ଏକ୍ସ କ୍ୟାଡର ଶିକ୍ଷକ ସଂଘ ପକ୍ଷରୁ ଦାବିପତ୍ର

କୋକସରା,୩ା୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଏକ୍ସ କ୍ୟାଡର ଶିକ୍ଷକ ସଂଘ ପକ୍ଷରୁ ଶନିବାର ୮ ଦଫା ଦାବି ନେଇ କୋକସରା ବିଇଓଙ୍କ ଜରିଆରେ ଦାବିପତ୍ର ପ୍ରଦାନ କରାଯାଇଛି। କୋକସରା ବ୍ଲକ ସଂଘ ସଭାପତି ଗଗନ ବିହାରୀ ପଟ୍ଟନାୟକଙ୍କ ଆବାହନରେ ଶତାଧିକ ଏକ୍ସ କ୍ୟାଡର ଶିକ୍ଷକ କର୍ମକର୍ତ୍ତାମାନେ ଏହି କାର୍ଯ୍ୟକ୍ରମରେ ସାମିଲ ରହିଥିଲେ। ସଂଘ ପକ୍ଷରୁ ସ୍ଥାନୀୟ କଲ୍ୟାଣ ମଣ୍ଡପ ନିକଟରୁ ଏକ ଶୋଭାଯାତ୍ରା ବାହାରି ୮ ଦଫା ଦାବି ସମ୍ବଳିତ ପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଆରସିସି ତୋଫାନ ମାଝିଙ୍କ ଜରିଆରେ ଦିଆଯାଇଛି। ଦାବିଗୁଡିକ ମଧ୍ୟରେ ଏକ୍ସ କ୍ୟାଡର ଉଚ୍ଛେଦ, ଓଟିଇଟି ଉଚ୍ଛେଦ, ଯୋଗ୍ୟ ଗଣଶିକ୍ଷକଙ୍କୁ ୦୧/୦୩/୧୭ରୁ ନିୟମିତ କରାଯିବା, ଅବଶିଷ୍ଟ ଗଣଶିକ୍ଷକଙ୍କ ଦରମା ବୃଦ୍ଧି, ଏକ୍ସ କ୍ୟାଡର ଶିକ୍ଷକଙ୍କୁ ସମଗ୍ର ଶିକ୍ଷା ଅଭିଯାନରେ ଡେପୁଟେସନ ବାତିଲ ସହ ୦୧/୦୩/୧୭ ରୁ କ୍ୟାଡର ଭୁକ୍ତ କରିବା ସହ ଅନ୍ୟାନ୍ୟ ପ୍ରମୁଖ ଦାବି ରହିଛି। କୋକସରା ବ୍ଲକ ଏକ୍ସ କ୍ୟାଡର ବ୍ଲକ ସଭାପତି ଗଗନ ବିହାରୀ ପଟ୍ଟନାୟକ, ଉପ ସଭାପତି ପଞ୍ଚାନନ ମାଝି, ସୁଜାତା ଜାଲ, କାର୍ଯ୍ୟକାରୀ ସଭାପତି ତଥା ମିଡିଆ କୋଅଡିନେଟର ପ୍ରେମଲାଲ ସାହୁ, ସମ୍ପାଦକ ଦେବୀସିଂ ମାଝି, ସହ ସମ୍ପାଦକ ତ୍ରିନାଥ ବାଗ, କୋଷାଧ୍ୟକ୍ଷ ଈଶ୍ୱରୀ ପ୍ରସାଦ ଅଗସ୍ତି, କ୍ଷୀରୋଦ ପଣ୍ଡା, ଶରତ ଚନ୍ଦ୍ର ଭଇଁସାଲ, କ୍ଷୀରସିନ୍ଧୁ ଦାସ, ମାରଗୁଣିଆ ନାଗ, ପଦ୍ମନ ସାହୁ, ସନାତନ ପଣ୍ଡା, ଭାଗ୍ୟବାନ ବାଗ, ପରମେଶ୍ବର ପଟ୍ଟନାୟକ, ମନ ମୋହନ ଦାସ, ପ୍ରସନ୍ନ ନାଏକ, ତୁଳସୀ ରାମ ପଟେଲ ଓ ଅନ୍ୟ ଶିକ୍ଷୟିତ୍ରୀ/ଶିକ୍ଷକ ସାମିଲ ରହି ଦାବିପତ୍ର ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ରବି ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କୋକସରା,୩୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଇନ୍ଦ୍ରାବତୀ ଉଠା ଜଳସେଚନ ଅଞ୍ଚଳର ଚାଷୀମାନେ ଚଳିତ ବର୍ଷ ରବି ଚାଷ ଧାନ ବିକ୍ରି ପଞ୍ଜିକରଣରୁ ବାଦ ପଡ଼ିଛନ୍ତି। ଫଳରେ କୋକସରା ବ୍ଳକ…

ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା: କେସିଙ୍ଗା ଏସଡିପିଓ, ଦୁଇ ପୋଲିସ ନାଁରେ

ଭୁବନେଶ୍ୱର,୩୧।୧: ବଢ଼ୁଛି ମାମଲା। ଖାରବେଳ ନଗର ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା ମନୋରମା ମହାନ୍ତି। ସେଠାରେ ସେ କେସିଙ୍ଗା ପୋଲିସ ବିରୋଧରେ ଅଭିଯୋଗ ଆଣିଛନ୍ତି। କେସିଙ୍ଗା ଏସଡିପିଓ…

ସଇତାନ ସାଜିଲା ସ୍ବାମୀ: ଟଙ୍କା ପାଇଁ ସ୍ତ୍ରୀଙ୍କୁ ହତ୍ୟା କରି ନିଜ ଚାଷ ଜମିରେ ପୋତିଦେଲେ, ଆଜି ମିଳିଲା…

ଭବାନୀପାଟଣା,୩୧।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ସନ୍ୟାସୀ କୁଣ୍ଡାମାଲ ଗ୍ରାମରୁ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ଟଙ୍କା ପାଇଁ…

ବିଧାୟିକା, ଅଧ୍ୟକ୍ଷଙ୍କ ପୁତ୍ତଳିକା ପୋଡ଼ି ବିକ୍ଷୋଭ: ଭାଜପା କହିଲା ଗୁଣ୍ଡାରାଜ କଥା ଆସିଲାବେଳକୁ ବିଜେଡି…

କେସିଙ୍ଗା,୩୧।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ନର୍ଲା ନିର୍ବାଚନମଣ୍ଡଳୀର ବିଧାୟିକା ମନୋରମା ମହାନ୍ତିଙ୍କ ସ୍ବାମୀ ତଥା ନର୍ଲା ବ୍ଲକ ଭାରପ୍ରାପ୍ତ ଅଧ୍ୟକ୍ଷ ମୁନା ମହାନ୍ତି ତହସିଲଦାରଙ୍କୁ ଧମକ ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri