନୀ ଗ୍ରାମରେ ଶୁକ୍ରବାର ବିଜୁଳି ଖୁଣ୍ଟରେ ଏକ ଟ୍ରାକ୍ଟର ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଟ୍ରାକ୍ଟର…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri